ବୁଦ୍ଧେଶ୍ୱର ଶୈବପୀଠରେ ୧୦ ହଜାର କାଉଡ଼ିଆ

ଭୁବନ,୧୨।୮(ଡି.ଏନ.ଏ.)- ଶ୍ରାବଣ ମାସର ଶେଷ ସୋମବାରରେ ଭୁବନ ବୁଦ୍ଧେଶ୍ୱର ଶୈବପୀଠରେ ୧୦ ହଜାରରୁ ଊର୍ଦ୍ଧ୍ୱ କାଉଡ଼ିଆଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ଭୋର ୪ଟାରେ ପ୍ରଭୁଙ୍କ ପୂଜାର୍ଚ୍ଚନା ପରେ ଶ୍ରଦ୍ଧାଳୁମାନେ ଦର୍ଶନ କରି ଜଳ ଲାଗି କରିଥିଲେ। ରାଜ୍ୟର ବିଭିନ୍ନ ଅଞ୍ଚଳର ବହୁ ମହିଳା, ଯୁବତୀଯୁବକମାନେ ଆସି ପୂର୍ବ ଦିନରୁ ରହିଥିଲେ। ବ୍ରାହ୍ମଣୀ ନଦୀରୁ ପାଣି ଉଠାଇ କାଉଡ଼ିଆମାନେ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିବା ପରେ ଜଳଲାଗି କରିଥିଲେ। ଭକ୍ତଙ୍କ ଜନ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ସତ୍ୟସାଇ ସେବାସମିତି, ଗଣେଶ ପୂଜା ଟାରିଟେଲ ଟ୍ରଷ୍ଟ, ବିଭିନ୍ନ ସଂଗଠନର କର୍ମକର୍ତ୍ତା ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରୁନି ଭାନୁଙ୍କ ସଂଘର୍ଷ

ବଇଣ୍ଡା,  ୫।୭(ପରିକ୍ଷିତ ସାହୁ) : ୧୦ ବର୍ଷ ତଳେ ସ୍ବାମୀଙ୍କ ମୃତ୍ୟୁ ପରେ ବଞ୍ଚିବା ଦୁର୍ବିଷହ ହୋଇପଡିଛି। ୨ ସନ୍ତାନଙ୍କ ଦାୟିତ୍ୱ ତୁଲାଇବାକୁ ଚେଷ୍ଟା କରି...

ରାସ୍‌ତାରେ ପଲ୍‌ହା ରୁଇଲେ ଗଁ। ବାସୀ

  ଜାମଟିକ୍ରା, ୩।୮ (ଡି.ଏନ୍‌.ଏ): ଗଁା ଗଁାରେ ହେବା ବିକାଶ। ହଁସ୍‌ବେ ଜନତା ଆର ବିକାଶ ହେବା ଗଁାର। ଏନ୍‌ତା ସବୁ ନାରା ଦେଇ ସରକାର...

ଆଶା, ଆଶଙ୍କା ମଧ୍ୟରେ ଡଲ୍‌ଫିନ ସଂଖ୍ୟା ବୃଦ୍ଧି

କେନ୍ଦ୍ରାପଡ଼ା ଅଫିସ, ୧୭ା୧୨:ଭିତରକନିକା ସାମୁଦ୍ରିକ ଅଞ୍ଚଳରେ ବନ ବିଭାଗ ପକ୍ଷରୁ ଗୁରୁବାରଠାରୁ ଡଲଫିନଙ୍କ ସଂଖ୍ୟା ଗଣନା ଆରମ୍ଭ ହୋଇଛି। କ୍ରମାଗତ ଭାବେ ୪ ବର୍ଷର ଡଲଫିନ୍‌...

୧୭ରୁ ଫୁଲବାଣୀ, ବାଲିଗୁଡ଼ା ୪ ଦିନ ଶଟ୍‌ଡାଉନ୍‌: ସିଲ୍‌ ହେବ ପ୍ରବେଶ ପଥ

ବାଲିଗୁଡା,୧୫।୭(ଡି.ଏନ.ଏ.): କନ୍ଧମାଳ ଜିଲା ଫୁଲବାଣୀ ପୌରପରିଷଦ ଓ ବାଲିଗୁଡା ଏନ୍‌ଏସି ଅଞ୍ଚଳକୁ ଆସନ୍ତା ୧୭ ତାରିଖ ସନ୍ଧ୍ୟା ୭ଟାରୁ ୨୨ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ...

ବଡ଼ଧରଣର ମାଓବାଦୀ ଆକ୍ରମଣ ଯୋଜନାକୁ ପଣ୍ଡ କଲା ପୋଲିସ

କୋରାପୁଟ, ୫ା୨: କୋରାପୁଟ ଜିଲା ନାରାୟଣପାଟଣା ଥାନା ଅନ୍ତର୍ଗତ ବୋରିଗି ଅଞ୍ଚଳରୁ ମାଓବାଦୀମାନେ ଲୁଚାଇ ରଖିଥିବା ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀକୁ ପୋଲିସ ଜବତ କରିଛି।...

କବି ରମେଶଙ୍କୁ ଶ୍ରେଷ୍ଠ ସାହିତ୍ୟ ସମ୍ମାନ

ବଇଣ୍ଡା,୧୫।୭ (ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ତ୍ରିଧାରା ସାହିତ୍ୟ ସଂସଦର ସମ୍ପାଦକ କବି ରମେଶଚନ୍ଦ୍ର ମିଶ୍ରଙ୍କୁ ରବିବାର ଶ୍ରେଷ୍ଠ ସାହିତ୍ୟ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି। କେନ୍ଦୁଝର ଘଟଗାଁରେ...

ମାଟିରେ ମିଶିଲା ମାଫିଆଙ୍କ ଘର

ଖୋର୍ଦ୍ଧା ଅଫିସ,୧୯ା୧୦: ଖୋର୍ଦ୍ଧାରେ ଡ୍ରଗ୍ସ କାରବାର ମୂଳପୋଛ କରିବାକୁ ପ୍ରଶାସନ ପକ୍ଷରୁ ଅଭିଯାନ ଆରମ୍ଭ ହୋଇଛି। ସହରର ତିନୋଟି ସ୍ଥାନରେ ୩ ଡ୍ରଗ୍ସ ମାଫିଆଙ୍କ ଘର...

ଅମାନବୀୟ: ପଥରରେ ଛେଚି ପ୍ରେମିକାଙ୍କ ଗର୍ଭପାତ, ବିବାହିତ ଥିବା କଥା ଲୁଚାଇଥିଲେ

ପରଜଙ୍ଗ, ୧୩।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ମରଣାନ୍ତକ ଆକ୍ରମଣରେ ୯ମାସର ଗର୍ଭବତୀ ଥିବା...

Advertisement
Archives

Model This Week