ରାଇକିଆ,୧୫ା୬(ଡି.ଏନ.ଏ)-କନ୍ଧମାଳ ଜିଲା ରାଇକିଆ ଥାନା ବୁଡ଼ାମାହା ଗ୍ରାମରେ ୨୦୧୪ ମାର୍ଚ୍ଚ ୧୧ ତାରିଖ ରାତିରେ ନନ୍ଦିରା ପ୍ରଧାନ ଓ ଯାଦବ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଏହି ଡବଲ ମର୍ଡ଼ର ଘଟଣାର ମୁଖ୍ୟ ଅଭିଯୁକ୍ତ ଅବଦୁଲ କେଶରୀ ପ୍ରଧାନ ଓରଫ ପିଣ୍ଟୁଙ୍କୁ ଶୁକ୍ରବାର ରାଇକିଆ ପୋଲିସ ଭୁବନେଶ୍ୱରରୁ ଗିରଫ କରିଛି। ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ନରେଶ ସାହୁ ପ୍ରକାଶ କରଛନ୍ତି। ସୂଚନାଯୋଗ୍ୟ,୨୦୧୪ ମାର୍ଚ୍ଚ ୧୨ ତାରିଖରେ ମଣ୍ଡାକିଆ ପଞ୍ଚାୟତର ବୁଡ଼ାମାହା ଛକ ନିକଟ ବିଶ୍ରାମଗାର ପାଖରେ ନନ୍ଦିରା ଓ ଯାଦବଙ୍କ ମୃତଦେହ ପଡ଼ିଥିବା ଗ୍ରାମବାସୀ ଦେଖିବାକୁ ପାଇଥିଲେ ା ପାରିପାର୍ଶ୍ୱିକ ପରିସ୍ଥିତିକୁ ଅନୁଧ୍ୟାନ କରି ପୋଲିସ ପ୍ରଥମେ ଉଭୟେ ନିଶାସକ୍ତ ହୋଇ ପରସ୍ପରକୁ ପଥରରେ ଆକ୍ରମଣ କରିବା ଯୋଗୁ ସେମାନଙ୍କ ମୃତ୍ୟୁ ଘଟିଥିବା ନେଇ ସନ୍ଦେହ କରିଥିଲା। ଏ ନେଇ ସେ ସମୟରେ ଏକ ଅପମୃତ୍ୟୁ (ନଂ. ୧/୧୪) ରୁଜୁ କରାଯାଇଥିଲା ା ପରବର୍ତ୍ତୀ ସମୟରେ ତଦନ୍ତ ବଢିବା ସହ ଏହା ଏକ ହତ୍ୟାକାଣ୍ଡ ଏବଂ ଏଥିରେ ଏକାଧିକ ଲୋକ ସଂପୃକ୍ତ ନେଇ ସନ୍ଦେହ ହୋଇଥିଲା। ଏହାକୁ ଆଧାର କରି ପୋଲିସ ପୁଣି କେସ ନଂ ୧୦୦/୧୮କୁ ପରିବର୍ତ୍ତନ କରି ତଦନ୍ତକୁ ଗତିଶୀଳ କରିଥିଲା ା ଅଭିଯୁକ୍ତ ଭୁବନେଶ୍ୱରରେ ଥିବା ନେଇ କାୈଣସି ସୂତ୍ରରୁ ଖବରପାଇ ପୋଲିସ ସେଠାରୁ ତାଙ୍କୁ ଗିରଫ କରିଥିଲା। ା
ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି
ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...
ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…
ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...
ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…
ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...
ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ
ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍ଯାପିତ ହୋଇଯାଇଛି। ଏଥିରେ...
ମଦନମୋହନପୁରରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ
ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସ୍ଥିତ ମଦନମୋହନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ପଣ୍ଡିତ ଗୋପବନ୍ଧୁ...
ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡ଼ା ଉଦଯାପିତ: ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ପୁରସ୍କୃତ କଲେ ମୁଖ୍ୟ ଅତିଥି
ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲ ପରିସରରେ ତିନି ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶନିବାର...
ପଦ୍ମନାଭପୁର ଶିଶୁ ମନ୍ଦିରର ରୌପ୍ୟ ଜୟନ୍ତୀ ସମାରୋହ ଉଦଘାଟିତ
ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ‘ଶ୍ରୀଧାମ’ ଆବାସିକ ବିଦ୍ୟାଳୟର ୨୫ତମ ପ୍ରତିଷ୍ଠା ଦିବସ ଅବସରରେ...
ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ
ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍ଯାପିତ ହୋଇଯାଇଛି। ଏଥିରେ...
Archives


