ବୃଦ୍ଧାଙ୍କ ସନ୍ଦେହଜନକ ମୃତ୍ୟୁ

ବଡ଼ସାହି,୨୦ା୧୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଧନାସାହି ଗ୍ରାମର ଜନୈକା ବୃଦ୍ଧାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି ା ମୃତା ମହିଳା ଜଣକ ହେଲେ ସେହି ଗ୍ରାମର ବାସନ୍ତୀ ସିଂ(୬୨)। ପୋଲିସ ସୂଚନା ଅନୁଯାୟୀ, ଦୁଇ ଦିନ ପୂର୍ବେ ମୁଣ୍ଡରେ ଗଭୀର କ୍ଷତ ହେବାରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ପ୍ରଥମେ ବଡସାହି ଓ ପରେ ବାରିପଦା ପିଆରଏମ୍‌ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା ା ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ା ଏ ସଂକ୍ରାନ୍ତରେ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୫୩/୧୯) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ତଦନ୍ତକାରୀ ଅଫିସର ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ‘ଅଚ୍ଛେଦିନ୍‌’: ଶାହା

କଟକ ଅଫିସ,୯/୮:୨୦୧୯ ସାଧାରଣ ନିର୍ବାଚନ ସମୟରେ ଭାଜପାର ତତ୍‌କାଳୀନ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଏବେକାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ଗସ୍ତରେ ଆସି ନବୀନ...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ : ପ୍ରତିବାଦରେ ସିଡିପିଓଙ୍କ ଅଫିସ୍‌ ଘେରାଉ

ତାଳଚେର, ୧୩ା୬(ନି.ପ୍ର.) – ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରାଯାଇଥିବା ଅଭିଯୋଗ କରି ପ୍ରତିବାଦରେ ବୁଧବାର ତାଳଚେର ବ୍ଲକ ଅଙ୍ଗନଓ୍ବାଡି କର୍ମୀ ସଂଘ ପକ୍ଷରୁ...

ଆତ୍ମନିର୍ଭରଶୀଳ ହେବା ପାଇଁ ପ୍ରଚେଷ୍ଟା କର

ଅମରପାଲି, ୨୪।୯ (ଡି.ଏନ.ଏ.): ରାଜ୍ୟ ସରକାରଙ୍କ ଅଣୁକ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ତରଫରୁ ଜିଲା ଶିଳ୍ପକେନ୍ଦ୍ର ସୁବର୍ଣ୍ଣପୁର ଆନୁକୂଲ୍ୟରେ ବୀରମହାରାଜପୁର ମହିଳା ମହାବିଦ୍ୟାଳୟରେ ଏକ...

ଭୟଙ୍କର ହେଉଛି ଅଶାନ୍ତ ସମୁଦ୍ର

ଭୋଗରାଇ,୨୫।୫(ଡି.ଏନ୍‌.ଏ): ଉପକୂଳକୁ ମାଡି ଆସୁଥିବା ବାତ୍ୟା ୟାସ୍‌ ଯୋଗୁ ସମୁଦ୍ର ଅଶାନ୍ତ ହୋଇପଡ଼ିଛି। ବାଲେଶ୍ୱର ଉପକୂଳ ଭୋଗରାଇର ଉଦୟପୁର, ତାଳସାରୀରେ ସମୁଦ୍ର ଉତ୍ତାଳ ଢେଉ ୪...

ବିଦ୍ୟାଳୟ ସାମ୍ନାରୁ ୩ୟ ଶ୍ରେଣୀ ଛାତ୍ରଙ୍କୁ ଅପହରଣ

ବାହାନଗା, ୨୩।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଶଙ୍କରପଦା ଗ୍ରାମର ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରୁ ସୋମବାର ଅପରାହ୍ନ ୪ଟା ବେଳେ ଜଣେ ୩ୟ ଶ୍ରେଣୀ ଛାତ୍ରଙ୍କୁ ଅପହରଣ...

ସୁଅ ମୁହଁରେ ଅଥୟ କଙ୍କଡ଼ାପାଳ

ବାଲିଆପାଳ, ୨୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଚଉମୁଖ ପଞ୍ଚାୟତ କଙ୍କଡାପାଳ ଅଞ୍ଚଳରେ ସୁବର୍ଣ୍ଣରେଖା କୂଳ ଖାଇ ଗତିପଥ ବଦଳାଇବା ପରିସ୍ଥିତି ସୃଷ୍ଟି ହୋଇଛି। ଏ ନେଇ...

ମାଙ୍କଡ଼ ପାଇଁ ମୁଣ୍ଡବ୍ୟଥା

ରାସୋଳ,୨୬।୮(ଡି.ଏନ୍‌.ଏ.): ସବୁଜ ଛନଛନ ପନିପରିବାରେ ପୂରି ଉଠୁଥିଲା ବାଡ଼ିବଗିଚା। କଲରାଠାରୁ କଖାରୁ, ସଜନାଠାରୁ ସଲରା ଏପରି କି ସପେଟା, ପିଜୁଳି ମଧ୍ୟ ପର୍ଯ୍ୟାପ୍ତ ପରିମାଣରେ ଫଳୁଥିଲା।...

ଗାଁକୁ ପକ୍କା ରାସ୍ତା ନାହିଁ, ଚୁଆପାଣି ଭରସା

ଦାରିଙ୍ଗବାଡ଼ି,୧୫।୭(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତର ଦୁର୍ଗମ ଗ୍ରାମ କହମପଡ଼ିକୁ ରବିବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଗସ୍ତ କରିଛନ୍ତି। ଗାଁକୁ ସବୁଦିନିଆ ରାସ୍ତା ନାହିଁ କି...

Advertisement
Archives

Model This Week