ବୁଲେଟ୍‌ ଧକ୍କାରେ କାଉଡ଼ିଆ ଗୁରୁତର

ଫୁଲନଖରା,୨୮।୭(ଡି.ଏନ୍‌.ଏ.)- କଟକ-ଭୁବନେଶ୍ୱର ୧୬ନଂ ଜାତୀୟ ରାଜପଥର ବମ୍ପକୁଦଠାରେ ଶନିବାର ରାତିରେ ଏକ ବୁଲେଟ ଧକ୍କାରେ ଜଣେ କାଉଡିଆ ଗୁରୁତର ହୋଇଛନ୍ତି। ଖବରପାଇ ଟ୍ରାଫିକ ଥାନା ପୋଲିସ ପହଞ୍ଚତ୍ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ପଠାଇଛନ୍ତି। ସେ ହେଲେ ଜଟଣୀ ଥାନା ଯାଅଁାଳା ଗୌଡ଼କାଶିପୁର ଗ୍ରାମର ରୋଶନ ସ୍ବାଇଁ। ସୂଚନା ଅନୁଯାୟୀ, କଟକର ଗଡ଼ଗଡ଼ିଆ ଘାଟରୁ ରୋଶନ ପାଣି ଉଠାଇ ଯାଆଁଳା ଅଭିମୁଖେ ପାଣିଭାର ନେଇ ଯାଉଥିବାବେଳେ ବମ୍ପକୁଦଠାରେ ବିଏଚ୍‌ୟୁ-୯୬୮୭ ନଂ ବିଶିଷ୍ଟ ଏକ ବୁଲେଟ ପଛରୁ ଆସି ଧକ୍କା ଦେବାରୁ ଛିଟିକି ପଡିଯାଇ ଗୁରୁତର ହୋଇଥିଲେ। ପରେ ଟ୍ରାଫିକ ଥାନାର ଏସ୍‌ଆଇ ଆର.ସି. ମହାନ୍ତି ଘଟଣାସ୍ଥଳକୁ ଆସି ରୋଶନଙ୍କୁ ଆମ୍ବୁଲାନ୍ସ ଯୋଗେ ହସ୍ପିଟାଲ ପଠାଇଥିଲେ। ଦୁର୍ଘଟଣା ଘଟାଇଥିବା ବୁଲେଟକୁ ପୋଲିସ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri