ବିହାରରେ ମାଗଣା କରୋନା ଭ୍ୟାକ୍ସିନକୁ ନେଇ ଶିବସେନା କହିଲା ବାକି ରାଜ୍ୟ କ’ଣ ପାକିସ୍ତାନରେ

ମୁମ୍ବାଇ,୨୪ ।୧୦: ବିହାର ବିଧାନସଭା ନିର୍ବାଚନ ଅବସରରେ ଭାରତୀୟ ଜନତା ପାର୍ଟି(ଭାଜପା) ଭୋଟରଙ୍କୁ ଆକର୍ଷିତ କରିବାକୁ କହିଛି କରୋନା ଟିକା ଆସିଯିବା ପରେ ସମ୍ପୂର୍ଣ୍ଣ ରାଜ୍ୟରେ ଲୋକଙ୍କୁ ମାଗଣାରେ କରୋନା ଟିକା ଯୋଗାଇ ଦିଆଯିବ । ଏବେ ଏହାକୁ ନେଇ ରାଜ୍ୟରେ ରାଜନୈତିକ ପରିବେଶ ହୋଇଛି ସରଗରମ । ଏହାକୁ ନେଇ ଶିବସେନା ଲଗାତାର ଭାଜପାକୁ ଟାର୍ଗେଟ କରୁଛି । ଗୋଟିଏ ଦିନ ପୂର୍ବରୁ ଶିବାସନା ନେତା ସଞ୍ଜୟ ରାଉତ କହିଥିଲେ ଭାଜପା ଯାହା କହିଛି ସେଥିରୁ ସ୍ପଷ୍ଟ ହେଉଛି ଯେ ଯେଉଁମାନେ ଭାଜପାକୁ ଭୋଟ ଦେବେ ସେମାନଙ୍କୁ କରୋନା ଟିକା ମିଳିବ । ଏବେ ଶିବସେନାର ମୁଖପତ୍ର ସାମନାରେ କୁହାଯାଇଛି ପ୍ରକୃତରେ ଭାଜପାର ଅସଲ ନୀତି କ’ଣ, ଏହାର ଦିଶା-ନିର୍ଦ୍ଦେଶ କ’ଣ ଏହାକୁ ନେଇ ସାମାନ୍ୟ ଭ୍ରମ ଧାରଣା ସୃଷ୍ଟି ହେଉଛି । ଏବେ ସାମନାରେ କୁହାଯାଇଛି କି ଭାଜପା ତା’ର ଘୋଷଣା ପତ୍ରରେ ଯେଉଁ ପ୍ରଥମ ଘୋଷଣା କରିଛି ଯେ ବିହାରବାସୀଙ୍କୁ ମାଗଣା କରୋନା ଟିକା ଯୋଗାଇ ଦିଆଯିବ । ତା’ହେଲେ ଅନ୍ୟ ରାଜ୍ୟ ସବୁ କ’ଣ ପାକିସ୍ତାନରେ ରହିଛି, ନା ଅନ୍ୟ ରାଜ୍ୟକୁ କରୋନା ଟିକା ପୁତିନ ଦେବେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?