ବୁଦ୍ଧଖୋଲରେ ମାଙ୍କଡ଼ଙ୍କୁ ଖାଦ୍ୟ ଯୋଗାଉଛନ୍ତି ପୂଜାରୀ

ବୁଗୁଡା,୧୨।୪(ଡି.ଏନ୍‌.ଏ.): ମହାମାରୀ କରୋନା ମୁକାବିଲା ଦିଗରେ ରାଜ୍ୟ ସରକାର ସମସ୍ତ ଜିଲାକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟରେ ବିଭିନ୍ନ ମନ୍ଦିର ତଥା ପର୍ଯ୍ୟଟକସ୍ଥଳୀକୁ ବନ୍ଦ ରଖାଯାଇଛି। ଦର୍ଶନୀୟ ସ୍ଥାନ ଖାଁ ଖାଁ ହୋଇଯିବା ଫଳରେ ସେଠାରେ ରହୁଥିବା ପ୍ରାଣୀମାନେ ଖାଦ୍ୟ ସଙ୍କଟର ଶିକାର ହେଉଛନ୍ତି। ଏହି କ୍ରମରେ ବୁଗୁଡ଼ା ନିକଟ ବୁଦ୍ଧଖୋଲ ଶୈବପୀଠରେ ଥିବା ମାଙ୍କଡ଼ମାନଙ୍କୁ ପୂଜାରୀମାନେ ଭୋଗ ହୋଇଥିବା ରନ୍ଧା ଖାଦ୍ୟ ଦେଉଥିବା ଦେଖାଯାଉଛି। ସାଧାରଣରେ ଏହାକୁ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଜବତ, ୫ କୋର୍ଟ ଚାଲାଣ

ବଡ଼ବିଲ,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିିଲା ବଡ଼ବିଲ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୪୫ ଲିଟର ମହୁଲି ମଦ ଜବତ କରିବା ସହ ୫ ଅଭିଯୁକ୍ତଙ୍କୁ କୋର୍ଟ...

ବସ୍‌ଷ୍ଟାଣ୍ଡ ପାଇଁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଶେଷ

ମାର୍ଶାଘାଇ,୯ା୯(ଡି.ଏନ.ଏ.): ମାର୍ଶାଘାଇଠାରେ ନିର୍ମାଣ ହେବାକୁ ଯାଉଥିବା ନୂତନ ବସ୍‌ଷ୍ଟାଣ୍ଡ ପାଇଁ ଗୁରୁବାର ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଶେଷ ହୋଇଛି। ସରକାରୀ ଜାଗାକୁ ଜବରଦଖଲ...

ଡିଜିଟାଲ ଶ୍ରେଣୀଗୃହ ଓ ବିଜ୍ଞାନଗାର ଉଦ୍‌ଘାଟିତ

ନୟାଗଡ଼ ଅଫିସ,୯।୧୧: ନୟାଗଡ଼ ଜିଲା ନୂଆଗାଁ ବ୍ଳକ ଜନଶକ୍ତି ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ପରିସରରେ ମୋ ସ୍କୁଲ ଅଭିଯାନ ଆନୁକୂଲ୍ୟରେ ହୋଇଥିବା ବିଜ୍ଞାନାଗାର ଓ ଡିଜିଟାଲ...

ନିର୍ଦ୍ଦେଶ ଅବମାନନା କରି ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସସ୍‌ପେଣ୍ଡ

ଦାରିଙ୍ଗବାଡ଼ି,୧୯।୬(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସମୀର କୁମାର ପ୍ରଧାନ ବିଇଓଙ୍କ ନିର୍ଦ୍ଦେଶକୁ ଅବମାନନା କରିବା...

ଗଞ୍ଜାମ ସହରରେ ଲାଗିଲା ଅଶୋକ ଚକ୍ର

ଗଞ୍ଜାମ,୧୧।୨(ଡି.ଏନ୍‌.ଏ.): ସଜେଇ ହେଉଛି ଗଞ୍ଜାମ ସହର। ଗଞ୍ଜାମ ସହର ଦାମୋଦରପୁରରେ ପ୍ରଥମ ଥର ପାଇଁ ପଥରରେ ନିର୍ମିତ ଅଶୋକ ଚକ୍ର ଲଗାଯାଇଛି। ଏଥିସହ ଆକର୍ଷଣୀୟ ପଥରରେ...

ସ୍ବଚ୍ଛ, ମଳମୁକ୍ତ ଗ୍ରାମଭାବେ ପୁରସ୍କୃତ ହୋଇଥିଲା ଟାଙ୍ଗରସାହି: ପାଇଖାନା ନିର୍ମାଣ ଅର୍ଥ ନ ପାଇ ନିରାଶ ହିତାଧିକାରୀ

କାଳିଆପାଣି,୨୯।୯(ଡି.ଏନ.ଏ.)- ସୁକିନ୍ଦା ବ୍ଲକରେ ସ୍ବଚ୍ଛ ଓ ମଳମୁକ୍ତ ଗ୍ରାମଭାବେ ଉଦାହରଣ ସୃଷ୍ଟି କରିଥିବା ଟାଙ୍ଗରସାହି ଗ୍ରାମର ହିତାଧିକାରୀ ପ୍ରଶାସନର ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି।...

ଅସ୍ଥାୟୀ ଶିବିର ସମ୍ମୁଖରେ ୧୪୪ଧାରା ଜାରି

ଖଇରା,୧୦।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ବିଭିନ୍ନ ଅସ୍ଥାୟୀ ଚିକିତ୍ସା ଶିବିର ଆଗରେ ଭିଡ ଉପରେ କଟକଣା ଲଗାଇବାକୁ ପ୍ରଶାସନ ପକ୍ଷରୁ ଶନିବାର ଠାରୁ ୧୪୪ଧାରା ଜାରି...

ଅର୍ଥ ଲଗାଣକାରୀ ସଂସ୍ଥା କର୍ମଚାରୀଙ୍କୁ ଆକ୍ରମଣ: ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବାହାନଗା,୧୯।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସୋର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ନାୟିକବନ୍ଧ ନିକଟରେ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର...

Advertisement
Archives

Model This Week