ବୁଡ଼ିଲା ଟ୍ରଲର: ଜଣେ ନିଖୋଜ, ଅଳ୍ପକେ ବର୍ତ୍ତିଲେ ୧୦ ମତ୍ସ୍ୟଜୀବୀ

ଭୋଗରାଇ,୨୭।୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ଦିଘା ମୁହାଣରୁ ମାଛ ମାରି ଫେରୁଥିବା ଏକ ଟ୍ରଲର ସମୁଦ୍ର ଢେଉରେ ଭାରସାମ୍ୟ ହରାଇ ଶୁକ୍ରବାର ମଧ୍ୟାହ୍ନରେ ଓଲଟି ପଡ଼ିଛି। ଫଳରେ ଜଣେ ବଙ୍ଗୀୟ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିବା ବେଳେ ୧୦ ମତ୍ସ୍ୟଜୀବୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ନିଖୋଜ ମତ୍ସ୍ୟଜୀବୀ ହେଲେ ପଶ୍ଚିମବଙ୍ଗ ପୂର୍ବ ମେଦିନୀପୁର ଜିଲାର ନନ୍ଦିଗ୍ରାମ ଅଞ୍ଚଳର ନିର୍ମଳ ଦାସ (୨୮)। ତେବେ ଉଦ୍ଧାର କାର୍ଯ୍ୟ ଜାରିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବେକାରି, ପ୍ରଦୂଷଣ ବଡ଼ ସମସ୍ୟା

୧୯୯୩ ଏପ୍ରିଲ ୧ରେ ଅନୁଗୋଳକୁ ମିଳିଥିଲା ଜିଲା ମାନ୍ୟତା। ପ୍ରକୃତି ଓ ପ୍ରାକୃତିକ ସମ୍ପଦରେ ଭରପୂର ଏହି ଜିଲା ଦୀର୍ଘ ୩୦ ବର୍ଷ ମଧ୍ୟରେ ଅନେକ...

୧୫ ହଜାର ହେକ୍ଟରରୁ ଅଧିକ ବେଆଇନ ଘେରି

କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୧।୬: (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଜାତୀୟ ଉଦ୍ୟାନ ଭିତରକନିକାରେ ଥିବା ୧୪୧ ବେଆଇନ ଚିଙ୍ଗୁଡ଼ି ଘେରିକୁ ଗତ ୧୭ ତାରିଖରେ ରାଜସ୍ବ,...

ଆମପାଣି ବୁଢ଼ାରଜା ମନ୍ଦିରକୁ ସନ୍ଧ୍ୟା ନଇଁଲେ ଆସୁଛି ଭାଲୁ

କୋକସରା, ୨୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲାର ସୀମାନ୍ତ କୋକସରା ବ୍ଲକ ଆମପାଣି ଘାଟି ତଳେ ପୂଜା ପାଉଛନ୍ତି ଆଦିବାସୀ ଜନମାନସର ଆରାଧ୍ୟ ଦେବତା ପ୍ରଭୁ ବୁଢ଼ାରଜା।...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

ବନ୍ତଳା, ୩୧।୧୨(ଡି.ଏନ.ଏ): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣା କୋଟ ଥାନା ରେଞ୍ଜ ଅଧୀନରେ ଥିବା ଗୋପାଳପୁର ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି।...

ପ୍ରକଳ୍ପକୁ ଅଡ଼ୁଆ ପାଣି

ବଇଣ୍ଡା, ୧୩ା୮ (ଡି.ଏନ.ଏ.): ନିର୍ମାଣ ବେଳେ ଦୁର୍ବଳ ରହିଗଲା ଭିତ୍ତିଭୂମି। ଖାଲୁଆ ଅଞ୍ଚଳରେ ବସାଗଲା ପାନୀୟ ଜଳ ପ୍ରକଳ୍ପ। ଫଳରେ ସାମାନ୍ୟ ବର୍ଷା ହେଲେ ବୁଡ଼ିଯାଉଛି...

ବିଧାୟକଙ୍କ ଅଚାନକ ସ୍କୁଲ ପରିଦର୍ଶନ, କାଗଜପତ୍ର ଯାଞ୍ଚ

ବଇଣ୍ଡା,୨୩।୯(ଡି.ଏନ.ଏ)-କିଶୋରନଗର ବ୍ଲକ ଜାମ୍ବୁନାଳୀ ପଞ୍ଚାୟତ ଜାମ୍ବୁନାଳୀ ସରକାରୀ ଉ.ପ୍ରା ବିଦ୍ୟାଳୟକୁ ସୋମବାର ଆଠମଲ୍ଲିକ ବିଧାୟକ ରମେଶଚନ୍ଦ୍ର ସାଏ ଅଚାନକ ଗସ୍ତ କରିଛନ୍ତି। ବିଦ୍ୟାଳୟ ଶ୍ରେଣୀଗୃହକୁ ଯାଇ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ନ ରହି ଲୁଚୁଛନ୍ତି ବାହାର ଫେରନ୍ତା

ଲୋଇସିଂହା,୩ା୫(ଡି.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅଞ୍ଚଳରୁ ଦୁଇଜଣ ତାମିଲନାଡୁ ଫେରନ୍ତା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ବାହାରେ ଥିବା ଜିଲାର ଦାଦନଙ୍କୁ ରାଜ୍ୟ...

ଆଜି ବିଶ୍ୱ ପ୍ରସିଦ୍ଧ ମାଘମେଳା

ଢେଙ୍କାନାଳ ଅଫିସ, ୧୫ା୨:ଓଡ଼ିଶାର ନିଜସ୍ବ ଧର୍ମ ତଥା ମହିମା ଧର୍ମର ପ୍ରମୁଖ ପୀଠସ୍ଥଳୀ ଯୋରନ୍ଦାରେ ମଙ୍ଗଳବାର ବିଶ୍ୱ ପ୍ରସିଦ୍ଧ ମାଘମେଳା ଅନୁଷ୍ଠିତ ହେବ। ବ୍ରାହ୍ମ ମୂହୁର୍ତ୍ତରୁ...

Advertisement
Archives

Model This Week