Posted inଖେଳ

ବୀରଙ୍କୁ ୧୯ ବର୍ଷରୁ କମ୍‌ ସ୍କ୍ବାଶ ଟାଇଟଲ

ନୂଆଦିଲ୍ଲୀ,୨୯।୬(ପିଟି)- ଭାରତୀୟ ଖେଳାଳି ବୀର ଛୋଟ୍ରାନି ସାଥି ଖେଳାଳି ଯଶ ଫାଡତେଙ୍କୁ ହରାଇ ୧୯ ବର୍ଷରୁ କମ୍‌ ଏସିଆନ୍‌ ଜୁନିୟର ସ୍କ୍ବାଶ ଚାମ୍ପିୟନଶିପ୍‌ ଟାଇଟଲ ଜିତିଛନ୍ତି। ବୀର ୧୧-୫, ୯-୧୧, ୧୧-୭, ୯-୧୧, ୧୧-୭ ଗେମ୍‌ରେ ଫାଡତେଙ୍କୁ ପରାସ୍ତ କରିଥିଲେ। ଏହି ସଫଳତା ପାଇବାରେ ସେ ୩ୟ ଭାରତୀୟ ଖେଳାଳି। ତାଙ୍କ ପୂର୍ବରୁ ରବି ଦିକ୍ସିତ ଓ ଭେଲା ସେନ୍ଥିଲକୁମାର ଏସିଆନ ଜୁନିୟର ସ୍କ୍ବାଶ ଟାଇଟଲ ଜିତିଥିଲେ। ଏହି ପ୍ରତିଯୋଗିତାରେ ଗୋଟିଏ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୩ ବ୍ରୋଞ୍ଜ ସହ ମୋଟ ୭ ପଦକ ସହ ଭାରତ ଅଭିଯାନ ଶେଷ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଟେଷ୍ଟ: ଇନିଂସ ଓପନ୍‌ କରିବେ ରୋହିତ

ବିଶାଖାପାଟଣା,୨।୧୦(ପି.ଟି.)- ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ସ୍ଥାନୀୟ ଓ୍ବାଇ.ଏସ୍‌. ରାଜଶେଖର ରେଡ୍ଡୀ ଷ୍ଟାଡିୟମରେ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ପ୍ରଥମ ଟେଷ୍ଟ ମ୍ୟାଚ୍‌।...

ଜେଟ୍‌ଲୀଙ୍କ ବିୟୋଗରେ ଶୋକାକୁଳ କ୍ରୀଡ଼ାଜଗତ

ନୂଆଦିଲ୍ଲୀ,୨୪।୮: ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀ ସ୍ଥାନୀୟ ଏମ୍‌ସ ମେଡିକାଲରେ ଶନିବାର ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଏହି ଦୁଃଖଦ ଘଟଣାରେ ସମ୍ପୂର୍ଣ୍ଣ କ୍ରୀଡ଼ାଜଗତ...

ହାମିଲଟନ ଜିତିଲେ ଫ୍ରେଞ୍ଚ୍‌ ଗ୍ରାଁ ପ୍ରି

ଲି କ୍ୟାସଲେଟ୍‌ (ଫ୍ରାନ୍ସ), ୨୪ା୬ (ଏଏଫ୍‌ପି)-ମର୍ସିଡିଜ ଟିମ୍‌ମେଟ୍‌ ଭାଲ୍‌ଟେରି ବୋଟାସଙ୍କୁ ପଛରେ ପକାଇ ଲୁଇସ୍‌ ହାମିଲଟନ ଫ୍ରେଞ୍ଚ୍‌ ଫର୍ମୁଲା ଓ୍ବାନ ଗ୍ରାଁପ୍ରି ଟାଇଟଲ ହାସଲ କରିଛନ୍ତି।...

ଏକାଠି ଖେଳିପାରିବେ ନାହିଁ ଭାରତ-ପାକିସ୍ତାନ ଖେଳାଳି : ବିସିସିଆଇ

ନୂଆଦିଲ୍ଲୀ,୨୭।୧୨(ପି.ଟି.)- ବାଂଲାଦେଶ ପ୍ରତିଷ୍ଠାତା ବଙ୍ଗବନ୍ଧୁ ଶେଖ ମୁଜିବୁର ରେହମାନଙ୍କ ଜନ୍ମ ଶତବାର୍ଷିକ ଅବସରରେ ଏସିଆ ଏକାଦଶ ଓ ବିଶ୍ୱ ଏକାଦଶ ମଧ୍ୟରେ ଦୁଇଟି ଟି୨୦ ଅଫିସିଆଲ...

ଆତ୍ମହତ୍ୟା କରିବାକୁ ୩ଥର ଚିନ୍ତା କରିଥିଲି: ଶାମି

ନୂଆଦିଲ୍ଲୀ,୩।୫ (ପି.ଟି.): ସମସ୍ତଙ୍କୁ ଚକିତ କରିବା ଭଳି କଥା କହିଛନ୍ତି ଭାରତୀୟ ତାରକା ଦ୍ରୁତ ବୋଲି ମହମ୍ମଦ ସାମି। ଆତ୍ମହତ୍ୟା କରିବାକୁ ୩ଥର ଚିନ୍ତା କରିଥିଲି...

ପ୍ରଥମେ ବୋଲିଂ କରିବ ଭାରତ

ସାଉଥାମ୍ପଟନ,୫।୬- ଚଳିତ ବିଶ୍ୱକପ୍‌ର ଭାରତ ବିପକ୍ଷ ମ୍ୟାଚ୍‌ରେ ଫାଫ ଡୁପ୍ଲେସିଙ୍କ ନେତୃତ୍ୱାଧୀନ ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପୂର୍ବରୁ...

ପ୍ରବାସୀ ଶ୍ରମିକଙ୍କ ପାଇଁ ଖାଦ୍ୟ ରାନ୍ଧୁଛନ୍ତି ବିରେନ୍ଦ୍ର ସେହ୍ବାଗଙ୍କ ପରିବାର

କରୋନା ମହାମାରୀ ସଙ୍କଟ ବେଳେ ପ୍ରବାସୀ ଶ୍ରମିକଙ୍କ ଦୁଃଖ ଦିନକୁ ଦିନ ବଢିବାକୁ ଲାଗିଛି। ଅନ୍ୟ ରାଜ୍ୟକୁ ଦାଦନ ଖଟିବା ଲାଗି ଯାଇଥିବା ପ୍ରବାସୀ ଶ୍ରମିକ...

ଜାହିରଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,୨୬।୧- ପୂର୍ବତନ ଭାରତୀୟ ପେସର ଜାହିର ଖାଁଙ୍କୁ ରବିବାର ଦେଶର ଚତୁର୍ଥ ସର୍ବୋଚ୍ଚ ନାଗରିକ ସମ୍ମାନ ପଦ୍ମଶ୍ରୀରେ ଭୂଷିତ କରାଯାଇଛି। ୨୦୧୫ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର...

Coronavirus Update


Archives

Model This Week

Why Dharitri