ବୁଲା କୁକୁର ସହ ଖେଳିଲେ ବିରୁଷ୍କା

ଅଭିନେତ୍ରୀ ଅନୁଷ୍କା ଶର୍ମା ସ୍ବାମୀ ବିରାଟ କୋହଲିଙ୍କ ସହ ଏବେ ଭୁଟାନରେ ଛୁଟି କାଟୁଛନ୍ତି। ପ୍ରତିଦିନ ଉଭୟଙ୍କ ନୂଆ ନୂଆ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ନିକଟରେ ଅନୁଷ୍କା ନିଜ ଇନଷ୍ଟାଗ୍ରାମରେ ବୁଲା କୁକୁର ସହ ଖେଳୁଥିବା ଫଟୋ ପୋଷ୍ଟ କରିଛନ୍ତି। ଗୋଟିଏ ଫଟୋରେ ବିରାଟ ଏବଂ ଅନ୍ୟଟିରେ ସେ ନିଜେ କୁକୁରକୁ ଧରିଥିବା ଦେଖାଯାଇଛି। ଫଟୋରେ ଉଭୟ ବେଶ୍‌ ଖୁସି ଥିବା ନଜର ଆସିଛନ୍ତି। ପୂର୍ବରୁ ବିରୁଷ୍କା ଭୁଟାନରେ ବାଛୁରୀକୁ ଘାସ ଖୁଆଉଥିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ବିରାଟ କୋହଲିଙ୍କ ୩୧ତମ ଜନ୍ମଦିବସ ପାଳନ ପାଇଁ ଉଭୟ ଭୁଟାନ ଯାଇଥିଲେ। ସେଠାରୁ ହିମାଳୟ ପର୍ବନ ମଧ୍ୟ ଯାଇଥିବାର ଫଟୋ ଇନ୍‌ଷ୍ଟାଗ୍ରାମରେ ବିରୁଷ୍କା ଶେୟାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନାରେ ବିଶ୍ୱକପ୍‌ ଟ୍ରଫି ନିର୍ମାଣ କଲେ ଜଣେ ଭାରତୀୟ ଫ୍ୟାନ: ୟୁଜର୍ସ କହିଲେ, ପାକିସ୍ତାନ ପଠେଇଦିଅ

ବେଙ୍ଗାଲୁରୁ, ୪।୭: ୨୦୧୯ ଆଇସିସି ବିଶ୍ୱକପ୍‌ ସେମିଫାଇନାଲ ଯେତିକି ପାଖେଇ ଆସୁଛି, ଏହାକୁ ନେଇ ଦର୍ଶକଙ୍କ ମଧ୍ୟରେ ରୋମାଞ୍ଚ ସେତିକି ବଢିବାରେ ଲାଗିଛି। ବିଶ୍ୱକପରେ ଭାରତୀୟ...

ଆଜି ବି ଟି୨୦ ଫାଇନାଲରେ ଏହି ଶେଷ ଓଭରକୁ ଭୁଲି ପାରୁନାହାନ୍ତି ବ୍ରେଟ୍‌ ଲି’: ୬ ବଲ୍‌ରେ…

ନୂଆଦିଲ୍ଲୀ,୨୮।୧: ଅଷ୍ଟ୍ରେଲିଆର ପୂର୍ବ ପେସର ବ୍ରେଟ ଲି କ୍ରିକେଟ ଇତିହାସର ସବୁଠାରୁ ଦ୍ରୁତ ବୋଲରଙ୍କ ମଧ୍ୟରୁ ଅନ୍ୟତମ। ଦୀର୍ଘଦିନ ଧରି ସେ କ୍ରିକେଟର ସମସ୍ତ ଫର୍ମାଟରେ...

୮୦ ଫୁଟ ଗଭୀର କୂଅକୁ ୯ବର୍ଷର ଶିଶୁ ଫିଙ୍ଗି ଦେଲେ ଯୁବକ, ୩ ଦିନ ପରେ..

ଫିରୋଜାବାଦ୍‌,୧୦।୨: କଥାରେ ଅଛି ରଖେ ହରି ତ ମାରେ କିଏ, ମାରେ ହରି ତ ରଖେ କିଏ ଏହି ଉକ୍ତିର ଯଥାର୍ଥତା ଉତ୍ତର ପ୍ରଦେଶର ଫିରୋଜାବାଦରେ...

ବରୁଣ ଯାହା ଚାହୁଁଥିଲେ..

ସତରେ ଏ ମନ ଖୋଜୁଥାଏ ଯାହା କାଳେ ପ୍ରାପତ ହୁଏ ତାହା। ଦେଖୁନାହାନ୍ତି ନିଜ ମନପସନ୍ଦର ଭୂମିକାଟିଏ ପାଇ ପୁଣି ତାହାକୁ ସୁଚାରୂ ରୂପେ ତୁଲାଇ...

ଆଇଟା ନିର୍ବାଚନ: ଜୈନ ସଭାପତି, ଧୂପର ସାଧାରଣ ସମ୍ପାଦକ

ନୂଆଦିଲ୍ଲୀ, ୭ା୯ (ପି.ଟି.)-ସର୍ବଭାରତୀୟ ଟେନିସ ଆସୋସିଏଶନ (ଆଇଟା)ର ବାର୍ଷିକ ସାଧାରଣ ଅଧିବେଶନ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାଜପା ରାଜ୍ୟ ସଭା ସଦସ୍ୟ ଅନିଲ ଜୈନ...

କ୍ୟାନ୍‌ସର୍‌ ଲଢେଇ ଜିତିଥିଲେ ଏହିସବୁ ବଲିଉଡ୍‌ କଳାକାର

ବଲିଉଡ ଅଭିନେତା ସଞ୍ଜୟ ଦତ୍ତ ଫୁସଫୁସ କ୍ୟାନସରର ଶିକାର ହୋଇଛନ୍ତି। ଚିକିତ୍ସା ପାଇଁ ସେ ଆମେରିକା ଯିବେ। ଏହା ପୂର୍ବରୁ ବଲିଉଡ୍‌ର ଅନେକ କଳାକାରଙ୍କ କ୍ୟାନସର୍‌...

ଗୋଥାମ୍‌ଙ୍କ ହ୍ୟାଟ୍ରିକ: ଓ୍ବେଷ୍ଟଇଣ୍ଡିଜ-ଏ ୧୯୪ରେ ସୀମିତ

ତରୌବା (ତ୍ରିନିଦାଦ ଆଣ୍ଡ୍‌ ଟବାଗୋ), ୮।୮ (ପି.ଟି.)- ଅଫ୍‌-ସ୍ପିନର କ୍ରିଷ୍ଣାପ୍ପା ଗୋଥାମଙ୍କ ହ୍ୟାଟ୍ରିକ ଉଇକେଟ୍‌ ସଫଳତା ବଳରେ ଭାରତ-ଏ ଏଠାରେ ଚାଲିଥିବା ଅନ୍ତିମ ତଥା ୩ୟ...

ଟାଇଟଲ ଜିତିଲେ ଜିଏମ୍‌ ଗୁକେଶ

କାଷ୍ଟିଲା ଲା ମାଞ୍ଚା(ସ୍ପେନ),୧୮।୪: ଭାରତୀୟ ଯୁବ ଗ୍ରାଣ୍ଡମାଷ୍ଟର ଡି ଗୁକେଶ ୪୮ତମ ଲା ରୋଡା ଅନ୍ତର୍ଜାତୀୟ ଓପନ ଚେସ୍‌ ଟୁର୍ନାମେଣ୍ଟରେ ଚାମ୍ପିୟନ ହୋଇଛନ୍ତି। ୯ ରାଉଣ୍ଡ...

Advertisement
Archives

Model This Week