ବୁଢ଼ାବଳଙ୍ଗରେ ବୁଡ଼ି ଜଣେ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ବାଲେଶ୍ୱର ଅଫିସ,୧୪।୩: ବାଲେଶ୍ୱର ଜିଲା ବୁଢ଼ାବଳଙ୍ଗ ନଦୀର କସମିଳା ପାଖ ଘାଟରେ ଶନିବାର ଜଣେ ବ୍ୟକ୍ତି ଗାଧୋଇବାକୁ ଯାଇ ବୁଡି ଯାଇଛନ୍ତି। ସେ ହେଲେ କସ୍ମିରା ଗ୍ରାମର ଅରୁଣ ଜେନା (୪୦)। ଅରୁଣ ମଧ୍ୟାହ୍ନରେ ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଯାଇଥିଲେ। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଲମ୍ବା ଧାଡ଼ି

ବନ୍ତ,୩୦।୩(ଡି.ଏନ୍‌.ଏ.): କରୋନା କଟକଣା ପରେ ଭଦ୍ରକ ଜିଲା ବନ୍ତ ସଦର ମହକୁମାରେ ଅବସ୍ଥିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି। ସକାଳୁ ଲୋକମାନେ ଡାକ୍ତରଖାନା...

ବୀରମହାରାଜପୁରରୁ ପଦ୍ମନାଭ ବେହେରା ପଛୁଆ

ବୀରମହାରାଜପୁର,୨୩।୫: ବୀରମହାରାଜପୁର ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ପଦ୍ମନାଭ ବେହେରା ପଛରେ ପଡ଼ିଛନ୍ତି। ୫ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ପଦ୍ମନାଭ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ...

ସଞ୍ଚୟ ଦିଦିଙ୍କ ଠିକଣା ମହାନଦୀ ପଠା

ଅନୁଗୋଳ ସହର,୨୧।୧ ହାତ ଗଣତି କେତେଜଣଙ୍କୁ ବାଦ୍‌ ଦେଲେ ବାକି ପ୍ରାୟତଃ ମୂଲିଆ ଶ୍ରେଣୀର ଲୋକ। କେଉଁଠି କିଛି ମୂଲ ଲାଗିଲେ ସେମାନଙ୍କ ହାତକୁ ଆସେ...

ହୋମ୍‌ କ୍ୱାରାଣ୍ଟାଇନ୍‌ ସମ୍ପୂର୍ଣ୍ଣ କଲେ ୧୦ ବିଦେଶ ଫେରନ୍ତା

କେନ୍ଦୁଝର,୨୯ା୩(ଡିଏନ୍‌ଏ): କେନ୍ଦୁଝର ଜିଲାରେ ଲକ୍‌ ଡାଉନ୍‌ ଚତୁର୍ଥ ଦିନରେ ପହଞ୍ଚିଛି। ଶନିବାର ସନ୍ଧ୍ୟା ସୁଦ୍ଧା ଏହି ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଥିବା ସୂଚନା ମିଳିଛି।...

ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ

ଡେରାବିଶ,୧୦।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଧୀନ ବଳଭଦ୍ରପୁରପାଟରେ ସୋମବାର ସକାଳେ ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ...

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ଏଏସ୍‌ଆଇ ନିଲମ୍ବିତ, ୨ ଥାନା ଅଧିକାରୀଙ୍କୁ ବଦଳି

ନୟାଗଡ଼ ଅଫିସ,୨ା୧୦: କର୍ତ୍ତବ୍ୟରେ ଅବହେଳା କରିବା ୨ ଥାନା ଅଧିକାରୀ ଓ ଜଣେ ଏଏସ୍‌ଆଇଙ୍କୁ ମହଙ୍ଗା ପଡ଼ିଛି। ନୟାଗଡ଼ ଏସ୍‌ପି ଶଶିଭୂଷଣ ଶତପଥୀ ଓଡଗାଁ ଓ...

ହରିକୃଷ୍ଣପୁରରେ ଦୋଳପୂର୍ଣିମା, ପାଞ୍ଜିପଢ଼ା

ଶେରଗଡ଼,୧୦ା୩(ଡି.ଏନ.ଏ.)-ଶେରଗଡ଼ ନିକଟସ୍ଥ ହରିକୃଷ୍ଣପୁର ଗ୍ରାମରେ ସୋମବାର ଦୋଳପୂର୍ଣିମା ଓ ପାଞ୍ଜିପଢ଼ା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ରାଧା କୃଷ୍ଣଙ୍କୁ ଦୋଳ ବିମାନରେ ବସାଯାଇ ଗ୍ରାମ...

କଣ୍ଟାମାଳ ତହସିଲ ଅଂଚଲରେ ବେଆଇନ୍‌ ଇଟାଭାଟି: ହାତ୍‌ ବାଁଧି ବସିଛେ ରାଜସ୍ବ ବିଭାଗ

ଗୁଡ଼ଭେଲିପଦର, ୧୬।୨ (ଡି.ଏନ୍‌.ଏ.)-  ବୌଦ୍ଧ ଜିଲା କଣ୍ଟାମାଳ ତହସିଲ ଅଧୀନ ଭିନେ ଭିନେ ଗାଁରେ ବେଆଇନ୍‌ ଇଟାଭାଟି ଦେଖ୍‌ବାକେ ମିଲୁଛେ। ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ ଆଇନକେ...

Coronavirus Update


Archives

Model This Week

Why Dharitri