‘ବୁଲ୍‌ବୁଲ୍‌’ ପ୍ରଭାବ: ଧାମରା ବନ୍ଦରରେ ଓଲଟିଲା ଡଙ୍ଗା, ଫସିଥିବା ୯ ଜଣଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଆରମ୍ଭ

ଚାନ୍ଦବାଲି,୯।୧୧(ଡି.ଏନ୍‌.ଏ.): ବାତ୍ୟା ‘ବୁଲ୍‌ବୁଲ୍‌’ର ଆଂଶିକ ପ୍ରଭାବ ପଡ଼ିବ ବୋଲି ପାଣିପାଗ ବିଭାଗ ଆକଳନ କରିଥିଲେ ସୁଦ୍ଧା ଭଦ୍ରକରେ ଏହାର ପ୍ରଭାବ ବାରି ହୋଇପଡ଼ୁଛି। ବର୍ଷା ସାଙ୍ଗକୁ ଜୋରରେ ପବନ ବୋହୁଥିବାରୁ ଧାମରା ମୁହାଣରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଡଙ୍ଗା ଓଲଟି ପଡ଼ିଥିବା ସୂଚନା ମିଳିଛି। ତେବେ ଏଥିରେ ଥିବା ୯ଜଣ ମତ୍ସ୍ୟଜୀବୀ ଓ କର୍ମଚାରୀ ପହଁରି ପହଁରି ଧାମରା ମୁହାଣରେ ଥିବା କାଳିଭଞ୍ଜ ଡିଆଁ ଜଙ୍ଗଲରେ ଅଟକି ରହିଛନ୍ତି। ଓଲଟି ପଡ଼ିଥିବା ଡଙ୍ଗାଟି ସ୍ଥାନୀୟ ଧାମରା ଅଞ୍ଚଳର ଜଣେ ମତ୍ସ୍ୟଜୀବୀଙ୍କର ବୋଲି ଜଣାପଡ଼ିଛି। ପବନ ଯୋଗୁ ବୋଟ୍‌ ସହାୟତାରେ ସେଠାରେ ପହଞ୍ଚିବା ସମ୍ଭବ ହୋଇନାହିଁ। ତହସିଲଦାର, ଧାମରା ଥାନା ଓ ମେରାଇନ୍‌ ଥାନା ପକ୍ଷରୁ ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଓଡ୍ରାଫ୍‌ ଟିମ୍‌ର ସହାୟତା ନିଆଯାଇଛି। ମାତ୍ର ଅଦ୍ୟାବଧି ବିପନ୍ନଙ୍କ ନିକଟରେ କୌଣସି ସହାୟତା ପହଞ୍ଚତ୍ ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବରଗୋଛା-ଦପଲା ରାସ୍‌ତା: ନୂତନ ରାସ୍‌ତା ଲାଗି ଅଂଚଲବାସୀକର ଦାବି

ମନମୁଣ୍ଡା, ୧୬।୧୨ (ଡି.ଏନ୍‌.ଏ.)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଅଧୀନ ବରଗୋଛା-ଦପଲା ୨୦ କି.ମି. ରାସ୍‌ତା ବହୁତ୍‌ ବଛର ହେଲା ଦେଖ୍‌ରେଖ, ମରାମତି ଅଭାବୁ ପିଚୁ...

ହେଲମେଟ ପିନ୍ଧି ସଡ଼କ ସଚେତନତାର ବାର୍ତ୍ତା ବାଣ୍ଟିଲା ପୋଲିସ

କେନ୍ଦୁଝର,୧୬।୧(ସ୍ବ.ପ୍ର.): ସଡ଼କ ସୁରକ୍ଷା ସପ୍ତାହ ଅବସରରେ କେନ୍ଦୁଝର ପୋଲିସ ପକ୍ଷରୁ ସଚେତନତା ବାଇକ ରାଲି କେନ୍ଦୁଝର ସହରରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଏସପି ପି.କେ....

ରାଉରକେଲାରେ ପହଞ୍ଚି ଏନ୍‌ଆଇଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି

ରାଉରକେଲା ଅଫିସ,୨୧।୩: ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ରାଉରକେଲାରେ ପହଞ୍ଚିଛନ୍ତି। ଏନଆଇଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପାଇଁ ସେ ରାଉରକେଲା ଗସ୍ତରେ ଅଛନ୍ତି। ନିର୍ଦ୍ଧାରିତ...

ଗଞ୍ଜାମ ଜିଲାର ୭.୨ ଲକ୍ଷ ଘରେ ସର୍ଭେ : ଫ୍ଲୁ ଥିବା ବ୍ୟକ୍ତିଙ୍କର ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ସ୍କ୍ରିନିଂ

ଛତ୍ରପୁର, ୧୩।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଗତ ତିନି ଦିନ ହେଲା ଗଞ୍ଜାମ ଜିଲାର ୭ ଲକ୍ଷ ୨ ହଜାର ୭୪୮...

‘ଗବେଷଣାକୁ ସମ୍ମାନ ଆହୁରି ଉତ୍ସାହିତ କରିବ’

ଲାଞ୍ଜିଗଡ଼,୨୭।୧(ଡି.ଏନ.ଏ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଆଚାର୍ଯ୍ୟ ଏମ୍‌.ଏସ୍‌. ଶେଖରଙ୍କୁ ଜ୍ୟୋତିଷ ଓ ବାସ୍ତୁଶାସ୍ତ୍ରରେ ପାରଦର୍ଶିତା ପାଇଁ ସ୍ବର୍ଣ୍ଣ ପଦକ ସହ ‘ଜ୍ୟୋତିଷ ମହର୍ଷି’ ପରାଶର ସମ୍ମାନ...

ସେପ୍ଟେମ୍ବରରେ ଉତ୍ତର ରେଳପଥରେ ୪ଟ୍ରେନ ବାତିଲ

ଭୁବନେଶ୍ୱର, ୨୮-୮(ବ୍ୟୁରୋ)-ଉତ୍ତର ରେଳପଥରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁ ୪ଟି ଏକ୍ସପ୍ରେସକୁ ବାତିଲ କରାଯାଇଛି ବୋଲି ପୂର୍ବତଟ ରେଳପଥ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି।...

ଏପ୍ରିଲ ୫ରେ ଧାମନଗରରେ ସାନି ମତଦାନ

ଭୁବନେଶ୍ୱର,୩୦।୩(ବ୍ୟୁରୋ): ଏପ୍ରିଲ ୫ ତାରିଖରେ ଧାମନଗର ଏନ୍‌ଏସିରେ ସାନି ମତଦାନ ହେବ। ୬ ବୁଥ୍‌ରେ ୫ ତାରିଖରେ ପୁନଃ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନରଙ୍କ...

ଚେତିଲେ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ତ୍ତୃପକ୍ଷ : ରିଫିଲିଂ ପାଇଁ ଗଲା ୮୧ ଅଗ୍ନି ନିର୍ବାପକ ସିଲିଣ୍ଡର

ଅନୁଗୋଳ ଅଫିସ, ୩୦।୬ – ବିଳମ୍ବରେ ହେଲେ ବି ଚେତିଛନ୍ତି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ତ୍ତୃପକ୍ଷ। ଡାକ୍ତରଖାନାରେ ଲାଗିଥିବା ୮୧ଟି ଅଗ୍ନି ନିର୍ବାପକ ସିଲିଣ୍ଡରକୁ...

Advertisement
Archives

Model This Week