ବୁଲାଗୋରୁଙ୍କୁ ମିନି ଷ୍ଟାଡିୟମରେ ଭର୍ତ୍ତିକରି ତାଲା ପକାଇଲା ପ୍ରଶାସନ, ୩ଦିନ ହେଲା ଉପାସରେ

ଗଞ୍ଜାମ, ୨୫।୩(ଡି.ଏନ୍‌.ଏ.): କରୋନା ପାଇଁ ସାରା ବିଶ୍ୱ ଚିନ୍ତାରେ ଥିବାବେଳେ ଜୀବଜନ୍ତୁ ମଧ୍ୟ ସଙ୍କଟରେ ପଡ଼ିଛନ୍ତି। ଏ ନେଇ ସରକାର ଏପ୍ରିଲ ୧୪ ପର୍ଯ୍ୟନ୍ତ ଅର୍ଥାତ୍‌ ୨୧ ଦିନ ଲୋକଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କ ଗହଳି ହେଲେ ପୋଲିସ ଅତର୍କିତ ଚଢ଼ାଉ କରୁଛି । ଏଥିରୁ ବୁଲାଗୋରୁ ମଧ୍ୟ ବାଦ୍‌ ପଡ଼ିନାହାନ୍ତି । ଏନ୍‌ଏସି ପ୍ରଶାସନ ପକ୍ଷରୁ ତିନିଦିନ ତଳେ ସହରରେ ବୁଲୁଥିବା ଗୋରୁଙ୍କୁ ବଡ଼ବଜାରଠାରେ ଥିବା ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିୟମରେ ଭର୍ତ୍ତି କରାଯାଇଛି। ସେମାନଙ୍କ ପାଇଁ କୌଣସି ବ୍ୟବସ୍ଥା ନ ଥିବା ଯୋଗୁ ସାଧାରଣରେ ପ୍ରତିକ୍ରିୟା ପ୍ରକାଶ ପାଇଛି । ଏ ନେଇ ବଡ଼ବଜାର ବଣିକ ସଙ୍ଘ ସଭାପତି ଗୌରୀଶଙ୍କର ବାରିକି କୁହନ୍ତି, ଯେହେତୁ ସେମାନଙ୍କ ପାଟି ଫିଟୁନି ତେଣୁ ସେମାନଙ୍କ ପ୍ରତି ଏଭଳି କରିବା ଠିକ୍‌ ନୁହେଁ। ସେହିପରି ତହସିଲଦାର ଅବନୀ କୁମାର ସାହୁ କୁହନ୍ତି, ଏନ୍‌ଏସି ଇଓଙ୍କ ସହ କଥା ହେବା ପରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆର ମାଡ଼ରେ ପୁଣି ୧୧ ଘର ଭାଙ୍ଗିଲା

ଗୋପାଳପୁର,୨୪।୭(ଡି.ଏନ.ଏ.): ସମୁଦ୍ର ଜୁଆର ମାଡ଼ରେ ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ରାମେୟାପାଟଣା ଗ୍ରାମର ପୁଣି ୧୧ ଘର ଗୁରୁବାର ଓ ଶୁକ୍ରବାର ଭାଙ୍ଗିଯାଇଛି। ଦିନକୁ ଦିନ...

ବଲାଙ୍ଗୀର: ଗୋଟିଏ ଦିନରେ ୮ ପଜିଟିଭ ଚିହ୍ନଟ, ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୨୪କୁ ବୃଦ୍ଧି

ବଲାଙ୍ଗୀର ଅଫିସ, ୨୫ା୫: ବଲାଙ୍ଗୀର ଜିଲାରେ ଗୋଟିଏ ଦିନରେ ଅର୍ଥାତ୍‌ ସୋମବାର ଆଉ ୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ...

ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଛାତ୍ରୀଙ୍କ ମୃତ୍ୟୁ

ମୁନିଗୁଡ଼ା,୧୧।୭(ଡି.ଏନ୍‌.ଏ.) : ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ କୁମୁଡ଼ାବାଲି କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ...

ଗଜପତିରେ ସପ୍ତାହାନ୍ତ ଶଟ୍‌ଡାଉନ୍‌: ରାସ୍ତାଘାଟ ଖାଁ ଖାଁ

ପାରଳାଖେମୁଣ୍ଡି,୨୪।୪(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନୁସାରେ ଶନିବାର ଗଜପତି ଜିଲାର ସଦରମହକୁମାର ପାରଳାଖେମୁଣ୍ଡି ପୌରାଞ୍ଚଳ ଓ କାଶୀନଗର ଏନ୍‌ଏସିିରେ ସପ୍ତାହାନ୍ତ ଶଟ୍‌ଡାଉନ୍‌ ଆରମ୍ଭ ହୋଇଛି । ମେଡିକାଲ...

ଅବକାରୀ ଚଢାଉ, ୧୨୦ଲିଟର ଦେଶୀମଦ ଜବତ

ଖଲ୍ଲିକୋଟ,୧ା୫(ଡି.ଏନ୍‌.ଏ.)- ଖଲ୍ଲିକୋଟ ଅବକାରୀ ବିଭାଗ ଶୁକ୍ରବାର ସକାଳେ ଚଢାଉ କରି ୧୨୦ଲିଟର ଦେଶୀମଦ ସହ ୪ ବାଇକ ଜବତ କରି ୪ଜଣଙ୍କୁ ଗିରଫ କରିଛି। ଖଲ୍ଲିକୋଟ...

ପ୍ରସ୍ତାବ ମାତ୍ରେ ଅଣଦେଖା

ଯାଜପୁର ଅଫିସ,୭ା୬: ଯାଜପୁର ଜିଲାରେ ପ୍ରାୟ ପ୍ରତିବର୍ଷ ବନ୍ୟା ବିଭୀଷିକା ଦେଖିବାକୁ ମିଳୁଛି। ବିପୁଳ ପରିମାଣର ଚାଷଜମି ପ୍ରଭାବିତ ହେବାଯୋଗୁ ଚାଷୀମାନେ ବିପୁଳ କ୍ଷତି ସହୁଛନ୍ତି।...

ଷ୍ଟିୟରିଂ ଛାଡି ଆନ୍ଦୋଳନକୁ ଓହ୍ଲାଇଲା ଡ୍ରାଇଭର ମହାସଂଘ

ନୟାଗଡ଼ ଅଫିସ,୧୫।୩: ୧୦ ଦଫା ଦାବି ନେଇ ଷ୍ଟିୟରିଂ ଛାଡ଼ି ଅର୍ନିଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି ଡ୍ରାଇଭର ମହାସଂଘ। ଡ୍ରାଇଭର ପାଣ୍ଠି ଗଠନ, ସାମାଜିକ...

ଜଳକାରେ କୁମ୍ଭୀର ଆତଙ୍କ

ବାଲେଶ୍ୱର ଅଫିସ,୨୨ା୮: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ଗାନ୍ଧୀ ଛକ ନିକଟରେ ଜଳକା ନଦୀରେ କୁମ୍ଭୀର ଦେଖିବାକୁ ମିଳିଛି। ଫଳରେ ସ୍ଥାନୀୟ ବାସିନ୍ଦା ଆତଙ୍କିତ...

Advertisement
Archives

Model This Week