Posted inଜାତୀୟ

‘ବୁଲ୍‌ବୁଲ୍‌’ ତାଣ୍ଡବ: ପଶ୍ଚିମବଙ୍ଗରେ ୮ ମୃତ

କୋଲକାତା,୧୦।୧୧:ପଶ୍ଚିମବଙ୍ଗ-ବାଂଲାଦେଶ ମଝିରେ ସାଗରଦ୍ୱୀପ- ଖେପୁପରା ମଧ୍ୟରେ ଲ୍ୟାଣ୍ଡଫଲ କରିଛି ବାତ୍ୟା ବାତ୍ୟା ‘ବୁଲ୍‌ବୁଲ୍‌’। ଏହି ସମୟରେ ପବନର ବେଗ ୧୧୫ରୁ ୧୨୫ କିମି ରହିଥିଲା। ବାତ୍ୟା ତାଣ୍ଡବରେ ଏପର୍ଯ୍ୟନ୍ତ ରାଜ୍ୟରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ପ୍ରବଳ ବର୍ଷା ଏବଂ ପବନ ଯୋଗୁ ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗିଥିବା ଓ ବିଦ୍ୟୁତ ଖୁଣ୍ଟ ଉପୁଡି ପଡିଥିବା ଜଣାପଡିଛି। ବାତ୍ୟା ସ୍ଥିତିକୁ ଦେଖି ପଶ୍ଚିମବଙ୍ଗ ସରକାର ଲକ୍ଷେ ୨୦ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜିଙ୍କ ସହ ବାତ୍ୟା ନେଇ ଫୋନ୍‌ ଯୋଗେ ଆଲୋଚନା କରିଥିଲେ। ଏ ସମୟରେ ରାଜ୍ୟକୁ ଯଥାସମ୍ଭବ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ନିଜେ ବିଷ ପିଇଦେଲେ ସ୍ବାମୀ: ହସ୍ପିଟାଲ୍‌ରେ ବଖାଣିଲେ ସବୁ ସତ, ପୋଲିସ ଖୋଜୁଛି…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଏସ.କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ସ୍ତ୍ରୀଙ୍କୁ ହତ୍ୟା ପରେ…

IPL 2026 Points Table: RCB ଠାରୁ 1 ନମ୍ବର ସ୍ଥାନ ଛଡ଼ାଇ ନେଲା RR; CSKର ପରାଜୟ ପରେ ଦେଖନ୍ତୁ ପଏଣ୍ଟ ଟେବୁଲ ସ୍ଥିତି

ନୂଆଦିଲ୍ଲୀ,୩୧।୩: ଇଣ୍ଡିଆନ ପ୍ରିମିୟର ଲିଗ 2026 ର ଉତ୍ସାହ ଆରମ୍ଭ ହୋଇସାରିଛି, ଏବଂ ଲିଗରେ ତିନୋଟି ମ୍ୟାଚ ଖେଳାଯାଇସାରିଛି। ଏହି ତିନୋଟି ମୁକାବିଲାରେ, ବିରାଟ କୋହଲି ଏବଂ…

ଶ୍ବଶୁର ଘରୁ ମିଳିଥିବା ସମ୍ପତ୍ତି ଉପରେ ନାହିଁ ଜ୍ବାଇଁଙ୍କ ଅଧିକାର, ପ୍ରକୃତ ଉତ୍ତରାଧିକାରୀ କିଏ ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୩୧ା୩: ଶାଶୁଘର ସମ୍ପତ୍ତି ଉପରେ ଜ୍ବାଇଁର କୌଣସି ଅଧିକାର ନାହିଁ । ଏନେଇ ସ୍ପଷ୍ଟ କରିଛନ୍ତି ଆନ୍ଧ୍ର ପ୍ରଦେଶ ହାଇକୋର୍ଟ । ଯଦି ଜଣେ ହିନ୍ଦୁ ମହିଳା…

ଗାନ୍ଧିଛକରେ ଉଡୁଛି ଛିଣ୍ଡା ତ୍ରିରଙ୍ଗା: ନୂଆ ଲଗାଇବାକୁ ଦାବି, ଦେଖନ୍ତୁ Video

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ଗାନ୍ଧିଛକରେ ସୁଉଚ୍ଛରେ ଜାତୀୟ ପତାକା ତ୍ରିରଙ୍ଗା ଉଡାଯାଇଛି। ତେବେ ଝଡବତାସରେ ଜିଲାର ଉଚ୍ଚତମ ଏହି ତ୍ରିରଙ୍ଗାର କିଛି…

ରାଜ୍ୟ ସଭାରେ ମୋଦି ସରକାରଙ୍କୁ ଘେରିଲେ ଓଡ଼ିଶା ଏମ୍‌ପି: କେନ୍ଦ୍ରୀକରଣ ବଢ଼ିଲେ ସମନ୍ବୟ ନୁହେଁ, ବଢ଼ିବ ସଂଘର୍ଷ

ପଦ୍ମପୁର, ୩୧।୩(ପ୍ରଦୀପ୍ତ ଦାଶ): ରାଜ୍ୟ ସଭା ଏମ୍‌ପି ନିରଞ୍ଜନ ବିଶି କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସାଧାରଣ ପ୍ରଶାସନ) ବିଧେୟକ, ୨୦୨୬ ଉପରେ ଚର୍ଚ୍ଚା କରି ବିଲ୍‌ରେ…

ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ! ପ୍ରଥମେ ଇରାନ ବିନାଶର ପ୍ରତିଶ୍ରୁତି, ଏବେ ହର୍ମୁଜକୁ ନେଇ କହିଲେ ବଡ଼ କଥା, ଯୁଦ୍ଧର ହେବ ‘THE END’?

ଓ୍ବାଶିଂଟନ,୩୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ସଂଘର୍ଷକୁ ଦୀର୍ଘ କରିବା ମନୋଭାବରେ ଥିବା ପରି ମନେ ହେଉନାହିଁ। ଟ୍ରମ୍ପ ତାଙ୍କ ସହଯୋଗୀମାନଙ୍କୁ ଜଣାଇ…

ରୋହିତ 2.0: ପ୍ରାୟ ୧୦ ମାସ ପରେ ଟି-୨୦ କ୍ରିକେଟକୁ ଫେରିଲେ ‘ହିଟମ୍ୟାନ’

ନୂଆଦିଲ୍ଲୀ,୩୧।୩: ଯଦିଓ ରୋହିତ ଶର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, ରବିବାର ରାତିରେ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri