Posted inଜାତୀୟ

ବିହାର ବିଧାନସଭାରେ ମୂଷାଧରି ପହଞ୍ଚିଲେ ବିଧାୟକ

ପାଟନା,୬।୩: ବିହାର ବିଧାନସଭାର ବଜେଟ ଅଧିବେଶନ ସମୟରେ ଶୁକ୍ରବାର ଏକ ଅଦ୍ଭୁଦ ଘଟଣା ଦେଖିବାକୁ ମିଳିଛି। ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ର ଜଣେ ବିଧାୟକ ଶୁକ୍ରବାର ଏକ ମୂଷାକୁ ଯନ୍ତାରେ ଧରି ବିଧାନସଭାରେ ପହଞ୍ଚିଥିବା ଦେଖାଯାଇଥିଲା। ଏହାକୁ ନେଇ ବିବାହରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ନେତ୍ରୀ ରାବ୍ରି ଦେବୀ କହିଥିଲେ କୌଣସି ଗୁରୁତ୍ୱପୂର୍ଣ୍ଣ ଫାଇଲ, ଔଷଧ ଓ ମଦ ନମିଳିଲେ ରାଜ୍ୟର ଏନ୍‌ଡିଏ ସରକାର ମୂଷାକୁ ଦୋଷ ଦେଉଛନ୍ତି। ତେଣୁ ସେହି ମୂଷାକୁ ଦଣ୍ଡ ଦେବାକୁ ଆଜି ବିଧାନସଭା ଆଣାଯାଇଛି। ଏହି ବିରୋଧ ପ୍ରଦର୍ଶନରେ ଆର୍‌ଜେଡି ସହ କଂଗ୍ରେସ ମଧ୍ୟ ସହମତି ପ୍ରକାଶ କରିଥିବା ଦେଖିବାକୁ ମିଳିଥିଲା। ଏହି ମୂଷାକୁ ନେଇ ବିଧାନସଭା ଫାଟକ ନିକଟରେ ବେଶ୍‌ କିଛି ସମୟ ଧରି ଡ୍ରାମା ଚାଲିଥିବା ଦେଖାଯାଇଥିଲା। ସୂଚନାଯୋଗ୍ୟ, ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ବିରୋଧୀ ବିଭିନ୍ନ ପ୍ରସଙ୍ଗକୁ ନେଇ ଶାସକ ଦଳକୁ ଗାଦିଚ୍ୟୁତ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri