ବି.ଡକେବାଡ଼ିରେ ଜ୍ୱର ଆତଙ୍କ: ପହଞ୍ଚତ୍ଲେ ଡାକ୍ତରୀ ଦଳ

ଦାରିଙ୍ଗବାଡ଼ି,୨୮।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରମାରେ କିଛିଦିନ ହେଲା ଜ୍ୱର ଆତଙ୍କ ଦେଖାଦେଇଛି। ପ୍ରାୟ ୨୦ରୁ ଉର୍ଦ୍ଧ୍ୱ ଜ୍ୱରରେ ଆକ୍ରାନ୍ତ ହେବାପରେ ସୋମବାର ଦାରିଙ୍ଗବାଡ଼ି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରୁ ଏକ ଡାକ୍ତରୀ ଟିମ୍‌ ଗଁାରେ ପହଞ୍ଚତ୍ଛି। ଜ୍ୱରରେ ପୀଡିତ ବ୍ୟକ୍ତିଙ୍କ ରକ୍ତ ନମୂନା ପରୀକ୍ଷା କରିବା ସହ ଓୌଷଧ ବଣ୍ଟନ କରାଯାଇଥିଲା। ଅଞ୍ଚଳବାସୀ ବ୍ୟବହାର କରୁଥିବା କୂଅ ପାଣିଯୋଗୁ ଏପରି ହୋଇଥିବା ଡାକ୍ତର ପ୍ରତିଷ ଉଦ୍‌ଗାତ କହିଛନ୍ତି। ଉକ୍ତ ପାଣିକୁ ବିଶୋଧନ କରାଯିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଏବେ ଉକ୍ତ ଗ୍ରାମର ପ୍ରେମିକା ହଁସଦା, ସୁନାବାର ମଲ୍ଲିକ, ନୀଳାମ୍ବର ପ୍ରଧାନ, ବଂଶୀଧର ମଲ୍ଲିକ, ତ୍ରିନେତ୍ର ମଲ୍ଲିକ, ସୁଶୀଳ ମଲ୍ଲିକ, ନଁଜୁତା ପ୍ରଧାନ, ତନ୍ମୟ ପ୍ରଧାନ ପ୍ରମୁଖ ଜ୍ୱରରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲ ତଳେ ପଡିଛି ପିପିଇ କିଟ୍‌: ଗ୍ରାମବାସୀ ଭୟଭୀତ

ଶଙ୍କରାଖୋଲ,୩୧ା୭(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଚକାପାଦ ବ୍ଲକ ଶଙ୍କରାଖୋଲ ନିକଟ ୧୫୭ ନଂ. ଜାତୀୟ ରାଜପଥ ନିକଟ ଗୁଡ୍ରିଗଁା ପୋଲ ତଳେ ୫ଟି ପିପିଇ କିଟ୍‌ ପଡ଼ିଥିବା ଶୁକ୍ରବାର...

ଦାରିଙ୍ଗବାଡ଼ିକୁ ଫେରିଲେ ୨୯ ପ୍ରବାସୀ: ସମସ୍ତଙ୍କ ସ୍ବାବ୍‌ ସଂଗ୍ରହ

ଦାରିଙ୍ଗବାଡ଼ି,୧୪।୫(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ବୁଧବାର ବିଳମ୍ବିତ ରାତିରେ ୨୯ ଜଣ ପ୍ରବାସୀ ଓଡ଼ିଆ ଫେରିଛନ୍ତି। ସ୍ଥାନୀୟ ବିଡିଓ ଡ.ଜଗଦିଶ ଷଡ଼ଙ୍ଗୀ, ତହସିଲଦାର ନିତିଶ କୁମାର ତ୍ରିପାଠୀ,...

ଦାରିଙ୍ଗବାଡ଼ିରୁ ଝାରସୁଗୁଡ଼ାକୁ ଗଡ଼ିଲା ସରକାରୀ ବସ୍‌

ଦାରିଙ୍ଗବାଡ଼ି,୫।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ ଏବେ ଯାତ୍ରୀ ପରିବହନ ଦିଗରେ ସୁଧାର ଆସିଛି ା ରାଜ୍ୟ ସରକାରଙ୍କ ପରିବହନ ବିଭାଗ ପକ୍ଷରୁ ପ୍ରଥମଥର...

ଗାଁକୁ ରାସ୍ତା ନାହିଁ: ଆସି ପାରିଲାନି ଆମ୍ବୁଲାନ୍ସ, ଅଧାବାଟରେ ସନ୍ତାନ ପ୍ରସବ କଲେ ମହିଳା

ଦାରିଙ୍ଗବାଡ଼ି,୨୫ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦୁର୍ଗମ ଅଞ୍ଚଳ ଭ୍ରମରବାଡ଼ିର ଲଦାଙ୍ଗି ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଗର୍ଭବତୀ ମହିଳାଙ୍କ ଗର୍ଭ ଯନ୍ତ୍ରଣା ହୋଇଥିଲା।...

ଟ୍ରକ୍‌ ସହ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍‌ ମୁହାଁମୁହିଁ: ୧୦ ଆହତ, ୩ ଗୁରୁତର

ବାଲିଗୁଡା/ତୁମୁଡିବନ୍ଧ,୨୬ା୫(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ ପଞ୍ଚାୟତ କିନରପଡା ଗ୍ରାମ ନିକଟରେ ସୋମବାର ରାତି ପ୍ରାୟ ୧୧ଟାରେ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ...

୫ ପଞ୍ଚାୟତକୁ ଆସୁନି ନେଟ୍‌ୱର୍କ

ଫୁଲବାଣୀ ଅଫିସ/ଚକାପାଦ,୩୦।୧: କେନ୍ଦ୍ର ଏବଂ ରାଜ୍ୟ ସରକାର ଡିଜିଟାଲାଇଜେଶନକୁ ଗୁରୁତ୍ୱ ଦେଇ ଆସୁଥିବା ବେଳେ କନ୍ଧମାଳ ଜିଲାର ପ୍ରାୟ ସମସ୍ତ ବ୍ଲକରେ ରହିଛି ନେଟୱାର୍କ ସମସ୍ୟା।...

ଘର ଆଗରେ ଫାଷ୍ଟଫୁଡ ଦୋକାନ: ପଛରେ ଚାଲିଥିଲା ଚୋରା ମଦ କାରବାର

ଦାରିଙ୍ଗବାଡ଼ି,୪।୫(ଡି.ଏନ୍‌.ଏ.): ଘର ଆଗରେ ଫାଷ୍ଟଫୁଡ ଦୋକାନ ପଛରେ ଚୋରା ଦେଶୀ ମଦକାରବାର। ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ଅଞ୍ଚଳ ବାଲାପାଙ୍ଗା...

ବିଲରେ ପଚୁଛି ପରିବା, ଋଣ ଶୁଝିବା ଚିନ୍ତାରେ ଚାଷୀ

ବାଲିଗୁଡା,୨୩ା୪(ଡି.ଏନ୍‌.ଏ.)- ପରିବାର ଚାଷୀଙ୍କ ଉପରେ କରୋନା ମାଡ। ଗଛରେ ପଚିଗଲାଣି ବାଇଗଣ, ବିଲାତି। ପୋଟଳ ଜମିରେ ପାଚି ହଳଦିଆ ପଡିଥିବାବେଳେ, କଦଳୀ ଗଛରେ ପାକଳ ହୋଇଗଲାଣି।...

Advertisement


Archives

Model This Week