ବୁଗୁଡ଼ା ସହରରେ ଶଟ୍‌ଡାଉନ୍‌ର ପ୍ରଭାବ: ରାସ୍ତାଘାଟ ଜନଶୂନ୍ୟ

ବୁଗୁଡ଼ା,୭ା୬(ଡି.ଏନ୍‌.ଏ.): ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏହି ମହାମାରୀରୁ ରକ୍ଷା ପାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସପ୍ତାହର ଶନିବାର ଏବଂ ରବିବାର ଦୁଇଦିନିଆ ଧରି ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ବୁଗୁଡା ସହରରେ ଦୁଇଦିନ ଶଟ୍‌ଡାଉନ୍‌ ନିୟମ ଲାଗୁ କରାଯାଇଛି। ଫଳରେ ରାସ୍ତାଘାଟ ଜନଶୂନ୍ୟ ହେବା ସହିତ କେବଳ ଔଷଧ ଦୋକାନକୁ ଛାଡ଼ିଦେଲେ ଅନ୍ୟ ସମସ୍ତ ଦୋକାନ, ପରିବା ବଜାର ବନ୍ଦ ରହିଛି। ଲୋକମାନେ ଘରୁ ବାହାରକୁ ବାହାରି ପାରୁନାହାନ୍ତି। ପୋଲିସ ପ୍ରଶାସନ ପକ୍ଷରୁ ସହରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଆର୍‌ଡିଏ ଅଫିସ୍‌ରେ ୨୦ ପଜିଟିଭ୍‌, ୩ ଦିନ ପାଇଁ ଅଫିସ୍‌ ବନ୍ଦ

ଝାରସୁଗଡ଼ା ଅଫିସ୍‌,୮।୧: ରାଜ୍ୟରେ କରୋନା ସଂକ୍ରମଣର ତୃତୀୟ ଲହର ଆରମ୍ଭ ହୋଇଛି। ସପ୍ତାହ ହେଲାଣି ଝାରସୁଗୁଡା ଜିଲାରେ ହୁ ହୁ ହୋଇ କରୋନା ପଜିଟିଭ୍‌ ସଂଖ୍ୟା...

ଅଗ୍ନି ବିପନ୍ନଙ୍କୁ ମିଳୁନି ସହାୟତା: ଗୋଟିଏ ଘରେ ଗାଈ-ମଣିଷ

ନାଉଗାଁ,୧୯ା୬(ସ୍ବ.ପ୍ର.): ନାଉଗାଁ ବ୍ଲକ ନୂଆଗାଁ ପଞ୍ଚାୟତ ଭାସିଆକୁଦ ଗ୍ରାମର ବଟକୃଷ୍ଣ ଜେନା। ପରିବାର କହିଲେ ସ୍ତ୍ରୀ, ପିଲାଛୁଆ ଓ ଭାଇ କେଦାର, ଭାଉଜ ଓ ସେମାନଙ୍କ...

ଖୁଣ୍ଟୁଣୀ ବନାଞ୍ଚଳରେ ପକ୍ଷୀଗଣନା: ୧୨ ପ୍ରଜାତିର ୩୦୨୧ ପକ୍ଷୀ ଚିହ୍ନଟ

ଖୁଣ୍ଟୁଣୀ,୪।୧(ଡି.ଏନ.ଏ.): ଖୁଣ୍ଟୁଣୀ ବନାଞ୍ଚଳରେ ରବିବାର ପକ୍ଷୀ ଗଣନା କରାଯାଇଥିଲା। ଏଥିରେ ମୋଟ୍‌ ୧୨ ପ୍ରଜାତିର ୩୦୨୧ ପକ୍ଷୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୮୮ ପକ୍ଷୀ ଇଣ୍ଡିଆନ...

ନଡିଆଗଛ ଉପୁଡ଼ି ଘର ଭାଙ୍ଗିଲା

ଖଇରା, ୨୩।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଚ୍ୟୁତପୁର ପଞ୍ଚାୟତ ଅଧୀନ ଓହଡ ଗ୍ରାମର ଜମ୍ବୁବତୀ ସାହୁଙ୍କ ଝାଟିମାଟି ଘର ଉପରେ ଏକ ନଡିଆ ଗଛ ଉପୁଡି...

୪୨ ଡିଗ୍ରୀ ଟପିଲା ଟିଟିଲାଗଡ଼

ଭୁବନେଶ୍ବର,୩୧।୩(ବ୍ୟୁରୋ): କିଛି ଦିନ ହେଲା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗୁରୁବାର ଟିଟିଲାଗଡ଼ରେ ସର୍ବାଧିକ ୪୨.୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଏପରି କି...

୮୭ କିଲୋ ଗଞ୍ଜେଇ ଜବତ, ୨ ଗିରଫ

ନବରଙ୍ଗପୁର,୨୪ା୬(ବି.ପ୍ର)- ପୋଲିସକୁ ଚକମା ଦେବା ପାଇଁ ଗଞ୍ଜେଇ ଚାଲାଣ କାରୀ ଏକ ଅଭିନବ ଉପାୟ ବାଛି ନେଇଥିଲେ। ପରିବା ବୋଝେଇ ଗାଡିରେ ଗଞ୍ଜେଇ ଚାଲାଣ କରୁଥିଲେ।...

ରାଶନ ସାମଗ୍ରୀ ବାଣ୍ଟିଲେ ଡିଆର୍‌ଡିଏ ପିଡି

ଛତ୍ରପୁର,୩୧।୩(ଡି.ଏନ୍‌.ଏ.)- ଗଞ୍ଜାମ ଡିଆର୍‌ଡିଏ ପିଡି ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଛତ୍ରପୁର ଉପକଣ୍ଠ ଦାମିୟନନଗର ବାସୀଙ୍କୁ ଡାଲି, ଚାଉଳ, ଚିନି, ଆଳୁ, ଚୂଡା ବଣ୍ଟନ କରିଥିଲେ।...

ଲଣ୍ଡେଇ ପାହାଡ଼ ପଥର କ୍ୱାରୀରେ ଚଢ଼ାଉ: ୫ ଟ୍ରାକ୍ଟର, ବିପୁଳ ବିସ୍ଫୋରକ ଜବତ, ୧୧ ଗିରଫ

ଭଞ୍ଜନଗର,୩୦।୧୨(ଡି.ଏନ.ଏ): ବେଆଇନ ଭାବେ ମାଫିଆମାନେ ପାହାଡ଼ରେ ବିସ୍ଫୋରଣ କରି ଲକ୍ଷ ଲକ୍ଷ ଟଙ୍କାର ପଥର ଚୋରି କରି ନେଉଛନ୍ତି । ଏ ବାବଦରେ ବିପୁଳ ରାଜସ୍ବ...

Advertisement
Archives

Model This Week