Posted inଜାତୀୟ

ବିହାରର ବନ୍ୟା ପରିସ୍ଥିତିକୁ ଦେଖି ଜରୁରୀ ବୈଠକ ଡାକିଲେ ନୀତୀଶ

ପାଟନା,୩୦।୭: ବିହାରର ବନ୍ୟା ପରିସ୍ଥିତିକୁ ଦେଖି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଙ୍ଗଳବାର ଏକ ଜରୁରୀ ବୈଠକ ଡକାଇଥିଲେ। ଏଥିରେ ରାଜ୍ୟର ମନ୍ତ୍ରୀ, ମୁଖ୍ୟ ସଚିବ, ପ୍ରମୁଖ ସଚିବ ଆଦି ଯୋଗ ଦେଇଥିଲେ। ସୂଚନାଯୋଗ୍ୟ, ଚଳିତ ବର୍ଷ ବନ୍ୟାରେ ବିହାରର ଅଧିକାଂଶ ଜିଲାରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଥିବା ବେଳେ ଏବେ ପର୍ଯ୍ୟନ୍ତ ପାଖାପାଖି ଶହେ ଜଣଙ୍କ ମୃତ୍ୟୁ ହେବା ସହ ଲକ୍ଷାଧିକ ଲୋକ ପ୍ରଭାବିତ ହୋଇଛନ୍ତି। ହେକ୍ଟର ହେକ୍ଟର ଅଞ୍ଚଳ ଚାଷ ଜମି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୋପିଆନରେ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ: ୨ ଆତଙ୍କବାଦୀ ମୃତ

ଶୋପିଆନ,୧୧।୬: ଜମ୍ମୁ-କଶ୍ମୀର ଶୋପିଆନ ଜିଲାର ଅଓ୍ବନିରା ଅଞ୍ଚଳରେ ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଜମ୍ମୁ-କଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ...

ପିତା ପାକିସ୍ତାନୀ ବୋଲି ଲୁଚାଇଥିଲେ: ଅତିଶ ଅଲ୍ଲୀ ତଶିରଙ୍କ ଓସିଆଇ କାର୍ଡ ରଦ୍ଦ

ନୂଆଦିଲ୍ଲୀ,୮।୧୧: ବ୍ରିଟେନରେ ଜନ୍ମିତ ଲେଖକ ଅତିଶ ଅଲ୍ଲୀ ତଶିରଙ୍କ ଓଭରସିଜ୍‌ ସିଟିଜେନ୍‌ ଅଫ୍‌ ଇଣ୍ଡିଆ(ଓସିଆଇ) କାର୍ଡ ଗୃହ ମନ୍ତ୍ରଣାଳୟ ରଦ୍ଦ କରାଯାଇଛି। ତାଙ୍କ ପିତା ପାକିସ୍ତାନୀ...

ସବୁ ସୀମା ଟପି ଗଲେଣି ମୋଦି ସରକାର: ରାହୁଲ

ନୂଆଦିଲ୍ଲୀ, ୧୬।୧୨- ଦିଲ୍ଲୀ ଓ ହରିୟାଣାର ସିଙ୍ଗୁ ସୀମାରେ ଚାଲିଥିବା କୃଷକ ଆନ୍ଦୋଳନରେ ବୁଧବାର ଜଣେ ଶିଖ ଗୁରୁ ଆତ୍ମହତ୍ୟା କରିଛନ୍ତି। ଏହି ଘଟଣାକୁ ନେଇ...

ଶିବରାଜଙ୍କ ୧୪ ମନ୍ତ୍ରୀଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲା କଂଗ୍ରେସ

ଭୋପାଳ, ୧୩।୧୦: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ପାଇଁ କଂଗ୍ରେସ ସଙ୍କଟ ସୃଷ୍ଟି କରିଛି। ଶିବରାଜଙ୍କ ୧୪ ଜଣ ମନ୍ତ୍ରୀଙ୍କ ବିରୋଧରେ ରାଜ୍ୟ କଂଗ୍ରେସ...

କରୋନା ସଂକ୍ରମଣ ରୋକିବାକୁ ପୁଣି କଠୋର ହେଲେ ରାଜସ୍ଥାନ ସରକାର

ଜୟପୁର,୨୦ ।୯: କରୋନା ସଂକ୍ରମଣ ଦେଶରେ କମ୍ ହେବା ପରିବର୍ତ୍ତେ ବଢିବାରେ ଲାଗିଛି । ରାଜସ୍ଥାନ ସରକାର ଏହାକୁ ଦେଖି ୧୧ ଜିଲା ମୁଖ୍ୟାଳୟରେ ସର୍ବସାଧାରଣ...

ଦଶମ ବୋର୍ଡ ପରୀକ୍ଷା ସ୍ଥଗିତ

ରାୟପୁର,୯।୪: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଛତିଶଗଡ଼ ମାଧ୍ୟମିକ ଶିକ୍ଷା ବୋର୍ଡ(ସିଜିବିଏସ୍‌ଇ) ଶୁକ୍ରବାର ଦଶମ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖିଛି। ମାଧ୍ୟମିକ ପରୀକ୍ଷା ବୋର୍ଡ...

ବନ୍ୟା ପରିସ୍ଥିତିକୁ ନେଇ ମୋଦି ସରକାରଙ୍କୁ ଅନୁରୋଧ କଲେ ତେଜସ୍ବୀ

ପାଟନା.୨୦।୭: ବିହାରରେ ଚଳିତ ବର୍ଷ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି। ଏଠାରେ ପ୍ରାୟ ୫ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବା ବେଳେ ବନ୍ୟା ମୃତ୍ୟୁ...

ସ୍ବଚ୍ଛତା ଅଭିଯାନ: ଇନ୍ଦୋରରେ ଆରମ୍ଭ ହେଲା ବାସନକୁସନ ବ୍ୟାଙ୍କ

ଇନ୍ଦୋର,୨୩।୭: ସ୍ବଚ୍ଛ ସହର ଭାବେ ଲଗାତାର ୪ର୍ଥ ଥର ପାଇଁ ଏକ ନମ୍ବର ସ୍ଥାନରେ ରହିଥିବା ଇନ୍ଦୋର ପକ୍ଷରୁ ପରିବେଶ ସୁରକ୍ଷା ପାଇଁ ଏକ ନୂତନ...

BGU
Play 250+ Trending Games
Archives

Model This Week

Why Dharitri