ବୁଢ଼ୀ ଠାକୁରାଣୀ ମନ୍ଦିରରୁ ଚୋରି: ରୁପା ଅଳଙ୍କାର, ଦାନ ହୁଣ୍ଡି ନେଇଗଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୧୯।୫: ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ଲାଠି ଗ୍ରାମରେ ଥିବା ପ୍ରସିଦ୍ଧ ବୁଢ଼ୀ ଠାକୁରାଣୀ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିରର ୩ଟି ଗେଟର ତାଲା ଭାଙ୍ଗି ମା’ ଠାକୁରାଣୀ ପରିଧାନ କରିଥିବା ସମସ୍ତ ରୁପା ଅଳଙ୍କାର ଓ ଦାନ ହୁଣ୍ଡି ଚୋରିକରି ନେଇଯାଇଛନ୍ତି । ନୂତନ ଭାବେ ମନ୍ଦିର ପ୍ରତିଷ୍ଠା ହୋଇଥିବା ବେଳେ ଚୋର ଗ୍ୟାଙ୍ଗ ଲକ୍‌ଡାଉନର ସୁଯୋଗ ନେଇ ମନ୍ଦିରରୁ ରୁପା ଅଳଙ୍କାର ଓ ଦାନ ହୁଣ୍ଡି ନେଇଯାଇଛନ୍ତି । ଖବର ପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ୍‌ ସହାୟତାରେ ତଦନ୍ତ କରୁଛି। ଏ ନେଇ ଥାନା ଅଧିକାରୀ ସନ୍ତୋସିନୀ ଓରାମ ସୂଚନା ଦେଇଛନ୍ତି । ମନ୍ଦିରରୁ ଦୁର୍ବୃତ୍ତମାନେ ପ୍ରାୟ ଅଢ଼େଇ ଲକ୍ଷ ଟଙ୍କାର ସାମଗ୍ରୀ ଓ ଦାନ ହୁଣ୍ଡିରେ ଥିବା ଟଙ୍କା ଚୋରିକରି ନେଇଯାଇଥିବା ନେଇ ମନ୍ଦିର ଟ୍ରଷ୍ଟି ଗୋପାଳ ସାହୁ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?