ବୁଧବାର ବନକଲାଗି, ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୩ା୧୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ତାଙ୍କ ସୂଚନା ମୁତାବକ, ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ତିଆରି ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେନା କର୍ମଚାରୀ କହି ୧.୮୦ ଲକ୍ଷ ଠକେଇ

ସାକ୍ଷୀଗୋପାଳ,୨୧।୫(ଡି.ଏନ୍‌.ଏ.): ନିଜକୁ ସେନା କର୍ମଚାରୀ ପରିଚୟ ଦେଇ ପୁରୀ ଜିଲା ସାକ୍ଷୀଗୋପାଳ ବଜାରରେ ଏକ ଜନ ସେବା କେନ୍ଦ୍ରରେ ବ୍ୟାଙ୍କ ଚେକ୍‌ ଦେଇ କେନ୍ଦ୍ର ଅପରେଟରଙ୍କଠାରୁ...

ଭୁବନେଶ୍ୱର ଆରଟିଓ-୧ ପରିସରରୁ ଜବରଦଖଲ ଉଚ୍ଛେଦ

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ଆର୍‌ଟିଓ ଅଫିସକୁ ଦଲାଲ ମୁକ୍ତ କରିବା ପାଇଁ ପ୍ରଶାସନ ପକ୍ଷରୁ ସୋମବାର ଭୁବନେଶ୍ୱର ଆର୍‌ଟିଓ-୧ ପରିସରରୁ ଜବରଦଖଲ ଉଚ୍ଛେଦ କରାଯାଇଛି। ବିଡିଏ ଓ...

ଓଡ଼ଗାଁ ଗୋଠବଣ ଡକାୟତି ମାମଲାର ପର୍ଦ୍ଦାଫାଶ, ୨ ଗିରଫ

ଓଡ଼ଗାଁ, ୨୪ା୮(ସ୍ବ.ପ୍ର.): ଓଡ଼ଗାଁ ଥାନା ଗୋଠବଣ ଗ୍ରାମରେ ଗତ ୧୨ ତାରିଖ ମଧ୍ୟ ରାତ୍ରରେ ହୋଇଥିବା ଡକାୟତି ମାମଲାର ପର୍ଦ୍ଦାଫାଶ ହୋଇଛି। ସେହି ରାତିରେ ୫...

କୋରାପୁଟ ଗସ୍ତରେ ପୋଲିସ ଡିଜି

କୋରାପୁଟ,୨୧।୩(ଡି.ଏନ୍‌.ଏ.) : କୋରାପୁଟ ଗସ୍ତରେ ପୋଲିସ ଡିଜି ସୁନିଲ କୁମାର ବଂଶଲ। ଡିଜିଙ୍କ ସହ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀ, ଗୁଇନ୍ଦା ବିଭାଗ, ଆଇଜି ଅପରେସନ...

ମାଳ ବିହାରିପୁର କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ବାଙ୍କୀ,୨୦୬(ସ୍ବ.ପ୍ର.): ବାଙ୍କୀ ବ୍ଲକ କଦଳିବାଡି ପଞ୍ଚାୟତର ଅନ୍ତର୍ଗତ ମାଳବିହାରିପୁରରୁ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରପଞ୍ଚ ପ୍ରକାଶ କୁମାର ବେହେରା ଶନିବାରଠାରୁ...

ଧାର୍ଯ୍ୟ ସମୟରେ କାମ ସାରିବାକୁ ନିର୍ଦ୍ଦେଶ

ବଲାଙ୍ଗୀର ଅଫିସ, ୧୪ା୧୦: ପୂର୍ତ୍ତ ବିଭାଗ ପ୍ରଧାନ ସଚିବ ବୀର ବିକ୍ରମ ଯାଦବ ଗୁରୁବାର ବଲାଙ୍ଗୀର ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ...

ପୁରୀରେ ପହଞ୍ଚିଲା ରଥକାଠ

ପୁରୀ ଅଫିସ,୨।୨: ଜୁଲାଇ ୧ରେ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ରଥ ନିର୍ମାଣ ଲାଗି ଦଶପଲ୍ଲୀ ବନାଞ୍ଚଳରୁ ରଥକାଠ...

ସଁକଟ୍‌ରେ ହସ୍ତତନ୍ତ ଶିଳ୍ପ, କାରିଗର: ପୋରଛାହନ୍‌, ସୂତା ଅଭାବ ମୁଖିଆ ସମସିଆ

ଭବାନୀପାଟଣା,୨୦।୩ (ଡି.ଏନ୍‌.ଏ.)- ସରକାରୀ ପୋରଛାହନ୍‌ ଆର ସୂତା ଅଭାବ ଲାଗି ହସ୍ତତନ୍ତ ଶିଳ୍ପ ସଁକଟରେ ରହିଛେ। ଇଥ୍‌ରେ ଖାଲି ଶିଳ୍ପ ନୁହେ କାରିଗରମାନକର ଜିବ୍‌କା ବି...

Advertisement
Archives

Model This Week