ବୁଲାକୁକୁରଙ୍କ ପାଇଁ ଦେବଦୂତ ସାଜିଛନ୍ତି ଜ୍ୟୋତିରଞ୍ଜନ

ନିଶ୍ଚିନ୍ତକୋଇଲି,୬ା୪(ସ୍ବ.ପ୍ର.) : କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ଲକ୍‌ଡାଉନ୍‌ ଯୋଗୁ ୧୦ ଦିନ ହେଲା ବୁଲା କୁକୁରମାନେ ଖାଇବାକୁ ପାଉନାହାନ୍ତି। ଫଳରେ ଏହି କୁକୁରମାନଙ୍କ ପାଇଁ ଦେବଦୂତ ସାଜିଛନ୍ତି ଜ୍ୟୋତିରଞ୍ଜନ ସାହୁ। ସେ ସବୁଦିନ କୁକୁର, କାଉ ଏବଂ ଅନ୍ୟ ପଶୁପକ୍ଷୀଙ୍କୁ ଦୁଇଥର ଲେଖାଏ ଖାଇବାକୁ ଦେଉଛନ୍ତି। ଏହାବ୍ୟତୀତ ସେ ଗରିବ ଅସହାୟମାନଙ୍କୁ ମଧ୍ୟ ଖାଇବାକୁ ଦେଉଛନ୍ତି। ତାଙ୍କର ଏହି କାର୍ଯ୍ୟକୁ ସାଧାରଣରେ ବେଶ୍‌ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର ଅଫିସ,୭।୬- ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସେ ହେଲେ ପୋଲସରା ଥାନା ସୋଡ଼କ ଗ୍ରାମପଞ୍ଚାୟତ ମଦରଙ୍ଗାପଲ୍ଲୀ ଗ୍ରାମର ଗନ୍ଧର୍ବ...

ଏକ୍ସପୋର୍ଟ, ଇମ୍ପୋର୍ଟ କମ୍ପାନୀ ନାଁରେ ୭୫ଲକ୍ଷ ଠକେଇ

ବାଲେଶ୍ୱର ଅଫିସ,୨୪।୭-ବାଲେଶ୍ୱର ଜିଲା ସହଦେବଖୁଣ୍ଟା ମଡ଼େଲ ଥାନା ଭାସ୍କରଗଞ୍ଜ(ବି) ଅଞ୍ଚଳରେ ଗତ ୯ ତାରିଖରେ ନ୍ୟାଶନାଲ ପୋର୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ନାମକ ଏକ କମ୍ପାନୀ ଖୋଲି...

ସାହାଯ୍ୟ ମାଗିଲେ ଗୁପ୍‌ଚୁପ୍‌, ଆଖୁରସ ବ୍ୟବସାୟୀ

ସମ୍ବଲପୁର,୧୦।୪(ବ୍ୟୁରୋ) ବର୍ତ୍ତମାନ କରୋନା କଟକଣା ଓ ଲକ୍‌ ଡାଉନ ଯୋଗୁ ସମ୍ବଲପୁରରେ ଗୁପ୍‌ଚୁପ୍‌ ଓ ଆଖୁ ରସ ବିକ୍ରି ବନ୍ଦ ରହିଛି। ଏହାଦ୍ୱାରା ଆଖୁରସ ଓ...

୫ରୁ ପଶ୍ଚିମ ଓଡ଼ିଶାରେ ଚାଷୀଙ୍କ ରାସ୍ତାରୋକୋ

ସମ୍ବଲପୁର,୨୯ା୧୧(ବ୍ୟୁରୋ): ସମଗ୍ର ପଶ୍ଚିମ ଓଡ଼ିଶାରେ ଧାନ ସଂଗ୍ରହରେ ଅବ୍ୟବସ୍ଥା ଦେଖା ଦେଇଛି। ଟୋକନ ସମସ୍ୟା ଚାଷୀଙ୍କ ପାଇଁ କାଳ ସାଜିଛି । ଅନ୍ୟପକ୍ଷେ ଏକର ପିଛା...

ପୋତିଦେଲେ ଲକ୍ଷାଧିକ ଟଙ୍କାର ଔଷଧ

ଯଶିପୁର,୧୨ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଯଶିପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଲକ୍ଷାଧିକ ଟଙ୍କାର ଔଷଧ ମାଟି ତଳେ ପୋତି ଦିଆଯାଇଥିବା ଦେଖିବାକୁ ମିଳିଛି। ସରକାର ଜନସାଧାରଣଙ୍କ ବୃହତ...

ଜରିମାନା ଆଦାୟକୁ ଗୋପାଳକଙ୍କ ବିରୋଧ: କମିଶନରଙ୍କୁ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ,୩୦।୭: ରାସ୍ତାରେ ଏଣେତେଣ ବୁଲି ଟ୍ରାଫିକ ସମସ୍ୟା ସୃଷ୍ଟି କରୁଥିବା ଗାଈ, ଗୋରୁ ଏବଂ ମଇଁଷି ମାଲିକଙ୍କଠାରୁ ଜରିମାନା ଆଦାୟ ପାଇଁ ବ୍ରହ୍ମପୁର ମହାନଗର...

ଓ୍ବାର୍ଲଡ଼ ରେକର୍ଡ କଲେ ବଲାଙ୍ଗୀରର ୧ ବର୍ଷ ୧୧ ମାସର ଶିଶୁ

ବଲାଙ୍ଗୀର ଅଫିସ,୧୨ା୧- ଭାରତର ପ୍ରାଦଶିକ ରାଜଧାନୀମାନଙ୍କ ନାମ ଆବୃତ୍ତି କରି ବଲାଙ୍ଗୀର ସହରର ଜଣେ ୧ବର୍ଷ ୧୧ ମାସ ୬ ଦିନର ଶିଶୁପୁତ୍ର ବିଶ୍ୱରେକର୍ଡ କରିଥିବା...

ସମୁଦ୍ରରେ ଡଙ୍ଗା ବୁଡ଼ି ମତ୍ସ୍ୟଜୀବୀ ମୃତ, ଜଣେ ନିଖୋଜ

ବାହାନଗା,୪ା୫(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ଇଞ୍ଚୁଡି ଗ୍ରାମର ୭ ଜଣ ମତ୍ସ୍ୟଜୀବୀ ଶୁକ୍ରବାର ସମୁଦ୍ରକୁ ମାଛ ଧରିବା ପାଇଁ ଯାଇଥିବା ବେଳେ ଝଡ଼ ତୋଫାନ...

Play 250+ Trending Games
Archives

Model This Week

Why Dharitri