Posted inଜାତୀୟ

ବିହାର ବନ୍ୟା: ନୀତିଶଙ୍କୁ ଘେରିଲା ଭାଜପା

ପାଟନା,୨।୧୦: ବିହାରରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ନେଇ ଭାଜପା ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଘେରିଛି। ଏନେଇ ଭାଜପା ପକ୍ଷରୁ ସଞ୍ଜୟ ଜାୟସଓ୍ବାଲ୍‌ କହିଛନ୍ତି ଯେ,ରାଜ୍ୟରେ ପ୍ରଶାସନିକ ଅବହେଳା ଯୋଗୁ ଏଭଳି ସ୍ଥିତି ଉତ୍ପନ୍ନ ହୋଇଛି। ସଞ୍ଜୟ ନିଜର ଫେସବୁକ୍‌ ପୋଷ୍ଟରେ ଏଭଳି ଲେଖିଛନ୍ତି। ସେହିପରି ରାଜ୍ୟର ବନ୍ୟା ନେଇ ବରିଷ୍ଠ ଭାଜପା ସଦସ୍ୟ ଗିରିରାଜ ସିଂ ନୀତିଶଙ୍କ ନାମ ନ ନେଇ ରାଜ୍ୟ ପ୍ରଶାସନ ଉପରେ ଦୋଷ ଲଦିଛନ୍ତି। ରାଜ୍ୟରେ ସୃଷ୍ଟି ହୋଇଥିବା ଜଳପ୍ରଳୟ ପ୍ରାକୃତିକ ବିପଦ ନୁହେଁ। ଏହା ରାଜ୍ୟ ସରକାରଙ୍କ ଯୋଗୁ ହିଁ ସୃଷ୍ଟି ହୋଇଛି ବୋଲି ଗିରିରାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri