‘ବୁଲ୍‌ବୁଲ’ ପ୍ରଭାବ: ଗଛ ଉପୁଡ଼ି ଗୁହାଳ ଘର ଭାଙ୍ଗିଲା

ଭଣ୍ଡାରିପୋଖରୀ,୯।୧୧(ଡି.ଏନ୍‌.ଏ): ବାତ୍ୟା ‘ବୁଲବୁଲ’ର ପ୍ରଭାବ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ଜଳମଣ୍ଡୁଆ ପଞ୍ଚାୟତ ଶରଦପୁର ଗ୍ରାମର ଚନ୍ଦ୍ରମଣି ଖିଲାରଙ୍କ ଗୁହାଳ ଘର ଉପରେ ଶନିବାର ସକାଳେ ଏକ ବରଗଛ ଉପୁଡି ପଡିଛି। ମାତ୍ର ଗୁହାଳରେ ଥିବା ୬ଟି ଗୋରୁ ଅଳ୍ପକେ ରକ୍ଷା ପାଇଛନ୍ତି। ଏ ନେଇ ଭଣ୍ଡାରିପୋଖରୀ ଅଗ୍ନିଶମ କର୍ମଚାରୀ ଖବର ପାଇ ଗୁହାଳ ଉପରେ ପଡିଥିବା ଗଛକୁ କାଟି ସଫା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଜୀବନ

ଗୁଣପୁର,୯ା୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ରାଗୟଡ଼ା ଜିଲା ପଦ୍ମପୁର ଥାନା ଗୁଲୁଗୁଡ଼ାର ତାରପାଗୁଡ଼ାରେ ଘଟିଛି ଅଘଟଣ। ପାଇଖାନା ଟାଙ୍କିକୁ ଜଣଙ୍କ ପରେ ଜଣେ ଓହ୍ଲାଇ ତିନି ଜଣ ଶାସରୁଦ୍ଧ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ

ପାରଳାଖେମୁଣ୍ଡି,୯ା୯: ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ ଅଡ଼ୁଆ…

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri