ବୁଧବାର ବନକଲାଗି: ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ,୧୧ା୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ତାଙ୍କ ସୂଚନା ମୁତାବକ, ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ତିଆରି ପ୍ରସାଧନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ସବ୍‌ରେଜିଷ୍ଟର ଅଫିସ୍‌ ନିକଟରେ ଅଗ୍ନିକାଣ୍ଡ: ୨ ଆହତ

କଟକ ଅଫିସ୍‌,୩୧।୧: କଟକ ଜିଲା ସବ୍‌ରେଜିଷ୍ଟର ଅଫିସ୍‌ ନିକଟରେ ଥିବା ଏକ ହୋଟେଲରେ ମଙ୍ଗଳବାର ନିଆଁ ଲାଗିଛି। ଏହି ନିଆଁ ଏବେ ବ୍ୟାପିବାରେ ଲାଗିଛି। ଅଗ୍ନିକାଣ୍ଡ...

ପୌର ନିର୍ବାଚନ ଲାଗି ୨ ପର୍ଯ୍ୟବେକ୍ଷକ ନିଯୁକ୍ତ

ଛତ୍ରପୁର,୧୦ା୩(ଡି.ଏନ୍‌.ଏ.)  ପୌର ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ସରିଛି। ଗଞ୍ଜାମ ଜିଲାର ବ୍ରହ୍ମପୁର ମହାନଗର ନିଗମ, ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି ଓ ୧୬ଟି ଏନ୍‌ଏସିରେ ନିର୍ବାଚନ...

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ରୀତା: କହିଲେ ‘ ଅଧୁରା କାର୍ଯ୍ୟ ପୂରା କରିବି’

ଭୁବନେଶ୍ୱର,୨୮।୯(ବ୍ୟୁରୋ): ପୁଣି ଥରେ ରୀତା ସାହୁଙ୍କ ଉପରେ ଆସ୍ଥା ପ୍ରକଟ କରିଛି ବିଜେଡି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବିଜେପୁର ଉପନିର୍ବାଚନ...

ବିରୋଧ ସତ୍ତ୍ବେ ଏନଓସି ମିଳିଲା, ବିନା ଅନୁମତିରେ କଟିଲା ଗଛ

ସମ୍ବଲପୁର,୨୦ା୩(ବ୍ୟୁରୋ):ସମ୍ବଲପୁର ଜିଲା ଯୁଯୁମୁରା ତହସିଲ କୁକୁଡାପାଲି ପଞ୍ଚାୟତ ଅଧୀନ କୁକୁଡାପାଲି ମୌଜାରେ ଏକ ଇଥାନଲ କମ୍ପାନୀ ହେବାକୁ ଯାଉଛି। ଏହାକୁ ନେଇ ବିରୋଧ ହେବା ଓ...

ବସ୍‌ ଅଟକାଇ ଡକାୟତି: ବୋଲେରୋ ଜବତ, ୬ ଅଭିଯୁକ୍ତ ଗିରଫ

ଯୋଡ଼ା,୨୦।୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ନିକଟସ୍ଥ ରଣାଶାଳ ଘାଟିଠାରେ ବୁଧବାର ରାତିରେ ୬ ଜଣ ଦୁର୍ବୃତ୍ତ ବସ୍‌ ଅଟକାଇ ଲୁଟ୍‌ ବେଳେ ପୋଲିସ ଦ୍ୱାରା...

କ୍ଷେତରେ ଚାଲିଗଲା ଚାଷୀଙ୍କ ଜୀବନ

ସଇଁତଳା,୪।୭: ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବେଲଗାଁ ପଞ୍ଚାୟତ ଅନ୍ତର୍ଗତ ପିପୃଟ କୁସମମୁଣ୍ଡା ଗାଁରେ ବଜ୍ରପାତ ଘଟି ରବିବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ...

ନଡ଼ିଆଗଛ ଉପରେ ନାଗସାପ ଦେଖି ଭୟରେ ତଳକୁ ଖସିପଡ଼ିଲେ ଯୁବକ, ଆଉ ତା’ ପରେ…

ଦିଗପହଣ୍ଡି,୬ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦଗାଁରେ ନଡ଼ିଆ ଗଛରୁ ଖସି ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏହି ଯୁବକ ଜଣକ ହେଲେ...

ଉପଜିଲାପାଳଙ୍କ ପାଖରେ ଫେରାଦ ହେଲେ ଚାଷୀ: ଧାନ କିଣୁନାହାନ୍ତି ମିଲର, ନଷ୍ଟ ହେଉଛି ଟୋକନ

ପୁରୁଷୋତ୍ତମପୁର,୨୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ଗ୍ରାମରେ ଚାଷୀଙ୍କ ଧାନକୁ ମିଲର ଓ ସମବାୟ ସମିତି କିଣୁ ନ ଥିବା ଅଭିଯୋଗ ହୋଇଛି। ଏ...

Advertisement
Archives

Model This Week