ବୁଲ୍‌ବୁଲ୍‌ କ୍ଷୟକ୍ଷତି ସହାୟତା ରାଶି ପ୍ରଦାନ ଦାବିରେ ଚାଷୀଙ୍କ ଗଣଧାରଣା

ସିମୁଳିଆ,୧୩।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ପୁରୁଷୋତ୍ତମପୁର, କାଞ୍ଚପଡ଼ା, ଅଣ୍ଡରାଇ, ଅବଝୁଣା ପଞ୍ଚାୟତରେ ବୁଲ୍‌ବୁଲ୍‌ରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ନେଇ ବୁଧବାର ପୁରୁଷୋତ୍ତମପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୪ଟି ପଞ୍ଚାୟତର ଶତାଧିକ ଚାଷୀ ଗଣାଧାରଣା ଦେଇଛନ୍ତି। ବୁଲ୍‌ବୁଲ୍‌ରେ ଘଟିଥିବା କ୍ଷୟକ୍ଷତିର ସହାୟତା ପାଇଁ ଚାଷୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଭାବେ ସୂଚନା ଦେଇଛନ୍ତି। ଚାଷୀମାନଙ୍କ କ୍ଷେତରେ ଧାନଚାଷ ନଷ୍ଟ, କୃଷିଋଣ ଛାଡ଼, କ୍ଷୁଦ୍ର ଓ ଭୂମିହୀନ ଚାଷୀଙ୍କୁ ସହାୟତା ରାଶି ପ୍ରଦାନ ଆଦି ଦାବି ନେଇ ଏହି ଗଣଧାରଣା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?