ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଜିଲାପାଳ

ବରଗଡ଼ ଅଫିସ, ୨୩।୧: ବରଗଡ଼ରେ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଗୁରୁବାର ପାଳିତ ହୋଇଛି। ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସ୍ଥାନୀୟ ଗାନ୍ଧୀଛକ ନିକଟରେ ଥିବା ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ଏଥିସହ ମହାତ୍ମା ଗାନ୍ଧୀ ଓ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତିରେ ମଧ୍ୟ ଜିଲାପାଳ ମାଲ୍ୟାର୍ପଣ କରିଛନ୍ତି। ଏହି ଅବସରରେ ଉପଜିଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ କୃତିବାସ ରାଉତ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଭାଙ୍ଗିଲା ୮ ଘର: ଭାସିଗଲା ସ୍କୁଟି

କୋରାପୁଟ,୭।୯(ଅମିତାଭ ବେହେରା): କୋରାପୁଟ ଜିଲାରେ ଗୁରବାର ୧୦୨୫ ମିଲିମିଟର ବର୍ଷା ହୋଇଥିବା ବେଳେ ଜିଲାର ସେମିଳିଗୁଡ଼ାରେ ସର୍ବାଧିକ ୧୫୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ପ୍ରବଳ...

ଜିଓ ଟ୍ରୁ-୫ଜି କ୍ୟାମ୍ପସ୍‌ ଅଭିଯାନ

ଭୁବନେଶ୍ୱର,୩।୯: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଜିଓ ଟ୍ରୁ-୫ଜି କ୍ୟାମ୍ପସ୍‌ ଅଭିଯାନର ଶୁଭାରମ୍ଭ କରାଯାଇଛି। ବିଶେଷକରି ଜିଓ ଟ୍ରୁ-୫ଜି...

ଗଣଶିକ୍ଷା ବିଭାଗକୁ ହାଇକୋର୍ଟଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର, ୮ା୩(ବ୍ୟୁରୋ): ମହାମାରୀ ଯୋଗୁ ସ୍କୁଲ ସବୁ ପ୍ରାୟ ଦୁଇ ବର୍ଷରୁ ଅଧିକ ସମୟ ଧରି ବନ୍ଦ ଥିଲା। ଏହି ସମୟରେ ଅଭିଭାବକଙ୍କ ଆର୍ଥିକ ସମସ୍ୟା...

ଟ୍ରାଙ୍କୁଲାଇଜ୍‌ କରି ଚିକିତ୍ସା

ପରଜଙ୍ଗ, ୧୭।୧(ଡି.ଏନ୍‌.ଏ.)  ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ୍‌ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଆମ୍ବପଳାସ ବିଟ୍‌ ଅନ୍ତର୍ଗତ ଖେସରା ଜଙ୍ଗଲରେ ଅସୁସ୍ଥ ହୋଇ ବିଚରଣ କରୁଥିବା ଏକ...

କାଳ ସାଜୁଛି ବିଳମ୍ବ ରିପୋର୍ଟ

ଭୁବନେଶ୍ୱର,୨୧।୯(ବ୍ୟୁରୋ): କରୋନାକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ସବୁପ୍ରକାର ବଳ ଲଗାଇଛନ୍ତି। ଚିକିତ୍ସାଠାରୁ ଆରମ୍ଭ କରି ସଚେତନତା ଓ କଟକଣା କ୍ଷେତ୍ରରେ ବ୍ୟାପକ ପଦକ୍ଷେପ...

ପାଗଳ ନୁହଁନ୍ତି ଗୋପାଳ

ଭୁବନେଶ୍ୱର,୬।୩ (ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋପାଳ ପାଗଳ ବୋଲି କୁହାଯାଉଥିଲା। ମାତ୍ର ଗୋପାଳ ପାଗଳ ନୁହନ୍ତି ବୋଲି...

ଭଞ୍ଜନଗର ବ୍ଲକର ଅଧିକାଂଶ ନିର୍ଦ୍ଦେଶକ ନିର୍ଦ୍ୱନ୍ଦ୍ୱ

ଭଞ୍ଜନଗର,୯ା୬(ଡି.ଏନ.ଏ): ଭଞ୍ଜନଗର ବ୍ଲକର ସମସ୍ତ ୧୮ଟି ସୋସାଇଟିର ନିର୍ଦ୍ଦେଶକ ପଦବୀ ନିମନ୍ତେ ଦୁଇଟି ପର୍ଯ୍ୟାୟରେ ପ୍ରାର୍ଥିପତ୍ର ଦାଖଲ ସରିଛି । ଗତ ୩୧ ତାରିଖରେ ୧୦ଟି...

ମୋଦି ସରକାରଙ୍କ ହାତ ମୁଠା ଶକ୍ତ କର, ସବୁ ଯୋଜନାର ଫାଇଦା ନିଅ

ଦାରିଙ୍ଗବାଡ଼ି,୨୫।୬(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ମା’ ପାଟ୍ଟଖଣ୍ଡା ମନ୍ଦିର ପ୍ରାଙ୍ଗଣରେ ଭାଜପାର ଦାରିଙ୍ଗବାଡି ମଣ୍ଡଳ କର୍ମକର୍ତ୍ତାଙ୍କ ସାଙ୍ଗଠନିକ ବୈଠକ...

Advertisement
Archives

Model This Week