Posted inଜାତୀୟ

ବିହାରରେ ସ୍ଥାପନ କରାଯିବ ଜେଟଲୀଙ୍କ ପ୍ରତିମୂର୍ତ୍ତି: ନୀତୀଶ

ପାଟନା,୩୧।୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ଅରୁଣ ଜେଟଲୀଙ୍କ ପ୍ରତିମୂର୍ତ୍ତି ବିହାରରେ ସ୍ଥାପନ କରାଯିବ ବୋଲି ଶନିବାର ସୂଚନା ଦେଇଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ସେ ଆହୁରି ମଧ୍ୟ କହିଛନ୍ତି ଜେଟଲୀଙ୍କ ଜନ୍ମ ଦିବସକୁ ସାରା ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ପାଳନ କରାଯିବ। ସୂଚନାଯୋଗ୍ୟ, କିଛିଦିନ ଧରି ଅସୁସ୍ଥତା ପରେ ଜେଟଲୀଙ୍କର ଗତ ୨୪ ତାରିଖରେ ଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ପରଲୋକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଇନାଙ୍କ ସମ୍ପର୍କୀୟଙ୍କ ସାହାଯ୍ୟ ପାଇଁ ପହଞ୍ଚିଲେ ସୋନୁ ସୁଦ

ଲକ୍ଷ୍ନୌ, ୬ା୫ : ସମ୍ପର୍କୀୟ ମାଉସୀଙ୍କୁ ଅକ୍ସିଜେନ ସିଲିଣ୍ଡର ଯୋଗାଇ ଦେବା ପାଇଁ ଅନୁରୋଧ କରିଥିଲେ ଅବସରପ୍ରାପ୍ତ କ୍ରିକେଟର ତଥା ସିଏସ୍‌କେ ବ୍ୟାଟ୍ସମ୍ୟାନ ସୁରେଶ ରାଇନା।...

୪ ଦିନରେ ପେଟ୍ରୋଲ ୮୪ ପଇସା ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୮।୫: ଦ୍ରୁତ ସଂକ୍ରାମକ ସାଜିଥିବା କରୋନାର ୨ୟ ଲହର ସହ ଦେଶ ସଂଗ୍ରାମ ଚଳାଇଥିବା ବେଳେ ତୈଳ ଦର ଲଗାତର ବୃଦ୍ଧି ଘଟିଚାଲିଛି। ଗତ ୪...

ଗିରଫ ହେଲେ କନ୍ନଡ ଅଭିନେତା ଚେତନ କୁମାର

ମୁମ୍ବାଇ,୨୧।୩: କନ୍ନଡ ଚଳଚ୍ଚିତ୍ର ଅଭିନେତା ଚେତନ କୁମାର କିଛି ନା କିଛି ଖବରକୁ ନେଇ ଚର୍ଚ୍ଚାରେ ରୁହନ୍ତି। ଏହି ସମୟରେ ଚେତନ କୁମାରଙ୍କ ବିଷୟରେ ବଡ...

ସୁପ୍ରିମକୋର୍ଟରେ ରହିବ ସ୍ଥାୟୀ ସାମ୍ବିଧାନିକ ପୀଠ

ନୂଆଦିଲ୍ଲୀ,୨୨ା୯: ପାଖାପାଖି ୭୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ସୁପ୍ରିମକୋର୍ଟରେ ସ୍ଥାୟୀ ଭାବେ ୫ ଜଣିଆ ସାମ୍ବିଧାନିକ ପୀଠ ଗଠନ ହେବାକୁ ଯାଉଛି। ଜଟିଳ...

କ୍ଷୀର କିଣିବାକୁ ଟଙ୍କା ନ ଥିଲା: ୮ମାସ ଶିଶୁର ତଣ୍ଟି ଚିପି ମାରିଦେଲେ ମା’

କନୌଜ, ୧୨।୭: ଉତ୍ତର ପ୍ରଦେଶର କନୌଜରେ ଏକ ଅଭାବନୀୟ ଘଟଣା ଘଟିଛି। ଭୋକିଲା ଶିଶକୁ କ୍ଷୀର କିଣି ଆଣି ଦେଇ ନ ପାରିବାରୁ ଶେଷରେ ନିଜ...

ମନେ ପଡିଲେ ସୁଷମା

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ପ୍ରଥମ ଶାସନ କାଳରେ ବୈଦେଶିକ ମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଥିଲେ ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ସୁଷମା ସ୍ବରାଜ।...

୨୪ ଘଣ୍ଟାରେ ସର୍ବାଧିକ ୧୭,୨୯୬ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ ମୃତ୍ୟୁ ସଂଖ୍ୟା ୧୫ହଜାର ଟପିଲା

ନୂଆଦିଲ୍ଲୀ,୨୬।୬: ଦେଶରେ ଲକ୍‌ଡାଉନ୍‌ ଖୋଲିବାର ୨୫ ଦିନ ବିତିଯାଇଛି। ଇତି ମଧ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ...

ଟଲିଉଡ ଡ୍ରଗ୍ସ ମନି ଲଣ୍ଡରିଂ ମାମଲାରେ ବଢିଲା ଅଭିନେତ୍ରୀ ରକୁଲ ପ୍ରୀତଙ୍କ ଅଡୁଆ, ଇଡି ପଠାଇଲା ସମନ

ମୁମ୍ବାଇ,୧୬ ।୧୨: ଟଲିଉଡ ଡ୍ରଗ୍ସ ମନି ଲଣ୍ଡରିଂ ମାମଲାରେ ବଲିଉଡ ଅଭିନେତ୍ରୀ ରକୁଲ ପ୍ରୀତ ସିଂଙ୍କର ଅଡୁଆ ବଢିଛି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ତାଙ୍କୁ...

Advertisement
Archives

Model This Week