Posted inଜାତୀୟ

ଝାଡ଼ଖଣ୍ଡ ସରକାରଙ୍କ ସ୍ବାସ୍ଥ୍ୟ ସେବା: ଗୋଟିଏ ବିଲ୍ଡିଂର ଉପର ମହଲାରେ ହସ୍ପିଟାଲ ତଳେ ମଦ ଦୋକାନ; ସୋସିଆଲ ମିଡ଼ିଆରେ ଭାଇରାଲ

ଧାନବାଦ,୨୭।୮: ଝାଡ଼ଖଣ୍ଡ ସରକାରଙ୍କ ସ୍ବାସ୍ଥ୍ୟ ସେବା ନେଇ ଏବେ ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିିଛି। ଭିଡ଼ିଓରେ ଦେଖାଯାଉଛି ଏକ ବିଲ୍ଡିଂର ଉପର ମହଲାରେ ହସ୍ପିଟାଲ ଥିବାବେଳେ ତଳ ମହଲାରେ ମଦ ଦୋକାନ ରହିଛି। ଭିଡ଼ିଓଟି ଧାନବାଦର ଗୋବିନ୍ଦପୁର ଥାନା ଅନ୍ତର୍ଗତ ଲାଲ୍‌ ବଜାର ଅଞ୍ଚଳର। ଏହି ବିଲ୍ଡିଂ ଉପର ମହଲାରେ ଲାଇଫ୍‌ ଲାଇନ୍‌ ହସ୍ପିଟାଲ ଥିବାବେଳେ ତଳ ମହଲାରେ ମଦ ଦୋକାନ ଅଛି। ଦିନସାରା ମଦ ଦୋକାନ ସମ୍ମୁଖରେ ଭିଡ଼ ରହୁଥିବା ଏହି ଭିଡ଼ିଓରେ କୁହାଯାଉଛି। ଏଥିରେ ଥିବା ବୋର୍ଡରେ ସରକାରୀ ବିଦେଶୀ ମଦ ଦୋକାନ ବୋଲି ଲେଖା ଯାଇଛି। ଏହି ଭିଡ଼ିଓକୁ ନେଇ ବିଭିନ୍ନ ଲୋକ ଭିନ୍ନ ଭିନ୍ନ କମେଣ୍ଟ ଦେବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ରାଜଧାନୀ ସମେତ ଉତ୍ତର ଭାରତ

ନୂଆଦିଲ୍ଲୀ,୯।୧୧: ରାଜଧାନୀ ଦିଲ୍ଲୀ ଓ ଆଖପାଖ ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତି ୧ଟା ୫୭ରେ ଜୋରଦାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର...

ପଞ୍ଜାବରେ ପରିବର୍ତ୍ତନର ସଙ୍କେତ ଦେଲା ଏଏପି

ଚଣ୍ଡିଗଡ,୨୭।୧୨: ଚଣ୍ଡିଗଡ଼ ମ୍ୟୁନିସିପାଲିଟି କର୍ପୋରେସନ ନିର୍ବାଚନରେ ପ୍ରଥମ ଥର ପାଇଁ ଆମ ଆଦମୀ ପାର୍ଟି ଚମତ୍କାର ବିଜୟ ହାସଲ କରିଛି। ଦଳ ୩୫ଟି ସିଟ ମଧ୍ୟରୁ...

ତୃତୀୟଥର ପାଇଁ ସ୍ଥଗିତ ରହିଲା ଦିଲ୍ଲୀ ମେୟର ନିର୍ବାଚନ

ନୂଆଦିଲ୍ଲୀ,୬।୨: ତୃତୀୟଥର ପାଇଁ ଦିଲ୍ଲୀ ମହାନଗର ନିଗମର ମେୟର ନିର୍ବାଚନ ସ୍ଥଗିତ। ନିର୍ବାଚନ ପୂର୍ବରୁ ଭାଜପା ଏବଂ ଆପ ସଦସ୍ୟମାନେ ଗୃହରେ ବିକ୍ଷୋପ ପଦର୍ଶନ କରିଥିଲେ।...

ଷ୍ଟକ୍‌ ଅଛି କୋଇଲା, ଚିନ୍ତା କରିବାର ଆବଶ୍ୟକତା ନାହିଁ: ଶକ୍ତି ମନ୍ତ୍ରୀ

ନୂଆଦିଲ୍ଲୀ,୧୦।୧୦: ଦେଶର ଅନେକ ରାଜ୍ୟରେ କୋଇଲା ଅଭାବ ଦେଖଦେଇଛି। ଏହି କାରଣରୁ ବିଦ୍ୟୁତ ସଙ୍କଟ ଗଭୀର ହୋଇଥିବାରୁ କେନ୍ଦ୍ର ଶକ୍ତି ମନ୍ତ୍ରୀ ଆର.କେ ସିଂ ଆଜି...

୨ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ୩ଘଣ୍ଟା ଧରି ଚାଲିଲା ଆଲୋଚନା

ନୂଆଦିଲ୍ଲୀ,୨୫।୩: ଚାଇନା ବୈଦେଶିକ ମନ୍ତ୍ରୀ ଓ୍ବାଙ୍ଗ୍‌ ୟିଙ୍କୁ ଶୁକ୍ରବାର ଭାରତ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କର ଭେଟିଛନ୍ତି। ୨ରାଷ୍ଟ୍ରର ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ଦୀର୍ଘ ୩ଘଣ୍ଟା...

‘ଅବ୍ବା ଜାନ୍‌’ ମନ୍ତବ୍ୟ: ଯୋଗୀଙ୍କ ନାଁରେ ମାମଲା

ଲକ୍ଷ୍ନୌ/ନୂଆଦିଲ୍ଲୀ,୧୫।୯: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ଭାଜପାର ଧ୍ରୁବୀକରଣ ପ୍ରୟୋଗ ସେତିକି ବଢ଼ିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ‘ଅବ୍ବା ଜାନ୍‌’...

ଦିଲ୍ଲୀ ମଦ ଦୁର୍ନୀତି ମାମଲା: ସିସୋଡିଆଙ୍କ ସମେତ ୪ ଜଣଙ୍କୁ ସମନ

ନୂଆଦିଲ୍ଲୀ,୨୭।୫: ଦିଲ୍ଲୀ ମଦ ଦୁର୍ନୀତିରେ ସିବିଆଇ ଦାଖଲ କରିଥିବା ସପ୍ଲିମେଣ୍ଟାରୀ ଚାର୍ଜସିଟରେ ୪ ଜଣଙ୍କ ବିରୋଧରେ ସମନ ଜାରି କରାଯାଇଛି। ସେମାନେ ହେଲେ ଏଏପି ମନୀଷ...

ବିବାହ ଉତ୍ସବରେ ୬ଶହ ଅତିଥି ନେତ୍ରଦାନର ଶପଥ ନେଲେ

ଭିଲାଇ,୨୦।୪: ଅଙ୍ଗ ଦାନ ମହାପୂଣ୍ୟ। ତେବେ ଏନେଇ ଲୋକଙ୍କ ମଧ୍ୟରେ ସଚେତନତାର ଅଭାବ ରହିଛି। ଏହି ମର୍ମରେ ଛତିଶଗଡ଼ ଭିଲାଇରେ ଏକ ବିବାହ ଉତ୍ସବରେ ଯୋଗଦେଇଥିବା...

Advertisement
Archives

Model This Week