Posted inଜାତୀୟ

‘ବୁଲ୍‌ବୁଲ୍‌’ ତାଣ୍ଡବ: ପଶ୍ଚିମବଙ୍ଗରେ ୮ ମୃତ

କୋଲକାତା,୧୦।୧୧:ପଶ୍ଚିମବଙ୍ଗ-ବାଂଲାଦେଶ ମଝିରେ ସାଗରଦ୍ୱୀପ- ଖେପୁପରା ମଧ୍ୟରେ ଲ୍ୟାଣ୍ଡଫଲ କରିଛି ବାତ୍ୟା ବାତ୍ୟା ‘ବୁଲ୍‌ବୁଲ୍‌’। ଏହି ସମୟରେ ପବନର ବେଗ ୧୧୫ରୁ ୧୨୫ କିମି ରହିଥିଲା। ବାତ୍ୟା ତାଣ୍ଡବରେ ଏପର୍ଯ୍ୟନ୍ତ ରାଜ୍ୟରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ପ୍ରବଳ ବର୍ଷା ଏବଂ ପବନ ଯୋଗୁ ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗିଥିବା ଓ ବିଦ୍ୟୁତ ଖୁଣ୍ଟ ଉପୁଡି ପଡିଥିବା ଜଣାପଡିଛି। ବାତ୍ୟା ସ୍ଥିତିକୁ ଦେଖି ପଶ୍ଚିମବଙ୍ଗ ସରକାର ଲକ୍ଷେ ୨୦ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜିଙ୍କ ସହ ବାତ୍ୟା ନେଇ ଫୋନ୍‌ ଯୋଗେ ଆଲୋଚନା କରିଥିଲେ। ଏ ସମୟରେ ରାଜ୍ୟକୁ ଯଥାସମ୍ଭବ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନ ୬ ମାସ ବଢ଼ିଲା

ନୂଆଦିଲ୍ଲୀ,୧୩ା୬: ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନ ଆଉ ୬ ମାସ ବଢ଼ାଇବା ଲାଗି କେନ୍ଦ୍ର କ୍ୟାବିନେଟ ବୁଧବାର ନିଷ୍ପତ୍ତି ନେଇଛି। ଏହା ଜୁନ୍‌ ୨୦ରୁ ଆରମ୍ଭ ହେବାକୁ...

ବିଦେଶରେ ପ୍ରଧାନମନ୍ତ୍ରୀଙ୍କୁ ପୁଣି ଟାର୍ଗେଟ କଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୩୧।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ଆମେରିକାରେ ପହଞ୍ଚବା ପରେ ରାହୁଲ ଗାନ୍ଧୀ ସାନ ଫ୍ରାନ୍ସିସ୍କୋରେ ଭାରତୀୟ ମୂଳ ଲୋକଙ୍କୁ ଭେଟି ସେମାନଙ୍କୁ ସମ୍ବୋଧିତ...

୯୪ ବର୍ଷରେ ପ୍ରାର୍ଥିପତ୍ର ଦାଖଲ କଲେ ବାଦଲ

ଚଣ୍ଡିଗଡ଼,୧।୨: ଫେବୃୟାରୀ ୨୦ରେ ଅନୁ୍‌ଷ୍ଠିତ ହେବାକୁ ଥିବା ପଞ୍ଜାବ ବିଧାନସଭା ନିର୍ବାଚନ ଲାଗି ଶିରୋମଣି ଅକାଳୀ ଦଳ ନେତା ପ୍ରକାଶ ସିଂ ବାଦଲ ସୋମବାର ଲାମ୍ବି...

ମିଶନ ୨୦୨୨: ଭାଜପାକର୍ମୀଙ୍କୁ ୧୦୦ ଦିନର ହୋମ୍‌ ଓ୍ବାର୍କ…

ଲକ୍ଷ୍ନୌ,୨୮।୯:ଆସନ୍ତା ୨୦୨୨ ବର୍ଷରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ ପଶ୍ଚିମ ଉତ୍ତରପ୍ରଦେଶରେ ଭାଜପା କର୍ମୀଙ୍କୁ ୧୦୦ ଦିନର ହୋମ୍‌ ଓ୍ବାର୍କ ଦିଆଯାଇଛି। ଭାଜପା...

ଆରଏସଏସ କାର୍ଯ୍ୟାଳୟ ଉପରକୁ ବୋମା ମାଡ଼

ଥିରୁଭାନନ୍ତପୁରମ୍‌,୧୨।୭: କେରଳର କନ୍ନୁର ଜିଲାର ପାୟାନ୍ନୁରରେ ଥିବା ଆରଏସଏସ କାର୍ଯ୍ୟାଳୟରେ ଉପରେ ବୋମା ମାଡ଼ କରାଯାଇଛି। ମଙ୍ଗଳବାର ସକାଳେ ଏହି ଘଟଣା ଘଟିଥିବା ପାୟାନ୍ନୁର ପୋଲିସ...

୧୯ ବର୍ଷ ପରେ ଭଡ଼ା ବିଧାନସଭାରୁ ମୁକ୍ତି ପାଇଲା ଝାଡ଼ଖଣ୍ଡ: ଶୁକ୍ରବାର ସ୍ବତନ୍ତ୍ର ଅଧିବେଶନ

ରାଞ୍ଚି,୧୨।୯: ଝାଡ଼ଖଣ୍ଡ ୧୯ ବର୍ଷ ପରେ ଭଡ଼ା ବିଧାନସଭାରୁ ମୁକ୍ତି ପାଇଛି। ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ନୂଆ ବିଧାନସଭା ଭବନକୁ ଉଦ୍‌ଘାଟନ କରିଛନ୍ତି।...

୧୪ ବର୍ଷରେ ୨ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ; ୨୮ ଶହ କୋଟି ଖର୍ଚ୍ଚ ପରେ ବି ମାୟାନଗରୀ ବର୍ଷାରେ ହେଉଛି ଉବୁଟୁବୁ

ମୁମ୍ବାଇ,୭।୭: ମୌସୁମୀକୁ ଦେଶସାରା ଅପେକ୍ଷା କରୁଥିବାବେଳେ ଏହାକୁ ନେଇ ମାୟାନଗରୀ ମୁମ୍ବାଇର ଲୋକେ ଭୟ କରିଥାନ୍ତି। ପ୍ରତିବର୍ଷ ବର୍ଷା ଋତୁରେ ପାଣିରେ ଏହି ସହର ଉବୁଟୁବୁ...

ଚୋକ୍‌ସି, ମାଲ୍ୟାଙ୍କ ସମେତ ଖିଲାପକାରୀଙ୍କୁ ଋଣ କ୍ଷମା

ନୂଆଦିଲ୍ଲୀ,୨୯।୪: ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବାରୁ ଅନାଦାୟ ଋଣ(ଏନ୍‌ପିଏ) ସ୍ତର ବଢ଼ିବା ଆଶଙ୍କା ରହିଛି। ଏଭଳି ସ୍ଥଳେ ବୃହତ୍‌ ପରିମାଣର ଋଣ ନେଇ ପରିଶୋଧ କରି...

Advertisement
Archives

Model This Week