Posted inଜାତୀୟ

ବୁଲେଟପ୍ରୁଫ୍‌ ମନ୍ଦିରକୁ ସ୍ଥାନାନ୍ତର ହେବେ ରାମଲାଲା

ନୂଆଦିଲ୍ଲୀ,୯ା୩: ଆଗାମୀ ୨୫ରେ ଭକ୍ତମାନେ ରାମଲାଲାଙ୍କୁ ଦର୍ଶନ କରିବାକୁ ଗଲେ ସେମାନେ ଖୁବ୍‌ ପାଖରୁ ତାଙ୍କୁ ଦେଖିବାର ସୁଯୋଗ ପାଇବେ। କାରଣ ରାମଲାଲାଙ୍କୁ ସେଠାରେ ଥିବା ଏକ ବୁଲେଟପ୍ରୁଫ୍‌ ମନ୍ଦିରକୁ ସ୍ଥାନାନ୍ତର କରାଯାଉଥିବା ବିଶ୍ୱ ହନ୍ଦୁ ପରିଷଦ (ଭିଏଚ୍‌ପି) ନେତା ବିନୋଦ କୁମାର ବଂଶଲ କହିଛନ୍ତି। ଏବେ ଭକ୍ତମାନଙ୍କୁ ୫୨ ଫୁଟ ଦୂରରୁ ରାମଲାଲାଙ୍କୁ ଦର୍ଶନ କରିବାକୁ ପଡ଼ୁଛି। ଖୁବ୍‌ଶୀଘ୍ର ସେମାନେ ମାତ୍ର ୨୬ ଫୁଟ ଦୂରରୁ ଦେଖିବାର ସୁଯୋଗ ପାଇବେ। ଏଥିପାଇଁ ସୁରକ୍ଷା କଡ଼ାକଡ଼ି କରାଯିବା ସହ ଏକ୍ସ-ରେ ସ୍କାନିଂ ମେଶିନ୍‌ ଲାଗିବ ଏବଂ ବୟସ୍କ ଦର୍ଶକମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ବଂଶଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିମାଚଳ ପ୍ରଦେଶରେ ଭାଜପାର ନୂଆ ପ୍ରାର୍ଥୀ ଚୟନ ସୂତ୍ର, ପରିବାରର ଜଣକୁ ଟିକଟ-୭୫ ବର୍ଷରୁ ଅଧିକଙ୍କୁ ନିର୍ବାଚନ ଲଢ଼ିବା ମନା…

ଶିମଲା,୧୯।୧୦ : ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ୬୨ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ ପାଇଛି। ଅନେକ ଭେଟେରାନ ଏହି ତାଲିକାରେ...

୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୨।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ...

ଜେଇଇ ଆଡଭାନ୍ସ ପରୀକ୍ଷା ଫଳ ପ୍ରକାଶ, ଶିଶିର-ତନିଷ୍କା ଟପ୍ପର…

ନୂଆଦିଲ୍ଲୀ, ୧୧।୯ : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି, ବମ୍ବେ ପକ୍ଷରୁ ଜେଇଇ ଆଡଭାନ୍ସ-୨୦୨୨ର ଫଳାଫଳ ଘୋଷଣା କରାଯାଇଛି। ଆଇଆଇଟି ଜେଇଇ ଟପ୍ପରଙ୍କ ନାମ ମଧ୍ୟ...

ଭାଜପା କର୍ମୀଙ୍କୁ କେଜରିୱାଲଙ୍କ ବାର୍ତ୍ତା, ପେମେଣ୍ଟ ସେଠୁ ନିଅ କାମ ଆମ ପାଇଁ କର

ଅହମଦାବାଦ,୩ ।୯: ଗୁଜରାଟର ଆଗାମୀ ବିଧାନସଭା ନିର୍ବାଚନ ଲାଗି ଆମ ଆଦମୀ ପାର୍ଟି(ଏଏପି) ତା’ର ସମସ୍ତ ଶକ୍ତି ଲଗାଇ ଦେଇଛି । ଦଳର ରାଷ୍ଟ୍ରୀୟ ସଂଯୋଜକ...

ଆସନ୍ତା ମାସରୁ ପିଲାଙ୍କୁ ଟିକା

ନୂଆଦିଲ୍ଲୀ,୧୮।୮: ପିଲାମାନଙ୍କ ଉପରେ କୋଭିଡ୍‌ ଟିକାର ପରୀକ୍ଷା ଚାଲିଥିବା ବେଳେ ଖୁବ୍‌ଶୀଘ୍ର ଏହାର ଫଳାଫଳ ମିଳିବ ବୋଲି ଆଶା କରାଯାଉଛି। ଉକ୍ତ ଫଳାଫଳ ଭାରତର ଔଷଧ...

ଏକା ସହ ଜାଳିଦେଲେ ୫୦ କରୋନା ଆକ୍ରାନ୍ତଙ୍କ ମୃତଦେହ, ଆଉ ତା’ ପରେ..

ହାଇଦ୍ରାବାଦ,୨୪।୭: ସାରା ବିଶ୍ୱରେ କରୋନା କାୟା ବୃଦ୍ଧି ପାଇବାରେ ଲାଗିଛି। ଏଥିରେ ସଂକ୍ରମିତ ହୋଇ ଲକ୍ଷାଧିକ ଲୋକଙ୍କ ଜୀବନହାନି ମଧ୍ୟ ଘଟୁଛି। ଭାରତରେ ମଧ୍ୟ ଏବେ...

୯୭ ପ୍ରତିଶତରୁ ଊର୍ଦ୍ଧ୍ୱ ବୟସ୍କ ନେଲେଣି ଟିକାର ପ୍ରଥମ ଡୋଜ

ନୂଆଦିଲ୍ଲୀ,୩।୩: ଦେଶରେ କରୋନା ମହାମାରୀକୁ ଦୂର କରିବା ଲାଗି ଦ୍ରୁତ ଗତିରେ କରାଯାଇଥିବା ଟିକାକରଣକୁ ନେଇ ଏକ ଖୁସିଖବର ସାମ୍ନାକୁ ଆସିଛି। ଦେଶ ୧୦୦ ପ୍ରତିଶତ...

ଝିଅ ପ୍ରେମ ବିବାହ କରିବାରୁ ନର୍ମଦାରେ ବୁଡ଼ାଇବା ସହ ଲଣ୍ଡା କଲେ ପିତା, ଆଉ ତା’ ପରେ…

ଭୋପାଳ,୩୧ା୧୦: ଜଣେ ଯୁବତୀ ଅନ୍ୟଜାତିର ଯୁବକଙ୍କୁ ପ୍ରେମ ବିବାହ କରିବାରୁ ଯୁବତୀଙ୍କ ପିତା ଶୁଦ୍ଧିକରଣ ପାଇଁ ନର୍ମଦା ନଦୀରେ ବୁଡ଼ାଇବା ସହ ଲଣ୍ଡା କରିଦେଇଛନ୍ତି। ଏପରି...

Advertisement
Archives

Model This Week