Posted inଜାତୀୟ

ବୃଦ୍ଧଙ୍କୁ ସ୍କୁଟରରେ ଘୋଷାଡ଼ିଲେ

ବେଙ୍ଗାଲୁରୁ, ୧୮।୧: ମଙ୍ଗଳବାର ବେଙ୍ଗାଲୁରୁର ଜନଗହଳି ସଡ଼କରେ ଜଣେ ବୃଦ୍ଧଙ୍କୁ ସ୍କୁଟର ଚାଳକ ଘୋଷାଡ଼ି ନେଇ ଗିରଫ ହୋଇଛନ୍ତି। ସ୍କୁଟର ଚଲାଉଥିବା ସାହିଲ ଏକ କାର୍‌ ସହ ପିଟି ହୋଇଥିଲେ। ଏହାପରେ ୭୧ ବର୍ଷୀୟ ମୁଟ୍ଟାପା କାର୍‌ରୁ ବାହାରି ସ୍କୁଟର ପାଖକୁ ଯାଉଥିବାବେଳେ ସାହିଲ ଖୁବ୍‌ ଜୋରରେ ସେଠାରୁ ଚାଲିଯିବାକୁ ଉଦ୍ୟମ କରିଥିଲେ। ଫଳରେ ମୁଟ୍ଟାପା ଶାହିଲଙ୍କ ସ୍କୁଟର ପଛରେ ଫସିଯାଇଥିଲେ। ସାହିଲ ସ୍କୁଟର ନ ଅଟକାଇ ଜୋର୍‌ରେ ଚାଲିଯାଇଥିବାବେଳେ ମୁଟ୍ଟାପା ମଧ୍ୟ ସ୍କୁଟର ସହ କିଛିଦୂର ଘୋଷାଡ଼ି ହୋଇ ଚାଲିଯାଇଥିଲେ। ଘଟଣା ନେଇ ସାହିଲଙ୍କୁ ପୋଲିସ ଗିରଫ କରିଥିବାବେଳେ ମୁଟ୍ଟାପା ସାମାନ୍ୟ ଭାବେ କ୍ଷତାକ୍ତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳର ନୂଆ ରାଷ୍ଟ୍ରଦୂତ ହେଲେ ନବୀନ ଶ୍ରୀବାସ୍ତବ

ନୂଆଦିଲ୍ଲୀ,୧୮।୫: ନବୀନ ଶ୍ରୀବାସ୍ତବଙ୍କୁ ଭାରତ ପକ୍ଷରୁ ନେପାଳର ନୂଆ ରାଷ୍ଟ୍ରଦୂତ ଭାବେ ନିଯୁକ୍ତ କରାଯାଇଛି। ଏହା ପୂର୍ବରୁ ନବୀନ ବହିର୍ବ୍ୟାପାର ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଭାବେ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୯।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଚାଇନାରେ ଆତଙ୍କ...

ୟୁପିରେ ୫୯.୮୩, ପଞ୍ଜାବରେ ୬୪.୨୭ ମତଦାନ

ଲକ୍ଷ୍ନୌ/ଚଣ୍ଡିଗଡ,୨୦।୨: ଉତ୍ତରପ୍ରଦେଶର ୧୬ଟି ଜିଲାର ୫୯ଟି ଆସନରେ ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ୫୯.୮୩ ପ୍ରତିଶତ ଭୋଟିଂ ହୋଇଛି। ଲଲିତପୁର...

‘ଖାନ ସାର୍‌ଙ୍କ ଉପରୁ ମାମଲା ହଟାଅ’

ପାଟଣା,୨୮।୧: ରେଲଓ୍ବେର ରିକ୍ରୁଟମେଣ୍ଟ ପ୍ରକ୍ରିୟା ବିରୋଧରେ ଚାଲିଥିବା ହିଂସାତ୍ମକ ଛାତ୍ର ଆନ୍ଦୋଳନ ସହ ସମ୍ପୃକ୍ତି ଅଭିଯୋଗରେ ବିହାରର ଖାନ ସାରଙ୍କ ସହ ଅନ୍ୟମାନଙ୍କ ବିରୋଧରେ ମାମଲା...

ଭିଡରେ ଅଣନିଃଶ୍ୱାସି ହୋଇ ଟ୍ରେନ୍‌ରେ ଯୁବତୀଙ୍କ ମୃତ୍ୟୁ

ଲକ୍ଷ୍ନୌ,୨।୬: ଉତ୍ତର ପ୍ରଦେଶରେ ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସରେ ଶୁକ୍ରବାର ରାତିରେ ଗୋଟିଏ ପରିବାର ଯାତ୍ରା କରୁଥିବା ସମୟରେ ଏମାନଙ୍କ ମଧ୍ୟରେ ଥିବା ସୀତା(୧୮) ନାମକ ଜଣେ...

ବାବ୍ରି ମସଜିଦ୍‌ ମାମଲା: କଲ୍ୟାଣ ସିଂଙ୍କୁ ମିଳିଲା ଜାମିନ

ଲକ୍ଷ୍ନୌ,୨୭।୯:ବାବ୍ରି ମସଜିଦ୍‌ ଭଙ୍ଗା ମାମଲାରେ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା କଲ୍ୟାଣ ସିଂଙ୍କୁ ଜାମିନ ମିଳିଛି। ଏହି ମାମଲାରେ କଲ୍ୟାଣ...

ପାଲାନିସାମି ଏଆଇଏଡିଏମ୍‌କେର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ଚେନ୍ନାଇ, ୭।୧୦: ଆସନ୍ତା ୨୦୨୧ ତାମିଲନାଡୁ ବିଧାନସଭା ନିର୍ବାଚନରେ ଏଆଇଏଡିଏମ୍‌କେ ପକ୍ଷରୁ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଇଡାପାଡ୍ଡି କେ. ପାଲାନିସାମିଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି।...

ଦରକାର ପଡିଲେ ବନ ଅଧିକାରୀଙ୍କୁ ପିଟ: ଭାଜପା ଏମ୍‌ପି

ଆଦିଲାବାଦ,୨୨।୭: ତେଲେଙ୍ଗାନା ଆଦିଲାବାଦର ଭାଜପା ଏମ୍‌ପି ସ୍ବୟମ ବାପୁ ରାଓ ଏକ ବିବାଦୀୟ ବୟାନ ପାଇଁ ଏବେ ଆସିଛନ୍ତି ଚର୍ଚ୍ଚାକୁ। ଶନିବାର ସେ ଉତନୁର ମଣ୍ଡଲଠାରେ...

Advertisement
Archives

Model This Week