ବୁଧବାର ବନକଲାଗି, ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୩ା୧୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ତାଙ୍କ ସୂଚନା ମୁତାବକ, ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ତିଆରି ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱର, ବାନ୍ତିରେ ୩୭ ଛାତ୍ରୀଛାତ୍ର ଆକ୍ରାନ୍ତ: ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ବାଲେଶ୍ୱର ଅଫିସ, ୧୦।୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ବର୍ଦ୍ଧନପୁର ପଞ୍ଚାୟତ ନିଧିପଡ଼ା ଗ୍ରାମରେ ଥିବା ଆଦିବାସୀ କଲ୍ୟାଣ ବିଭାଗର ନିଧିପଡ଼ା ସେବାଶ୍ରମ ସ୍କୁଲ୍‌ର ୩୭ ଛାତ୍ରୀଛାତ୍ରଙ୍କୁ...

ଓଡ଼ିଶାର ନବମ ଶ୍ରେଣୀ ଛାତ୍ରଙ୍କୁ ପୁରସ୍କୃତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫।୧: ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପାଇଛନ୍ତି ଓଡ଼ିଶାର ନବମ ଶ୍ରେଣୀ ଛାତ୍ର ଅନ୍ବେଷ ଶୁଭମ ପ୍ରଧାନ। ମେଧାବୀ ଛାତ୍ର ଭାବେ ତାଙ୍କୁ...

ବିଦେଶ ଫେରନ୍ତା ଫୋନ୍‌ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ: କଡ଼ା ଚେତାବନୀ ଦେଲେ ସରକାର

ଭୁବନେଶ୍ୱର, ୬।୬(ବ୍ୟୁରୋ)- ବିଦେଶ ଫେରନ୍ତାକୁ ରାଜ୍ୟ ସରକାର କଡ଼ା ଚେତାବନୀ ଦେଇଛନ୍ତି। ୧୦୪ କିମ୍ବା ରାଜ୍ୟ କଲ୍‌ ସେଣ୍ଟରରୁ ଯାଉଥିବା ଫୋନ୍‌ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ...

ଘରୋଇ ଚିକିତ୍ସାଳୟ, ନିଦାନ କେନ୍ଦ୍ରରେ ଲାଗିବ ଲଗାମ: କାର୍ଯ୍ୟକାରୀ ହେବ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା

ନୟାଗଡ ଅଫିସ,୭ା୨: ନୟାଗଡ଼ ଜିଲାର ସମସ୍ତ ଘରୋଇ ଚିକିତ୍ସାଳୟ ଓ ନିଦାନ କେନ୍ଦ୍ର ଉପରେ ଲଗାମ ଲାଗିବ। ଜିଲାରେ ଥିବା ଏସବୁ କେନ୍ଦ୍ରଗୁଡ଼ିକରେ ବାୟୋମେଟ୍ରିକ ଉପସ୍ଥାନ...

ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରସଙ୍ଗ: ଓକିଲଙ୍କ ତିନି ଦିନିଆ ଆନ୍ଦୋଳନ ଆରମ୍ଭ

ସମ୍ବଲପୁର,୨୧।୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ଦାବି ନେଇ ଶନିବାର ଓକିଲଙ୍କ ତିନି ଦିନିଆ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି । ବରିଷ୍ଠ ନାଗରିକ...

୬ ମାସ ହେଲା ଭତ୍ତାରୁ ବଞ୍ଚତ୍ତ ୨୧୧ କଳାକାରପଦକ୍ଷେପ ଗ୍ରହଣ ନ ହେଲେ ଆନ୍ଦୋଳନ

କୃଷ୍ଣପ୍ରସାଦ,୧୩ା୬(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ରାଜ୍ୟ ସରକାରଙ୍କଠାରୁ ୨୧୧ ଜଣ କଳାକାର ଭତ୍ତା ପାଉଥିଲେ । ଏହି ଭତ୍ତା ପାଇବା ପରେ ସେମାନଙ୍କ ବାର୍ଦ୍ଧକ୍ୟ...

କରୋନା କଟକଣା: ବନ୍ଦହେଲା ଛତ୍ରପୁର ସାପ୍ତାହିକ ହାଟ

ଛତ୍ରପୁର,୧୯।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରରେ ଗୁରୁବାର ସାପ୍ତାହିକ ହାଟକୁ ପ୍ରଶାସନ ବନ୍ଦ କରିଦେଇଛନ୍ତି। ପୂର୍ବରୁ ଏନେଇ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଥିଲା।...

ଯୁକ୍ତିତର୍କରୁ ଭୁଜାଲି ଚୋଟ

କେନ୍ଦୁଝର, ୨୬ା୬: ସାମାନ୍ୟ ବଚସାରୁ ସ୍ବାମୀଙ୍କ ଭୁଜାଲି ଚୋଟରେ ଚାଲିଯାଇଛି ସ୍ତ୍ରୀଙ୍କ ଜୀବନ। କେନ୍ଦୁଝର ସଦର ଥାନା ଅଧୀନ ହାଣ୍ଡିଭଙ୍ଗା ଗ୍ରାମରେ ଶନିବାର ସନ୍ଧ୍ୟାରେ ଘଟିଛି...

Advertisement


Archives

Model This Week