ବୁଲାକୁକୁରଙ୍କ ପାଇଁ ଦେବଦୂତ ସାଜିଛନ୍ତି ଜ୍ୟୋତିରଞ୍ଜନ

ନିଶ୍ଚିନ୍ତକୋଇଲି,୬ା୪(ସ୍ବ.ପ୍ର.) : କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ଲକ୍‌ଡାଉନ୍‌ ଯୋଗୁ ୧୦ ଦିନ ହେଲା ବୁଲା କୁକୁରମାନେ ଖାଇବାକୁ ପାଉନାହାନ୍ତି। ଫଳରେ ଏହି କୁକୁରମାନଙ୍କ ପାଇଁ ଦେବଦୂତ ସାଜିଛନ୍ତି ଜ୍ୟୋତିରଞ୍ଜନ ସାହୁ। ସେ ସବୁଦିନ କୁକୁର, କାଉ ଏବଂ ଅନ୍ୟ ପଶୁପକ୍ଷୀଙ୍କୁ ଦୁଇଥର ଲେଖାଏ ଖାଇବାକୁ ଦେଉଛନ୍ତି। ଏହାବ୍ୟତୀତ ସେ ଗରିବ ଅସହାୟମାନଙ୍କୁ ମଧ୍ୟ ଖାଇବାକୁ ଦେଉଛନ୍ତି। ତାଙ୍କର ଏହି କାର୍ଯ୍ୟକୁ ସାଧାରଣରେ ବେଶ୍‌ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ଫସଲ ଉଜାଡ଼ିଲେ ହାତୀପଲ

କାଳିଆପାଣି,୨୩ା୧୨ (ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ଭାଲୁକିପାତଳା ଗ୍ରାମରେ ବୁଧବାର ରାତିରେ ଏକ ହାତୀ ପଲ ପସି ଧାନ ଫସଲ ନଷ୍ଟ କରିଛନ୍ତି।...

ବଜ୍ରପାତରେ ମହିଳା ମୃତ, ପରିବାରକୁ କ୍ଷତିପୂରଣ ଦାବି

ଲଖନପୁର, ୨୪।୯(ଡି.ଏନ୍‌.ଏ.)-ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଭଅଁରଖୋଲ ପଞ୍ଚାୟତ ଠେବରା ଗ୍ରାମର ଜଣେ ମହିଳାଙ୍କ ମଙ୍ଗଳବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସେ ହେଲେ ସୁରେନ ମୁଣ୍ଡାଙ୍କ...

ଅବ୍ୟବସ୍ଥାରେ ଆଇସୋଲେଶନ ସେଣ୍ଟର

ଏରସମା, ୧୬।୪ (ସ୍ବ.ପ୍ର.)-ଏରସମା ବ୍ଲକ ଅଧୀନ ଜିରୋଇଲୋ ପଞ୍ଚାୟତରେ ହୋଇଥିବା ଆଇସୋଲେଶନ ସେଣ୍ଟରରେ ନାନା ଅବ୍ୟବସ୍ଥା ଥିବା ଅଭିଯୋଗ ହୋଇଛି। ଏଥିରେ ରହିଥିବା ଜଣେ ମହିଳାଙ୍କ...

ପୂର୍ବ ଶତ୍ରୁତାରୁ ହିଂସାକାଣ୍ଡ, ୨ ଗୁରୁତର

ହିଞ୍ଜିଳିକାଟୁ,୨୪ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅନ୍ତର୍ଗତ ପିତଳ ଗ୍ରାମରେ ବୁଧବାର ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହିଂସାକାଣ୍ଡ ଘଟିଛି। ଏଥିରେ ୨ପକ୍ଷଙ୍କ ମଧ୍ୟରେ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ନ ରହି ଲୁଚୁଛନ୍ତି ବାହାର ଫେରନ୍ତା

ଲୋଇସିଂହା,୩ା୫(ଡି.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅଞ୍ଚଳରୁ ଦୁଇଜଣ ତାମିଲନାଡୁ ଫେରନ୍ତା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ବାହାରେ ଥିବା ଜିଲାର ଦାଦନଙ୍କୁ ରାଜ୍ୟ...

ବରଗଡ଼ରେ ଯୋଗ ଦେଲେ ନୂଆ ଏସ୍‌ପି

ବରଗଡ଼ ଅଫିସ,୬ା୫: ବରଗଡ଼ ଜିଲାର ନୂତନ ଏସ୍‌ପି ଭାବେ ଶୁକ୍ରବାର ପରମାର୍‌ ସ୍ମିତ୍‌ ପୁରୁଷୋତ୍ତମ ଦାଶ ଯୋଗଦାନ କରିଛନ୍ତି। ୨୦୧୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ପରମାର୍‌...

ଗଞ୍ଜାମରେ ସର୍ବାଧିକ ଦୁର୍ଘଟଣାଜନିତ ମୃତ୍ୟୁ

ଛତ୍ରପୁର,୧୨ା୯(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ ରାଜ୍ୟରେ ସର୍ବାଧିକ ଦୁର୍ଘଟଣା ଜନିତ ମୃତ୍ୟୁ ଗଞ୍ଜାମ ଜିଲାରେ ହୋଇଥିବା ରିପୋର୍ଟରୁ...

ବକ୍ସ କଲଭର୍ଟ କାମରେ ମନମାନି

ଜଗତ୍‌ସିଂହପୁର ଅଫିସ,୩୦ା୩: ଜଳ ସମ୍ପଦ ବିଭାଗ ଜଗତ୍‌ସିଂହପୁର ଡିଭିଜନର ମନମାନି ପୁଣି ପଦାକୁ ଆସିଛି। ଜଗତ୍‌ସିଂହପୁର ସହର ବଙ୍ଗଳା ଛକ ନିକଟ ପୋଷ୍ଟ ଅଫିସ ଛକରୁ...

Advertisement
Archives

Model This Week