ଖଲ୍ଲିକୋଟ,୧୫।୧୧(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ବିକ୍ରମପୁର ଗ୍ରାମ ଚଣ୍ଡିମନ୍ଦିର ନିକଟ ବୁଦାମୂଳରୁ ଗୁରୁବାର ସନ୍ଧ୍ୟାରେ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ବିକ୍ରମପୁର ଗ୍ରାମର ଅର୍ଜ୍ଜୁନ ଜେନା ଓ ତାଙ୍କ ସ୍ତ୍ରୀ ସନ୍ଧ୍ୟାରେ ଚଣ୍ଡିମନ୍ଦିର ନିକଟ ଦେଇ ଯାଉଥିବା ବେଳେ ଶିଶୁଟିର କାନ୍ଦ ଶୁଣିଥିଲେ। ସେମାନେ ବୁଦାମୂଳୁ ଶିଶୁଟିକୁ ଉଦ୍ଧାର କରି ଖଲ୍ଲିକୋଟ ଡାକ୍ତରଖାନାକୁ ଆଣିଥିଲେ। ପରେ ତାହାକୁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଛି। ତେବେ ଶିଶୁଟିକୁ କିଏ ଓ କିଭଳି ପରିସ୍ଥିତିରେ ପକାଇଥିଲା ତାହା ଜଣାପଡ଼ି ନାହିଁ।
Posted inଆମ ଜିଲା ଖବର, ଗଞ୍ଜାମ View All

୨୨ରେ ୪ର୍ଥ ପର୍ଯ୍ୟାୟ ଭୋଟ : ମତଦାନ କେନ୍ଦ୍ରରେ ପହଞ୍ଚିଲେ ପୋଲିଂ ଦଳ
ଡେଲାଙ୍ଗ,୨୧।୨(ଡି.ଏନ୍.ଏ): ଡେଲାଙ୍ଗ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ର୍ଥ ପର୍ଯ୍ୟାୟ ଆଗାମୀ ୨୨ ତାରିଖରେ ସକାଳ ୭ଟାରୁ ଅପରାହ୍ନ ୧ଟା ପଯର୍ୟନ୍ତ ଅନୁଷ୍ଠିତ ହେବ। ଏନେଇ...

ସ୍କୁଲରେ ଦୁଇ ଶିକ୍ଷୟିତ୍ରୀ ହାତାହାତି
ଭୋଗରାଇ,୨୭।୮(ଡି.ଏନ.ଏ.): ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ଶୃଙ୍ଖଳାଜ୍ଞାନ ଶିଖାଇବା ଦାୟିତ୍ୱ ଶିକ୍ଷୟିତ୍ରୀ ଶିକ୍ଷକଙ୍କର। ହେଲେ ସ୍କୁଲ ପରିସରରେ ଦୁଇ ଶିକ୍ଷୟିତ୍ରୀ ନିଜ ନିଜ ମଧ୍ୟରେ ହାତାହାତି ହେବା ଓ...

ହାଇଓ୍ବା ଧକ୍କାରେ ଇନୋଭା ଚୁର୍ମାର: ଡ୍ରାଇଭର ମୃତ, ୭ ଗୁରୁତର
କେନ୍ଦୁଝର/ଚମ୍ପୁଆ,୧ା୭(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଧୀନ ନାରଦପୁର ନିକଟ ୫୨୦ ନମ୍ବର ଜାତୀୟ ରାଜପଥରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ...

ମହାପ୍ରଭୁଙ୍କୁ ଅବମାନନା: ପିକ୍ଅପ୍ରେ ବାନ୍ଧିନେଲେ ଜଗନ୍ନାଥଙ୍କୁ
ରୂପସା,୯।୯(ଡି.ଏନ୍.ଏ.): କୋଟିକୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା, ଜଗତରନାଥ ଶ୍ରୀ ଜଗନ୍ନାଥଙ୍କ ପ୍ରତି ଅସମ୍ମାନ। ବାଲେଶ୍ୱର ଜିଲା ୬୦ ନଂ. ଜାତୀୟ ରାଜପଥର ସଦର ବ୍ଲକ ଅନ୍ତର୍ଗତ...

ବର୍ଷାଜଳ ଅମଳ ପ୍ରକଳ୍ପ ଦିଗହରା
କେନ୍ଦୁଝର,୨୬।୨(ସ୍ବ.ପ୍ର.): କୋଭିଡ୍ ମହାମାରୀ ୨୦୨୦ ସମୟରେ ସହରାଞ୍ଚଳ ପ୍ରବାସୀ ଶ୍ରମିକଙ୍କ ଜୀବିକା ସୁଯୋଗ ସୁନିଶ୍ଚିତ ପାଇଁ ରାଜ୍ୟ ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ...

ସଞ୍ଜ ନଇଁଲେ ଗାଁ ଭିତରକୁ ପଶିଆସୁଛନ୍ତି ଭାଲୁ ପଲ: ଲୋକେ ଆତଙ୍କିତ
ଆନନ୍ଦପୁର,୨୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ ଅଳତୀ ଓ ବେଲସୁନ୍ଦରୀ ଅଞ୍ଚଳରେ ଭାଲୁ ଆତଙ୍କ ଲୋକଙ୍କୁ ନାକେଦମ୍ କରିଛି। ବରାଙ୍ଗ ସଂରକ୍ଷିତ ଜଙ୍ଗଲରୁ...

ଖାଁ ଖାଁ କାକଟପୁର ମଙ୍ଗଳା ମନ୍ଦିର
କାକଟପୁର,୧୧।୪: କରୋନା(କୋଭିଡ୍ ୧୯) ଭୂତାଣୁ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳାଙ୍କ...
ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
ପଦ୍ମପୁର, ୨ା୬(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲକ୍ଷ୍ମୀଦାସପୁର ପଞ୍ଚାୟତର କାଶୀଅଭିରାମ ଗ୍ରାମର ଦ୍ରୌପଦୀ ରାଉତ(୩୦) ନାମ୍ନୀ ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ...