Posted inଜାତୀୟ

ବୁହାନ ଏୟାରଲିଫ୍ଟ: ଦିଲ୍ଲୀରେ ପହଞ୍ଚିଲେ ପୁଣି ୩୨୩ ଭାରତୀୟ

ନୂଆଦିଲ୍ଲୀ,୨।୨: କରୋନା ଭୁତାଣୁ ଚାଇନାର ବୁହାନରେ ମହାମାରୀ ସୃଷ୍ଟି କରିଛି। ବୁହାନରେ ଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା କାର୍ଯ୍ୟ ଜାରି ରହିଛି। ଶନିବାର ପ୍ରଥମ ଥର ଏୟାରଲିଫ୍ଟରେ ୩୨୪ ଭାରତୀୟ ବୁହାନରୁ ଭାରତ ଫେରିଥିଲେ। ରବିବାର ପୂର୍ବାହ୍ନ ୯ଟା ୧୦ରେ ପୁଣି ୩୨୩ ଜଣ ଭାରତୀୟ ଚାଇନାରୁ ଦିଲ୍ଲୀରେ ଆସିଛନ୍ତି। ବୁହାନରୁ ଭୋର୍‌ ୩ଟା ୧୦ରେ ବିମାନ ଦିଲ୍ଲୀ ଅଭିମୁଖେ ଉଡ଼ାଣ ଆରମ୍ଭ କରିଥିଲା। ଦ୍ୱିତୀୟ ଥର ଦିଲ୍ଲୀ ଆସିଥିବା ବିମାନରେ ୭ ଜଣ ମାଳଦୀପ ନାଗରିକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ସୋମବାରରେ ପାଟଣା ଅଞ୍ଚଳରେ ଭକ୍ତିମୟ ପରିବେଶ, ହରହର ମହାଦେବ ଧ୍ବନୀରେ ପ୍ରକମ୍ପିତ ମନ୍ଦିର

ପାଟଣା,୩ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅଞ୍ଚଳର ଶୈବ ପୀଠ ଗୁଡ଼ିକରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା । ଶ୍ରାବଣ ମାସ ପ୍ରଥମ ସୋମବାର…

ରାଉରକେଲା ସିଭିଲ୍ ଟାଉନ୍‌ସିପ୍‌ରେ ସେକ୍ସ ରାକେଟ୍‌ ଠାବ, ପ୍ରଲୋଭନ ଦେଖାଇ…

ରାଉରକେଲା,୩ା୮(ସଙ୍ଗୀତା ଜେନା): ସହରର ସିଭିଲ୍ ଟାଉନ୍‌ସିପ୍ ଅଞ୍ଚଳରେ ଏକ ବଡ଼ ଧରଣର ସେକ୍ସ ରାକେଟ୍ (ଦେହବ୍ୟାପାର) ଠାବ ହୋଇଛି। ରଘୁନାଥପାଲୀ ଥାନା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର…

ମୁହଁ ଖୋଲିଲେ ଥଲାପତି ବିଜୟଙ୍କ ପୁଅ: କହିଲେ, ମୋ ବାପା ମୁଖ୍ୟମନ୍ତ୍ରୀ ହେବା ମୁହୂର୍ତ୍ତ …

ଚେନ୍ନାଇ,୩।୮:ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ପ୍ରସିଦ୍ଧ ଅଭିନେତା ବିଜୟ ପୁଅ ଜାସନ ସଞ୍ଜୟ ‘ସିଗ୍ମା’ ଚଳଚ୍ଚିତ୍ର ମାଧ୍ୟମରେ ନିର୍ଦ୍ଦେଶନାରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି ଡେବ୍ୟୁ ପୂର୍ବରୁ,ଜାସନ ତାଙ୍କର…

ନିଶାନ୍ତ ବାର ନ ଖୋଲିବା ପାଇଁ ତେଜିଲା ଦାବି: ଅବକାରୀ ସେକ୍ରେଟାରୀଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୩।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ଓମ୍‌ ନଗର ପଡାରେ ନିଶାନ୍ତ ବାର ଖୋଲିବାକୁ ବହୁ ଚେଷ୍ଟା ଚାଲିଥିବାବେଳେ ଏହାକୁ ବିରୋଧ କରି କେସିଙ୍ଗା ସିଟିଜେନ…

ଲିଭ୍-ଇନ୍ ପାର୍ଟନରଙ୍କୁ ମଧ୍ୟ ମିଳିବ ପତ୍ନୀଙ୍କ ଭଳି ଅଧିକାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩।୮: ଲିଭ୍-ଇନରେ ରହୁଥିବା ପାର୍ଟନରକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ, ଲିଭ୍-ଇନ୍ ସମ୍ପର୍କରେ ଥିବା ବ୍ୟକ୍ତି ନିଜ…

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୩ା୮: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିଲେ ରାଷ୍ଟ୍ରପତି । ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ବିମାନବନ୍ଦରରେ ରାଜ୍ୟପାଳ…

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ସୁନ୍ଦରଗଡ଼/ବଡ ଗାଁ,୩।୮(ଜୟ ନାରାୟଣ ମେଣ୍ଡୁଳି/ ଅଶୋକ ଷଡ଼ଙ୍ଗୀ) : ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ ।ମୁକେଶ କୁମାର ମିଶ୍ର…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି, ଏହା ସହ ଗ୍ୟାଷ୍ଟ୍ରିକ ଓ କୋଷ୍ଠକାଠିନ୍ୟ ସମସ୍ୟାକୁ…

ଖଜୁରିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ଆମେ ବିଶେଷଭାବରେ ଜଳଖିଆରେ ବ୍ୟବହାର କରିଥାଉ। ଏହାକୁ ନିୟମିତ ଖାଇଲେ ହଜମ କ୍ରିୟା ଆହୁରି ସକ୍ରିୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri