Posted inଜାତୀୟ

ବି.ଆର୍‌. ଆମ୍ବଡେକରଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୬।୧୨: ସମ୍ବିଧାନ ପ୍ରଣେତା ଭୀମରାଓ ଆମ୍ବଡେକରଙ୍କ ଶୁକ୍ରବାର ୬୩ତମ ପୁଣ୍ୟତିଥି ପାଳନ କରାଯାଇଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଆମ୍ବଡେକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇନ୍ତି। ଏଥିରେ ବିଭିନ୍ନ ରାଜନୈତିକ ଦଳ ସାମିଲ ହୋଇଥିଲେ। ଅପରପକ୍ଷରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ ମନେପକାଇ ଏକ ଟୁଇଟ କରିଛନ୍ତି। ସେ ଲେଖିଛନ୍ତି, ସାମାଜିକ ନ୍ୟାୟ ପାଇଁ ନିଜ ଜୀବନକୁ ଉତ୍ସର୍ଗୀକୃତ କରିଥିବା ମହାନ ବ୍ୟକ୍ତିଙ୍କୁ ମୋର କୋଟି କୋଟି ପ୍ରଣାମ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ସେନା ଅଧିକାରୀ ଗିରଫ

ମିରଟ୍‌, ୯ା୧: ପାକିସ୍ତାନ ପାଇଁ ଗୁପ୍ତଚରଗିରି କରୁଥିବା ଭାରତୀୟ ସେନାର ଜଣେ ଅବସରପ୍ରାପ୍ତ ଅଧିକାରୀ ସୌରଭ ଶର୍ମାଙ୍କୁ ଉତ୍ତରପ୍ରଦେଶର ହାପୁଡ ଜିଲାରୁ ଗିରଫ କରାଯାଇଛି। ପାକିସ୍ତାନର...

ରିଆଙ୍କ ବ୍ୟାଙ୍କ୍‌ ଆକାଉଣ୍ଟ ଉପରୁ ହଟିଲା କଟକଣା

ମୁମ୍ବାଇ,୧୦।୧୧: ଦୀର୍ଘ ୧୪ ମାସ ପରେ ବଲିଉଡ୍‌ ଅଭିନେତ୍ରୀ ରିଆ ଚକ୍ରବର୍ତ୍ତୀଙ୍କ ବ୍ୟାଙ୍କ୍‌ ଆକାଉଣ୍ଟ ଉପରୁ କଟକଣା ଉଠାଇଛନ୍ତି ସ୍ବତନ୍ତ୍ର ଆଣ୍ଟି ଡ୍ରଗ୍ସ କୋର୍ଟ। ଏଥିସହିତ...

ଘର ତିଆରି ପାଇଁ ମାଟି ଖୋଳିବା ବେଳେ ମିଳିଲା ବହୁ ବର୍ଷର ପୁରାତନ ସୁଡଙ୍ଗ

ପଶ୍ଚିମବଙ୍ଗ,୧୧।୨: କଥାରେ ଅଛି ସାରୁ ଖୋଳୁ ଖୋଳୁ ମହାଦେବ। ଏହି ଉକ୍ତିଟିର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ପଶ୍ଚିମବଙ୍ଗର ପୂର୍ବ ବର୍ଦ୍ଧମାନ ଜିଲାରେ। ଘର ନିର୍ମାଣ...

ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୁଦ୍ଧରେ ଲଢି ଚର୍ଚ୍ଚାକୁ ଆସିଥିବା ଅଧିକାରୀ

କୋଲକାତା,୧୪।୭: ପଶ୍ଚିମବଙ୍ଗରେ କରୋନା ବିରୋଧରେ ଲଢେଇକୁ ନେଇ ଚର୍ଚ୍ଚାକୁ ଆସିଥିବା ଅଧିକାରୀ ଦେବଦତ୍ତା ରାୟ ଶେଷରେ କରୋନା ନିକଟରେ ହାର ମାନିଛନ୍ତି। ଜୀବନ ଯୁଦ୍ଧରେ ହାରି...

ପରଲୋକରେ ପ୍ରସିଦ୍ଧ ସାକ୍ସୋଫୋନିଷ୍ଟ କାଦ୍ରୀ ଗୋପାଳନାଥ

ମାଙ୍ଗାଲୁର,୧୧।୧୦: ପ୍ରସିଦ୍ଧ ସାକ୍ସୋଫୋନିଷ୍ଟ ଓ ପଦ୍ମଶ୍ରୀ ପୁରସ୍କାର ବିଜେତା କାଦ୍ରୀ ଗୋପାଳନାଥଙ୍କ ଶୁକ୍ରବାର ସକାଳେ କର୍ନାଟକ ମାଙ୍ଗାଲୁରରେ ଏକ ଘରୋଇ ହସ୍ପିଟାଲରେ ନିଧନ ହୋଇଛି। ଦୀର୍ଘ...

ରାମମନ୍ଦିର ଭୂମିପୂଜନ ଉତ୍ସବ ଆରମ୍ଭ

ଅଯୋଧ୍ୟା, ୪ା୮: ରାମମନ୍ଦିର ଭୂମିପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ସୋମବାରଠାରୁ ୩ ଦିନିଆ ଉତ୍ସବ ଆରମ୍ଭ ହୋଇଛି। ବୁଧବାର ଭୂମିପୂଜନ ବେଳେ...

ଦୈନିକ ସଂକ୍ରମଣ ହଜାରେ ତଳେ-ମୃତ୍ୟୁ ସଂଖ୍ୟା ୧୩ …

ନୂଆଦିଲ୍ଲୀ, ୪।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ହଜାରେ ତଳେ ରହିଛି। ଏହା ୯୧୩ରେ ପହଞ୍ଚିଛି। ସେହିପରି ଗତ...

ଆସାମ ବନ୍ୟାରେ ୮ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ

ଗୁଆହାଟି,୧୩।୭: ଗତ ମେ’ ମାସରୁ ଆସାମରେ ବର୍ଷା ଲାଗି ରହିଥିବା ବେଳେ ଏବେ ସୁଦ୍ଧା ପାଖାପାଖି ୨୧ ଟି ଜିଲାର ୮ ଲକ୍ଷ ଲୋକ ବନ୍ୟା...

Advertisement
Archives

Model This Week