Posted inଖେଳ

ବୁମ୍‌ରା, ମନ୍ଧାନାଙ୍କୁ ପୁରସ୍କାର

ବେଙ୍ଗାଲୁରୁ,୨୬ା୧୦(ପି.ଟି.)- ଓ୍ବିଜ୍‌ଡେନ୍‌ ଇଣ୍ଡିଆ ଅଲ୍‌ମାନାକ୍‌ କ୍ରିକେଟର ଅଫ୍‌ ଦି ଇୟର ପୁରସ୍କାର ଶୁକ୍ରବାର ଘୋଷଣା କରାଯାଇଛି। ୫ଜଣ ବିଜେତାଙ୍କ ମଧ୍ୟରେ ଭାରତର ଦୁଇଜଣ ପ୍ରିମିୟର ସ୍ପିଡ୍‌ଷ୍ଟର ଯଶପ୍ରୀତ୍‌ ବୁମ୍‌ରା ଏବଂ ବ୍ୟାଟ୍ସଓମ୍ୟାନ ସ୍ମୃତି ମନ୍ଧାନା ରହିଛନ୍ତି। ଏସିଆର ଅନ୍ୟ ବିଜେତାମାନେ ହେଲେ ପାକିସ୍ତାନର ଫଖର ଜମାନ, ଶ୍ରୀଲଙ୍କାର ଦିମୁଥ କରୁଣାରତ୍ନେ ଏବଂ ଆଫଗାନିସ୍ତାନର ରଶିଦ୍‌ ଖାଁ। ୨୦୧୯ ଏବଂ ୨୦୨୦ ପାଇଁ ବାର୍ଷିକ କ୍ରିକେଟ ପବ୍ଲିକେଶନର ୯ମ ସଂସ୍କରଣରେ ମୟଙ୍କ ଅଗ୍ରଓ୍ବାଲଙ୍କ ଉପରେ ଏକ ଲେଖା ପ୍ରକାଶ ପାଇଛି। ଘରୋଇ କ୍ରିକେଟରେ ପ୍ରଭାବୀ ପ୍ରଦର୍ଶନ ଦ୍ୱାରା ଏହି ଖେଳାଳି କିପରି ଟେଷ୍ଟ ଦଳରେ ସ୍ଥାନ ପାଇଲେ ତାହା ଏଥିରେ ବର୍ଣ୍ଣନା କରାଯାଇଛି। ମିଥାଲି ରାଜ ଏବଂ ଦୀପ୍ତି ଶର୍ମାଙ୍କ ପରେ ‘କ୍ରିକେଟର ଅଫ୍‌ ଦି ଇୟର’ ପୁରସ୍କାର ଜିତିବାରେ ମନ୍ଧାନା ତୃତୀୟ ମହିଳା ଖେଳାଳି। ଷ୍ଟଲଓ୍ବାର୍ଟ ଗୁଣ୍ଡାପ୍ପା ବିଶ୍ୱନାଥ ଏବଂ ଲାଲା ଅମରନାଥଙ୍କୁ ଇଣ୍ଡିଆ ହଲ୍‌ ଅଫ୍‌ ଫେମ୍‌ରେ ସ୍ଥାନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri