Posted inଫୁରସତ

ବୃଦ୍ଧାବସ୍ଥାରେ ଏମିତି ଦେଖାଯିବେ ସ୍ମୃତି ଇରାନୀ

ସୋସିଆଲ ମିଡିଆରେ ଆଜିକାଲି ବୃଦ୍ଧା ହେବାର ଏକ ନୂଆ ଟ୍ରେଣ୍ଡ ଚାଲିଛି। ‘ଫେସ୍‌ ଆପ୍‌’ ନାମକ ଏକ ଆପ୍‌ ବ୍ୟବହାର କରି ସେଲିବ୍ରିଟିମାନେ ବୃଦ୍ଧାବସ୍ଥାରେ କେମିତି ଦେଖାଯାଉଥିବେ ତାହା ଆକଳନ କରୁଛନ୍ତି। ଏଥିରେ ସାମିଲ ହୋଇଛନ୍ତି କେନ୍ଦ୍ର କ୍ୟାବିନେଟ ମନ୍ତ୍ରୀ ସ୍ମୃତି ଇରାନୀ। ସେ ‘ଫେସ୍‌ ଆପ୍‌’ ବ୍ୟବହାର କରି ନିଜ ବୃଦ୍ଧାବସ୍ଥାର ଏକ ଫଟୋ ଶେୟାର କରିଛନ୍ତି। ଫ୍ୟାନ୍‌ମାନେ ଏହି ଫଟୋ ଦେଖି ତାଙ୍କୁ ଖୁବ୍‌ ପ୍ରଶଂସା ମଧ୍ୟ କରିଛନ୍ତି। ସୂଚନାଯୋଗ୍ୟ, ରାଜନୀତିକୁ ଅସିବା ପୂର୍ବରୁ ସ୍ମୃତି ଜଣେ ଅଭିନେତ୍ରୀ ଥିଲେ। ଲୋକପ୍ରିୟ ଧାରାବାହିକ ‘ଶାଶ୍‌ ଭି କଭି ବୋହୂ ଥି’ରେ ତୁଲସୀ ଭୂମିକାରେ ଘରେ ଘରେ ପରିଚିତ ଲାଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍‌ଡୋଜର…

ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...

ଆକାଶରେ ଷ୍ଟଣ୍ଟ୍‌ ମାରିଲେ ଯୁବକ: ରେକର୍ଡ କରିବାକୁ ଚାହୁଁଥିଲେ ଦେଖନ୍ତୁ ଏହି ଭିଡିଓ

ବର୍ତ୍ତମାନ ସୋସିଆଲ ମିଡିଆରେ ବିଭିନ୍ନ ଦୁଃସାହସିକ କାର୍ଯ୍ୟର ଭିଡିଓ ଭାଇରାଲ ହେଉଛି। ସେହିଭଳି ଆଖି ଲାଖିଯିବା ପରି ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।...

ଦିବ୍ୟାଙ୍ଗଙ୍କ ଲାଗି ଟ୍ରାନ୍ସଫର ଟୁଲ୍ସ

ଚଣ୍ଡିଗଡ଼: ନିଜର ସବୁ କାମ କରିବା ପାଇଁ ଦିବ୍ୟାଙ୍ଗମାନଙ୍କୁ ଏଣିକି ଅନ୍ୟମାନଙ୍କ ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ। ଦିବ୍ୟାଙ୍ଗଙ୍କ କାମକୁ ସହଜ କରିବା ପାଇଁ...

କେବଳ ଏହି କାରଣ ପାଇଁ ବ୍ୟକ୍ତି କିଣିଲେ ଆଇଲ୍ୟାଣ୍ଡ, ଗାଡ଼ିକୁ କଲେ ଘର

ପ୍ରତ୍ୟେକ ବ୍ୟକ୍ତି ଜୀବନ ଜିଇଁବା ପାଇଁ ଭିନ୍ନ ଭିନ୍ନ ତରିକା ଆପଣାଇଥାନ୍ତି। କିଛି ଲୋକ ନିଜ ଜୀବନକୁ ଅତି ସୀମିତରେ ବିତାଇଥାନ୍ତି। ସରଳ ଭାବରେ କହିବାକୁ...

୪୦ଟନ୍‌ ପ୍ଲାଷ୍ଟିକ୍‌ ବର୍ଜ୍ୟରୁ ପୋଷାକ ତିଆରି କଲେ ବୌଦ୍ଧଭିକ୍ଷୁ

ବ୍ୟାଙ୍କକ,୧୯।୨: ପ୍ଲାଷ୍ଟିକ୍‌ ବର୍ଜ୍ୟ ଯୋଗୁ ପୃଥିବୀରେ ପ୍ରଦୂଷଣ ବଢ଼ିବାରେ ଲାଗିଛି। ଏନେଇ ବିଭିନ୍ନ ରାଷ୍ଟ୍ର ପକ୍ଷରୁ ସିଙ୍ଗଲ୍‌ ୟୁଜଡ୍‌ ପ୍ଲାଷ୍ଟିକ୍‌ର ବ୍ୟବହାର ଉପରେ କଟକଣା ଜାରି...

୫ ମିନିଟ୍‌ରେ ୩୫ ରୁବିକ୍‌ କ୍ୟୁବ୍‌ ସମାଧାନ କଲେ କୁନି ବାଳକ

ଶାସ୍ତ୍ରୀନଗର କଲୋନୀର ଜଣେ ୧୦ ବର୍ଷର ବାଳକ ଆଶ୍ଚର୍ଯ୍ୟଜନକ କାମ କରିଛନ୍ତି। ସେ ଖୁବ୍‌ କମ୍‌ ସମୟ ମଧ୍ୟରେ ରୁବିକ୍‌ କ୍ୟୁବ୍‌ ସମାଧାନ କରି ଇତିହାସ...

ବିବାହ ବାର୍ଷିକୀରେ ସ୍ତ୍ରୀଙ୍କ ପାଇଁ ଜହ୍ନରେ ଜାଗା କିଣିଲେ ଧର୍ମେନ୍ଦ୍ର

ସାଧାରଣତଃ ଯେଉଁମାନେ ପ୍ରେମରେ ପଡ଼ନ୍ତି ସେମାନେ ଅନେକ ସ୍ବପ୍ନ ଦେଖିଥାନ୍ତି। ଏପରିକି ପ୍ରେମିକଟିଏ ପ୍ରେମିକାଙ୍କ ପାଇଁ ଜହ୍ନରେ ଜାଗା କିଣିଦେବା କିମ୍ବା ତାରାଫୁଲରେ ଘର ସଜାଇବାକୁ...

ବିଶ୍ୱର ସବୁଠାରୁ ଦାମୀ କଙ୍କଡ଼ା: ମୂଲ୍ୟ ୩୨ ଲକ୍ଷ ୬୬ହଜାର

ପ୍ରାଚୀନ ସମୟର ବିରଳ ଜିନିଷର ନିଲାମ ହୋଇଥାଏ। ଏଥିପାଇଁ କୋଟି କୋଟି ଟଙ୍କାର ଡାକରା ହୁଏ। ବିଶ୍ୱରେ ଏମିତି ଅନେକ କୋଟିପତି ରହିଛନ୍ତି ଯେଉଁମାନଙ୍କର ପ୍ରାଚୀନ...

Advertisement
Archives

Model This Week