Posted inଜାତୀୟ

ବିହାର ଶିଶୁ ମୃତ୍ୟୁ ଘଟଣା: ତେଜସ୍ବୀ ଉଭାନ୍‌, ଆରଜେଡି କହିଲା ବିଶ୍ୱକପ୍‌ ଦେଖିବାକୁ ଯାଇଛନ୍ତି

ପାଟଣା, ୧୯।୬: ବିହାରରେ ମସ୍ତିକ ଜ୍ୱରରେ ପ୍ରତି ଘଣ୍ଟାରେ ଶିଶୁ ମୃତ୍ୟୁ ଖବର ଆସୁଛି। ଏପର୍ଯ୍ୟନ୍ତ ୧୧୨ଜଣ ଶିଶୁଙ୍କ ମୃତ୍ୟୁ ହେଲାଣି। ଘଟଣାକୁ ନେଇ ଶାସକ ଏବଂ ବିରୋଧୀ ଦଳ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଲାଗିରହିଛି। ଏହି ସମୟରେ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ଆରଜେଡି ନେତା ତଥା ପୂର୍ବତନ  ମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ କୁଆଡେ ଗାଏବ ହୋଇଯାଇଛନ୍ତି। ଶିଶୁ ମୃତ୍ୟୁକୁ ନେଇ ତେଜସ୍ବୀ ସାଧାରଣ ଜନତାଙ୍କୁ ଠାରୁ ଦୂରେଇ ରହିଥିବାବେଳେ ଦଳର ନେତାମାନେ ତାଙ୍କୁ ଭିନ୍ନ ଭିନ୍ନ କଥା କହୁଛନ୍ତି। ଅନେକ ନେତା ସେ କୁଆଡେ ଯାଇଛନ୍ତି ବୋଲି ଜାଣି ନ ଥିବା କହୁଛନ୍ତି। ଆରଜେଡିର ବରିଷ୍ଠ ନେତା ରଘୁବଂଶ ପ୍ରସାଦ ସିଂହ କହିଛନ୍ତି, ମୁଁ ନିର୍ଦ୍ଦିଷ୍ଟ ଭାବେ ଜାଣି ନାହିଁ ସେ କୁଆଡେ ଯାଇଛନ୍ତି। ବୋଧହୁଏ, ତେଜସ୍ବୀ ବିଶ୍ୱକପ୍‌ ଦେଖିବା ପାଇଁ ଯାଇଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାନବ ଶୃଙ୍ଖଳ ସମୟରେ ଶିକ୍ଷକଙ୍କ ମୃତ୍ୟୁ

ଦରଭଙ୍ଗା,୧୯।୧: ବିହାରର ଦରଭଙ୍ଗାଠାରେ ରବିବାର ଆୟୋଜିତ ମନବ ଶୃଙ୍ଖଳରେ ଯୋଗ ଦେଇଥିବା ଜଣେ ଶିକ୍ଷକଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନାମିଳିଛି। ଦରଭଙ୍ଗା ଜିଲାପାଳ ଥିଆଗରଜନ ଏସ୍‌ଏମ୍‌...

ଯୋଗୀ ଆଦିତ୍ୟନାଥ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ: ୨୩ ମନ୍ତ୍ରୀ ନେଲେ ଶପଥ

ଲକ୍ଷ୍ନୌ,୨୧।୮: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ବୁଧବାର ହୋଇଛି। ଏଥିରେ ୨୩ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ସେମାନଙ୍କ ମଧ୍ୟରେ ୬ କ୍ୟାବିନେଟ୍‌,...

ରାହୁଲଙ୍କୁ ମୋଦିଙ୍କ କଡା ଜବାବ

ନୂଆଦିଲ୍ଲୀ,୬।୨: ବଜେଟ ଅଧିବେଶନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ଧନ୍ୟବାଦ ପ୍ରସ୍ତାବ ଉପରେ ଚର୍ଚ୍ଚା ଚାଲିଥିବା ବେଳେ କଂଗ୍ରେସ ନେତା ରାହୁଲ...

ଏସ୍‌ପି ନେତା ସନ୍ତୋଷ ପୁନେମ୍‌ଙ୍କୁ ଅପହରଣ କରି ହତ୍ୟା କଲେ ମାଓବାଦୀ

ରାୟପୁର,୧୯।୬: ଛତିଶଗଡ଼ ବିଜାପୁର ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ସମାଜବାଦୀ ପାର୍ଟି(ଏସ୍‌ପି)ନେତା ସନ୍ତୋଷ ପୁନେମ୍‌ଙ୍କୁ ଅପହରଣ କରି ମାଓବାଦୀମାନେ ହତ୍ୟା କରିଛନ୍ତି। ମଙ୍ଗଳବାର...

ଆରୋଗ୍ୟ ସେତୁ ଆପ୍‌ର ରେକର୍ଡ: ୪୫ ଦିନରେ ୧୩ କୋଟି ଡାଉନଲୋଡ୍‌

ନୂଆଦିଲ୍ଲୀ, ୧୮।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଆରୋଗ୍ୟ ସେତୁ ଆପ୍‌ ଜାରି କରାଯାଇଛି। ଗତ ୪୫ ଦିନ ମଧ୍ୟରେ...

ଏଲ୍‌ଏସି ସ୍ଥିତିର ଉଲ୍ଲଂଘନ କରୁଛି ଚାଇନା: ଯେ କୌଣସି ସ୍ଥିତି ପାଇଁ ଭାରତୀୟ ସେନା ପ୍ରସ୍ତୁତ

ନୂଆଦିଲ୍ଲୀ, ୧୭।୯: ଭାରତ ଚାଇନା ମଧ୍ୟରେ ପୂର୍ବ ଲଦାଖରେ ସ୍ଥିତି ଧୀରେଧୀରେ ଉତ୍ତେଜନାପୂର୍ଣ୍ଣ ହେବାରେ ଲାଗିଛି। ଚାଇନା ଏଲ୍‌ଏସି ବାସ୍ତବିକ ସ୍ଥିତିର ଉଲ୍ଲଂଘନ କରୁଛି। ତେବେ...

ଅବସର ନେବ ବାୟୁସେନା ଯୁଦ୍ଧ ବିମାନ ମିଗ-୨୭

ନୂଆଦିଲ୍ଲୀ,୪।୧୧: ଦୀର୍ଘ ୩୫ ବର୍ଷ ଧରି ଭାରତୀୟ ବାୟୁସେନାକୁ ସେବା ଯୋଗାଇ ଆସୁଥିବା ଯୁଦ୍ଧ ବିମାନ ମିଗ୍‌-୨୭କୁ ଆଗାମୀ ଡିସେମ୍ବର ୩୧ ତାରିଖରୁ କାର୍ଯ୍ୟରୁ ନିବୃତ୍ତ...

ବିବାହ ବେଦୀରେ ବସିଥିଲେ ସିଆର୍‌ପିଏଫ୍‌ ଯବାନ, ପହଞ୍ଚିଲେ ପ୍ରେମିକା: ଆଉ ତା’ପରେ…

କାନପୁର,୨।୭: ସିଆର୍‌ପିଏଫ୍‌ ଯବାନ ନିଜ ପ୍ରେମିକାଙ୍କୁ ଧୋକା ଦେବା ମହଙ୍ଗା ପଡିଛି। ପ୍ରେମିକାଙ୍କୁ ଛାଡି ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରି ଫଶିଯାଇଛନ୍ତି ଯବାନ। ଫଳରେ...

Coronavirus Update


Archives

Model This Week

Why Dharitri