ବୁମ୍‌ରାଙ୍କ ୫୦ତମ ଅନ୍ତର୍ଜାତୀୟ ମ୍ୟାଚ୍‌

ସାଉଥାମ୍ପ୍‌ଟନ,୫।୬- ଭାରତୀୟ ପେସର ଯଶ୍‌ପ୍ରୀତ ବୁମ୍‌ରା ଏଠାରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ମୁକାବିଲାରେ କ୍ୟାରିୟରର ୫୦ତମ ମ୍ୟାଚ୍‌ ଖେଳିଛନ୍ତି। ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ ସେ ଦକ୍ଷିଣ ଆଫ୍ରିକୀୟ ଓପ୍‌ନର ହାସିମ ଅମ୍‌ଲା ଓ କ୍ୱିଣ୍ଟନ ଡିକକ୍‌ଙ୍କ ଉଇକେଟ ନେଇଛନ୍ତି। ଏଥିଯୋଗୁ ତାଙ୍କ କ୍ୟାରିୟରର ଉଇକେଟ ସଂଖ୍ୟା ୮୬ରେ ପହଞ୍ଚତ୍ଛି। ୫୦ଟି ମ୍ୟାଚ୍‌ ସୁଦ୍ଧା ସର୍ବାଧିକ ଉଇକେଟ ନେଇଥିବା ଭାରତୀୟ ବୋଲରଙ୍କ ତାଲିକାରେ ବୁମ୍‌ରା ୩ୟ ସ୍ଥାନରେ ରହିଛନ୍ତି। ମହମ୍ମଦ ସାମି ୯୧ ଉଇକେଟ ନେବା ସହ ଶୀର୍ଷରେ ରହିଛନ୍ତି। ତାଙ୍କ ପଛକୁ ରହିଛନ୍ତି ଚାଇନା ମ୍ୟାନ୍‌ କୁଲଦୀପ ଯାଦବ। ସେ ଏପର୍ଯ୍ୟନ୍ତ ୪୪ଟି ମ୍ୟାଚ୍‌ ଖେଳି ୮୭ ଉଇକେଟ ନେଇସାରିଛନ୍ତି। ଏଣୁ ବୁମ୍‌ରା ସାମିଙ୍କୁ ଅତିକ୍ରମ କରିବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri