Posted inଜାତୀୟ

ବୁଦ୍ଧ ପୂର୍ଣ୍ଣିମା ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୭।୫: ସାରା ବିଶ୍ୱରେ କରୋନା ମହାମାରୀ ଏବେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏହି ଯୁଦ୍ଧରେ ଆଗଧାଡିର ଯୋଦ୍ଧାଙ୍କୁ ସାରା ବିଶ୍ୱ ସମ୍ମାନ କରୁଛି। ଏହି କ୍ରମରେ ଗୁରୁବାର ବୁଦ୍ଧ ପୂର୍ଣ୍ଣିମା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି। ମୋଦି କହିଛନ୍ତି ଭଗବାନ ବୁଦ୍ଧ ବିଶ୍ୱକୁ ସେବା କରିବାର ବାର୍ତ୍ତା ଦେଇଛନ୍ତି। ଏବେ ପରିସ୍ଥିତି ଭିନ୍ନ ରହିଛି। ବିଶ୍ୱ ଏକ ଘଡିସନ୍ଧି ମୂହୁର୍ତ୍ତ ଦେଇ ଗତି କରୁଛି। ଭାରତ ଆଜି ବୁଦ୍ଧଙ୍କ ପଥ ଅନୁସରଣ କରି ସମସ୍ତଙ୍କ ପାଇଁ ସାହାଯ୍ୟର ହାତ ବଢାଇଛି। ଭାରତ ଏବେ ବିନା ସ୍ବାର୍ଥରେ ବିଶ୍ୱସହ ଠିଆ ହୋଇଛି ବୋଲି ମୋଦି କହିଛନ୍ତି। ଆମକୁ ନିଜ ସହ ପରିବାର, ପଡୋଶୀ ସମସ୍ତଙ୍କୁ ସୁରକ୍ଷା ଯୋଗାଇଦେବା ଉଚିତ। ସଙ୍କଟ ସମୟରେ ସାହାଯ୍ୟ କରିବା ସମସ୍ତଙ୍କ ଧର୍ମ ହେବା ଉଚିତ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri