ବୃକ୍ଷରୋପଣକୁ ନେଇ ଅସନ୍ତୋଷ : ଉପଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ୱାର୍ଡବାସୀ

ଚମ୍ପୁଆ, ୮ା୬(ଡି.ଏନ.ଏ)-ୱାର୍ଡର ଜବକାର୍ଡଧାରୀମାନେ କାମ ପାଉ ନ ଥିବା ବେଳେ ଅନ୍ୟ ୱାର୍ଡର ଶ୍ରମିକଙ୍କୁ କାମରେ ନିୟୋଜନକୁ ନେଇ ଚମ୍ପୁଆ ଏନଏସିର ୨ନଂ ୱାର୍ଡବାସୀମାନେ ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ବର୍ତ୍ତମାନ କରୋନା ପାଇଁ ଲକଡାଉନ ବ୍ୟବସ୍ଥା କରାଯାଇଥିବା ବେଳେ ହଜାର ହଜାର ସଂଖ୍ୟାରେ ନିଜ ଭିଟା ମାଟିକୁ ଫେରିଛନ୍ତି। ସେହି ଶ୍ରମିକ ମାନଙ୍କୁ କାମ ଯୋଗାଇ ଦେବା ସରକାର ପ୍ରଥମ ପ୍ରାଥମିକତା ଦେଉଛନ୍ତି। ମାତ୍ର ଚମ୍ପୁଆ ଏନଏସିର ୨ ନଂ ୱାର୍ଡ ପାଞ୍ଚପୋଖରିଆର ଜବ କାର୍ଡଧାରୀ ଓ ସ୍ବୟଂ ସାହାୟକ ଗୋଷ୍ଠୀମାନେ ନିଜ ୱାର୍ଡରେ ହେଉଥିବା ବୃକ୍ଷରୋପଣ କାଯର୍‌ୟକ୍ରମରେ ବାହାର ଶ୍ରମିକଙ୍କୁ କାମରେ ନିୟୋଜିତ କରିଥିବାରୁ ଅସନ୍ତୋଷ ଦେଖାଦେଇଛି। ସେଥିପାଇଁ ସ୍ଥାନୀୟବାସୀ ଉପଜିଲାପାଳଙ୍କୁ ଭେଟିଛନ୍ତି ଏହାର ତୁରନ୍ତ ସମାଧାନ କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡାହାଣ୍ଡିରେ ଘରେ ପଶିଲା ପାଣି

ପାପଡାହାଣ୍ଡି,୨୦।୮(ଡି.ଏନ୍‌.ଏ.): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ସଦର ମହକୁମାରେ ବହୁ ଘରେ ଓ ଦୋକାନଗୁଡିକରେ ବର୍ଷାଜଳ ପଶିଯାଇଥିବା ଦେଖିବାକୁ...

ପୋଲିସକୁ ମାମୁ ଡାକିବାରୁ ଛାତ୍ରଙ୍କୁ ମାଡ଼

ନିଶ୍ଚିନ୍ତକୋଇଲି,୩।୪(ସ୍ବ.ପ୍ର.): ପୋଲିସକୁ ମାମୁ ଡାକିବା ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ମହାଙ୍ଗା ପଡ଼ିଛି। ଏନେଇ ତାଙ୍କୁ ଜଣେ ପୋଲିସ ଅଧିକାରୀ ନିସ୍ତୁକ ମାଡ଼ ମାରିଛନ୍ତି। ସମ୍ପୃକ୍ତ...

ଟ୍ରକ ଧକ୍କାରେ ଜଣଙ୍କ ଜୀବନ ଗଲା

କେନ୍ଦୁଝର,୨୮ା୫(ସ୍ବ.ପ୍ର.)-ରାସ୍ତାପାର ହେଉଥିବାବେଳେ ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ଗୁରୁବାର ସକାଳ ସମୟରେ ଏକ ପିକଅପ୍‌ରେ ବ୍ୟକ୍ତି ଜଣଙ୍କ ଯାଉଥିଲେ। ବନାଯୋଡ଼ି ଯୋଗୀମଠ ଛକ ନିକଟରେ...

ଝାରସୁଗୁଡ଼ାରେ କରୋନା କଟକଣା ମାନୁନାହାନ୍ତି ଲୋକେ: ସଚେତନ ନ କରାଇ ଜରିମାନା ଆଦାୟରେ ମାତିଛି ପୋଲିସ

ଝାରସୁଗୁଡ଼ା ଅଫିସ,୨୨।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ ଜାରିରହିଛି। କିଛି ସ୍ଥାନରେ ଗତ ୨୦ ତାରିଖରୁ ଲକ୍‌ଡାଉନ କଟକଣା କୋହଳ କରାଯାଇଛି।...

ଜିଲାସ୍ତରୀୟ କ୍ଷୁଦ୍ର ପ୍ରଦର୍ଶନୀ ଉଦ୍‌ଘାଟିତ

ଦେବଗଡ,୩।୧(ଡି.ଏନ.ଏ) ଦେବଗଡ ଜିଲାସ୍ତରୀୟ କ୍ଷୁଦ୍ର ପ୍ରଦର୍ଶନୀ ଶନିବାର ସ୍ଥାନୀୟ ଶନିମନ୍ଦିର ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଜାନୁୟାରୀ ୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା...

ଧରାପଡ଼ିଲେ ନକଲି ବର

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି,୨୩ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଚାଉଳଶୁଖା ଗଁାର ଜଣେ ଝିଅକୁ ବିବାହ କରିବାକୁ ଆସି ଜଣେ ନକଲି ବର ହରଡ଼ଘଣାରେ ପଡ଼ିଛନ୍ତି। ତାଙ୍କ...

ପ୍ଲାଜମା ଦାନ କଲେ ୨ ଟୋଲପ୍ଲାଜା କର୍ମଚାରୀ

ବରଗଡ଼ ଅଫିସ, ୫।୧୦: ବରଗଡ଼-ସମ୍ବଲପୁର ରାସ୍ତାର ବରାହଗୋଡା ଟୋଲପ୍ଲାଜା (ଟୋଲ୍‌ଗେଟ)ର ୨କର୍ମଚାରୀ ଶୁଭମ ଦେ(୨୮) ଏବଂ ଅଭିଜିତ୍‌ଦାଶ(୨୭) ସୋମବାର ଭୀମସାର, ବୁର୍ଲା ଯାଇ ପ୍ଲାଜମା ଦାନ...

୧୫ ଲକ୍ଷ ଟଙ୍କାର ଗୁଟୁଖା ଜବତ: ୮ ଗିରଫ

ମାଲକାନଗିରି,୧୩।୧୨(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ସଦର ଥାନା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ପ୍ରାୟ ୧୫ ଲକ୍ଷ ଟଙ୍କାର ବେଆଇନ ଗୁଟୁଖା ଜବତ...

Advertisement
Archives

Model This Week