ବୁଡାଗୁଡା, କଡଗାବାଲିରେ ବ୍ୟାପୁଛି ଝାଡାବାନ୍ତି: ପହଁଚିଲା ସ୍ବାସ୍ଥ୍ୟ ଟିମ୍‌, ମାସକରେ ୨ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡ଼ି,୨୭।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ କଡ଼ଗାବାଲି ଗ୍ରାମରେ ଝାଡ଼ାବାନ୍ତି ବ୍ୟାପୁଛି। ଡଙ୍ଗେଶ୍ୱର ପ୍ରଧାନ ଏବଂ ତାଙ୍କ ସ୍ତ୍ରୀ ସୁବାଜିନୀ ଏଥିରେ ଆକ୍ରାନ୍ତ ହୋଇଛନ୍ତି। ସୁବାଜିବୀ ଗର୍ଭବତୀ ଥିବାବେଳେ ଉଭୟଙ୍କ ଅବସ୍ଥା ଗୁରୁତର ରହିଛି। ଦାରିଙ୍ଗବାଡ଼ି ଭ୍ରାମ୍ୟମାଣ ଚିକିତ୍ସା ଦଳର ଡାକ୍ତର ଅମ୍ବିକା ପ୍ରସାଦ ଶତପଥୀ, ବୁଡାଗୁଡ଼ା ସ୍ବାସ୍ଥ୍ୟକେନ୍ଦ୍ରର ଇନ୍‌ଚାର୍ଜ ଡାକ୍ତର ସୁଚିତ୍ରା ମେହେର ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ବଂଶୀଧର ପାତ୍ର ପହଞ୍ଚତ୍ ସେମାନଙ୍କୁ ଚିକିତ୍ସା କରିଛନ୍ତି। ଫୁଲବାଣୀରୁ ଜିଲା ସ୍ବାସ୍ଥ୍ୟ ବିଭାଗର ୨ ଜଣିଆ ଡାକ୍ତର ଟିମ୍‌ ମଧ୍ୟ କଡ଼ଗାବାଲିରେ ପହଞ୍ଚତ୍ଛି। ସୋମବାର ମୋଟ ୧୩ ଜଣଙ୍କୁ ଚିକିତ୍ସା କରାଯାଇଛି। ସେହପିପରି ବୁଡାଗୁଡ଼ା ଗ୍ରାମର ଏକ ପଡ଼ାରେ ୧୪ ଜଣ ଆକ୍ରାନ୍ତଙ୍କୁ ଚିକିତ୍ସା କରାଯାଇ ଓୌଷଧ ଦିଆଯାଇଛି।
ଘଟଣାସ୍ଥଳରେ ବାଲିଗୁଡ଼ା ଉପଜିଲାପାଳ ଦେବେନ୍ଦ୍ର କୁମାର ନନ୍ଦ ଏବଂ ଦାରିଙ୍ଗବାଡ଼ି ବିଡିଓ ଡ. ଜଗଦୀଶ ଷଡଙ୍ଗୀ ଉପସ୍ଥିତ ରହିଛନ୍ତି। କେଉଁ କାରଣରୁ ଏଭଳି ଝାଡ଼ାବାନ୍ତି ବ୍ୟାପିଲା ତାହା ତଦନ୍ତ କରାଯିବା ସହ ଗଁାର ଜଳଉତ୍ସ ଚୁଆ ଆଦିରୁ ନମୂନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଛି। ଏଥିସହ ବ୍ଲିଚିଂ ପକାଇ ବିଶୋଧନ ମଧ୍ୟ କରାଯାଇଛି। ଦୂଷିତ ପାଣି ପାଇଁ ଝାଡ଼ାବାନ୍ତ ବ୍ୟାପିଥିବା ଉପଜିଲାପାଳ ଦେବେନ୍ଦ୍ର ନନ୍ଦ କହିଛନ୍ତି। ଝାଡାବାନ୍ତିରେ ମାସେ ମଧ୍ୟରେ ବୃଦ୍ଧା ତୃତୀୟା ପାତ୍ର ଓ ପେଟା ମଲ୍ଲିକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଶାବକର ମୃତଦେହ ଉଦ୍ଧାର

ଦେବଗଡ଼,୨୬।୧୨(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ରେଞ୍ଜ ଅଧୀନ ବରଡ଼ାନାଳି ଗ୍ରାମରୁ ଗୁରୁବାର ଏକ ହାତୀ ଶାବକର ମୃତଦେହ ଉଦ୍ଧାର କରାଯାଇଛି। ମୃତ ହାତୀ ଶାବକର ଆନୁମାନିକ...

ସଙ୍ଗରୋଧ କେନ୍ଦ୍ର ଛାଡିବାକୁ ଅନିଚ୍ଛୁକ ପ୍ରବାସୀ: ଘରକୁ ଗଲାବେଳେ କାନ୍ଦୁଛନ୍ତି

ଜୁନାଗଡ଼,୧୪।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ମହିଚଳା ସଙ୍ଗରୋଧ କେନ୍ଦ୍ରରେ ରହୁଥିବା ପ୍ରବାସୀମାନେ ଯିବାକୁ ଅନିଚ୍ଛୁକ ହେଉଛନ୍ତି। ମହିଚଳା ସରପଞ୍ଚ ଅଜୟ ବେହେରାଙ୍କ ଭଲପାଇବା...

ସମିତିସଭ୍ୟାଙ୍କ ଅନଶନ, ଡିଇଓଙ୍କୁ ଚିଠି ଲେଖିଲେ ବିଇଓ

ନିଶ୍ଚିନ୍ତକୋଇଲି,୧୫।୮(ସ୍ବ.ପ୍ର.): କ୍ଷେତ୍ରମୋହନ ବିଦ୍ୟାପୀଠ ରୂପାନ୍ତରୀଣ ଯୋଜନାରୁ ବାଦ ପଡିଛି। ଏହାକୁ ନେଇ କଟରପଡ଼ା ସମିତିସଭ୍ୟା ସ୍ବାଗତିକା ନାୟକ ବିଇଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଆମରଣ ଅନଶନ...

ସୋରଡ଼ାରେ ସାଧାରଣତନ୍ତ୍ର ଦିବସ

ସୋରଡ଼ା,୨୬ା୧(ଡି.ଏନ୍‌.ଏ.): ସୋରଡ଼ାରେ ପବିତ୍ର ୭୩ତମ ସାଧାରଣତନ୍ତ୍ର ଦିବସ କାରୋନା କଟକଣା ଅନୁଯାୟୀ ପାଳନ ହୋଇଯାଇଛି। ଶଶିଭୂଷଣ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ତହସିଲଦାର ପ୍ରଫୁଲ କୁମାର...

ମହିଳାଙ୍କ ଅଜାଣତରେ ଫଟୋ ଉଠାଇ ଛେଚା ଖାଇଲେ ଯୁବକ

ଉଦଳା,୨୪।୧(ଡି.ଏନ.ଏ.): ଜନୈକା ମହିଳାଙ୍କ ଅଜାଣତରେ ତାଙ୍କ ଫଟୋ ଉଠାଇବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ଧରାପଡ଼ିବା ପରେ ଯିଏ ଯେମିତି ପାରିଲା ବାଡ଼େଇ ଚାଲିଲା।...

୨୦୨୧ରେ ରୋକାଯାଇଛି ୩୪ ବାଲ୍ୟବିବାହ

ଢେଙ୍କାନାଳ ଅଫିସ, ୩୦।୧୨: ବାଲ୍ୟ ବିବାହ, ଶିଶୁ ଶ୍ରମିକ ପ୍ରଥା, ଶିଶୁ ନିର୍ଯାତନା ଭଳି ସାମାଜିକ ବ୍ୟାଧି ଦୂରୀକରଣ ଏବଂ କିଶୋରୀକିଶୋରଙ୍କ ଦକ୍ଷତା ବୃଦ୍ଧି ଲାଗି ବୁଧବାର...

ବିରଳ ପ୍ରଜାତିର ସାପ ‘ବାମ୍ବପିଟ୍‌ ଭାଇପର’ ଉଦ୍ଧାର: କାମୁଡିଲେ ଶରୀରରେ ହୁଏ ଫୋଟକା

ଉଦଳା,୩୦ା୭(ଡି.ଏନ୍‌.ଏ.) – ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ରାଢୋ ଗ୍ରାମରୁ ସ୍ନେକ ଲାଇଫ୍‌ ଲାଇନର ସଦସ୍ୟ ମଙ୍ଗଳବାର ଏକ ବିରଳ ପ୍ରଜାତିର ବିଷାକ୍ତ ସାପ...

କଣ୍ଟେନମେଣ୍ଟ ଜୋନ୍‌ରୁ ହଟିଲା ରେଣୁକା ଗଳି

ପୁରୀ ଅଫିସ,୨୧।୫: ପୁରୀ ସହରସ୍ଥ ରେଣୁକା ଗଳି ଅଞ୍ଚଳରୁ ଗତ ୧୦ ତାରିଖରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗୋଟିଏ ପରିବାର ଦୁଇ ସଦସ୍ୟ...

Advertisement
Archives

Model This Week