Posted inଜାତୀୟ

ବିହାର ଶିଶୁ ମୃତ୍ୟୁ ଘଟଣା: ତେଜସ୍ବୀ ଉଭାନ୍‌, ଆରଜେଡି କହିଲା ବିଶ୍ୱକପ୍‌ ଦେଖିବାକୁ ଯାଇଛନ୍ତି

ପାଟଣା, ୧୯।୬: ବିହାରରେ ମସ୍ତିକ ଜ୍ୱରରେ ପ୍ରତି ଘଣ୍ଟାରେ ଶିଶୁ ମୃତ୍ୟୁ ଖବର ଆସୁଛି। ଏପର୍ଯ୍ୟନ୍ତ ୧୧୨ଜଣ ଶିଶୁଙ୍କ ମୃତ୍ୟୁ ହେଲାଣି। ଘଟଣାକୁ ନେଇ ଶାସକ ଏବଂ ବିରୋଧୀ ଦଳ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଲାଗିରହିଛି। ଏହି ସମୟରେ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ଆରଜେଡି ନେତା ତଥା ପୂର୍ବତନ  ମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ କୁଆଡେ ଗାଏବ ହୋଇଯାଇଛନ୍ତି। ଶିଶୁ ମୃତ୍ୟୁକୁ ନେଇ ତେଜସ୍ବୀ ସାଧାରଣ ଜନତାଙ୍କୁ ଠାରୁ ଦୂରେଇ ରହିଥିବାବେଳେ ଦଳର ନେତାମାନେ ତାଙ୍କୁ ଭିନ୍ନ ଭିନ୍ନ କଥା କହୁଛନ୍ତି। ଅନେକ ନେତା ସେ କୁଆଡେ ଯାଇଛନ୍ତି ବୋଲି ଜାଣି ନ ଥିବା କହୁଛନ୍ତି। ଆରଜେଡିର ବରିଷ୍ଠ ନେତା ରଘୁବଂଶ ପ୍ରସାଦ ସିଂହ କହିଛନ୍ତି, ମୁଁ ନିର୍ଦ୍ଦିଷ୍ଟ ଭାବେ ଜାଣି ନାହିଁ ସେ କୁଆଡେ ଯାଇଛନ୍ତି। ବୋଧହୁଏ, ତେଜସ୍ବୀ ବିଶ୍ୱକପ୍‌ ଦେଖିବା ପାଇଁ ଯାଇଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦର ଶୀତକାଳୀନ ଅଧିବେଶନ: ଶାସକ-ବିରୋଧୀ ପ୍ରସ୍ତୁତ…

ନୂଆଦିଲ୍ଲୀ,୬।୧୨ : ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୭, ବୁଧବାର ଠାରୁ ଆରମ୍ଭ ହେଉଛି । ଦିଲ୍ଲୀର  ମ୍ୟୁନିସିପାଲିଟି କର୍ପୋରେଶନ ନିର୍ବାଚନର ଫଳାଫଳ ମଧ୍ୟ ଏହି...

୩ ହଜାର ଟପିଲା ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ୫…

ନୂଆଦିଲ୍ଲୀ, ୨।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ବିଧାନ ପରିଷଦ ନିର୍ବାଚନ: ଗୋରଖପୁରରେ ମତଦାନ କଲେ ଯୋଗୀ

ଲକ୍ଷ୍ନୌ,୯।୪: ବିହାର ପରେ ଏବେ ଉତ୍ତରପ୍ରଦେଶରେ ବିଧାନ ପରିଷଦ ନିର୍ବାଚନ ଉପରେ ସମସ୍ତଙ୍କ ନଜର ରହିଛି। ରାଜ୍ୟର ୩୭ଏମ୍‌ଏଲ୍‌ସି ଆସନରୁ ୯ଟି ଆସନରେ ଭାଜପା ନିର୍ଦ୍ୱନ୍ଦରେ...

ସାଧାରଣ ବଜେଟରେ ଧନୀଙ୍କ ଉପରେ ଟ୍ୟାକ୍ସ ବୋଝ: ୨ରୁ୫ କୋଟି ଆୟ ଉପରେ ଅତିରିକ୍ତ ୩ ପ୍ରତିଶତ ଟ୍ୟାକ୍ସ

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବଜେଟରେ ଧନୀଙ୍କ ଉପରେ ଅତିରିକ୍ତ ଟ୍ୟାକ୍ସ ବୋଝ ଲଗାଇଛନ୍ତି ସରକାର। ୨ରୁ୫ କୋଟି ଆୟ ଉପରେ ଅତିରିକ୍ତ ୩ ପ୍ରତିଶତ...

କାରଗିଲ ସହ ଯୋଡି ହେବ କଶ୍ମୀର: ଜୋଜିଲା ଟନେଲର ଉଦ୍‌ଘାଟନ କଲେ ଗଡକରୀ

ନୂଆଦିଲ୍ଲୀ,୧୫ ।୧୦: ଲଦ୍ଦାଖର କାରଗିଲ ଅଞ୍ଚଳକୁ କଶ୍ମୀର ଘାଟିସହ ଯୋଡୁଥିବା ଜୋଜିଲା ଟନେଲର ନିର୍ମାଣ କାର୍ଯ୍ୟ ଗୁରୁବାରଠାରୁ ଆରମ୍ଭ କରାଯାଇଛି । ଏଥିପାଇଁ ହୋଇଥିବା ବିସ୍ଫୋଣର...

୨୪ ବର୍ଷ ପରେ ପାକିସ୍ତାନ ଗସ୍ତରେ ଯିବ ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ,୮।୧୧: ଆସନ୍ତା ବର୍ଷ ମାର୍ଚ୍ଚରେ ଅଷ୍ଟ୍ରେଲିଆ ଦଳ ପାକିସ୍ତାନ ଗସ୍ତ କରିବାକୁ ରାଜି ହୋଇଛି। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ସୋମବାର ଏହା ନିଶ୍ଚିତ କରିଛି।...

ବିମାନର ଜରୁରୀ ଅବତରଣ ପରେ ୭୫ କି.ମି. କାରରେ ଗଲେ ଶିବରାଜ

ଭୋପାଳ,୧୬।୧: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମନାଓ୍ବରରୁ ଧର ଯାଉଥିବାବେଳେ ଯାନ୍ତ୍ରୀକ ତ୍ରୁଟି ଯୋଗୁ ହେଲିକପ୍ଟରକୁ ଜରୁରୀ ଅବତରଣ କରାଯାଇଥିବା...

୫ ମୁଖ୍ୟମନ୍ତ୍ରୀଙ୍କ ସହ ରୁଷ ପହଞ୍ଚିଲେ ଯୋଗୀ

ନୂଆଦିଲ୍ଲୀ,୧୧।୮: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୪ ଦିନିଆ ରୁଷ ଗସ୍ତରେ ଯାଇଛନ୍ତି। ଶନିବାର ସନ୍ଧ୍ୟାରେ ସେ ଯାତ୍ରା ଆରମ୍ଭ କରିଥିବା ବେଳେ ତାଙ୍କ...

Advertisement
Archives

Model This Week