Posted inଫୁରସତ

ବୃଦ୍ଧାବସ୍ଥାରେ ଏମିତି ଦେଖାଯିବେ ସ୍ମୃତି ଇରାନୀ

ସୋସିଆଲ ମିଡିଆରେ ଆଜିକାଲି ବୃଦ୍ଧା ହେବାର ଏକ ନୂଆ ଟ୍ରେଣ୍ଡ ଚାଲିଛି। ‘ଫେସ୍‌ ଆପ୍‌’ ନାମକ ଏକ ଆପ୍‌ ବ୍ୟବହାର କରି ସେଲିବ୍ରିଟିମାନେ ବୃଦ୍ଧାବସ୍ଥାରେ କେମିତି ଦେଖାଯାଉଥିବେ ତାହା ଆକଳନ କରୁଛନ୍ତି। ଏଥିରେ ସାମିଲ ହୋଇଛନ୍ତି କେନ୍ଦ୍ର କ୍ୟାବିନେଟ ମନ୍ତ୍ରୀ ସ୍ମୃତି ଇରାନୀ। ସେ ‘ଫେସ୍‌ ଆପ୍‌’ ବ୍ୟବହାର କରି ନିଜ ବୃଦ୍ଧାବସ୍ଥାର ଏକ ଫଟୋ ଶେୟାର କରିଛନ୍ତି। ଫ୍ୟାନ୍‌ମାନେ ଏହି ଫଟୋ ଦେଖି ତାଙ୍କୁ ଖୁବ୍‌ ପ୍ରଶଂସା ମଧ୍ୟ କରିଛନ୍ତି। ସୂଚନାଯୋଗ୍ୟ, ରାଜନୀତିକୁ ଅସିବା ପୂର୍ବରୁ ସ୍ମୃତି ଜଣେ ଅଭିନେତ୍ରୀ ଥିଲେ। ଲୋକପ୍ରିୟ ଧାରାବାହିକ ‘ଶାଶ୍‌ ଭି କଭି ବୋହୂ ଥି’ରେ ତୁଲସୀ ଭୂମିକାରେ ଘରେ ଘରେ ପରିଚିତ ଲାଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡିବା ଶକ୍ତି ଯା’ର ଥାଇ, ସେ ପୁଣି କ୍ଷମା ଆଚରଇ…

କ୍ଷମା ଏକ ଦିବ୍ୟଗୁଣ। ଏହାଠାରୁ ବଳି ଅନ୍ୟ କିଛି ନାହିଁ। ପ୍ରତିବର୍ଷ ଜୁଲାଇ ୭କୁ ବିଶ୍ୱ କ୍ଷମା ଦିବସ ଭାବେ ପାଳନ କରାଯାଇଥାଏ। କ୍ଷମା ଦ୍ୱାରା...

ଗୋଟିଏ ମଣ୍ଡପରେ ବିବାହ କଲେ ମା’-ଝିଅ

ଗୋରଖପୁର,୧୧ ।୧୨: ଉତ୍ତର ପ୍ରଦେଶର ଗୋରଖପୁର ଜିଲାରେ ଏକ ବିଚିତ୍ର ବିହାହ ଦେଖିବାକୁ ମିଳିଛି । ଏଠାରେ ମୁଖ୍ୟମନ୍ତ୍ରୀ ସାମୁହିକ ବିବାହ ଯୋଜନା ଅଧିନରେ ଗୋଟିଏ...

ମାଲିକଙ୍କୁ ଏମିତି ପ୍ରଶ୍ନ ପଚାରି ଚାକିରି ହରାଇଲେ କର୍ମଚାରୀ, ଜାଣିଲେ…

ସାଧାରଣତଃ ନୂଆ ଚାକିରି ପାଇଲେ ସମସ୍ତେ ଖୁସି ହୁଅନ୍ତି, କିନ୍ତୁ ଚାକିରି କରିବାକୁ ଯାଇଥିବା ଲୋକଙ୍କ ମନରେ ଅନେକ ପ୍ରଶ୍ନ ରହିଥାଏ। ଫଳରେ ସେମାନେ ଚାକିରିରେ...

ଏକଦା କାନ୍ଥରେ ଚିତ୍ର କରି ଶୁଣୁଥିଲେ ଗାଳି: ଏବେ ଗୁଗଲ ଦେଲା ପୁରସ୍କାର

ଓ୍ବାଶିଂଟନ୍‌,୧୫।୬: ଡୁଡଲ ଫର୍‌ ଗୁଗଲ-୨୦୨୧ ପ୍ରତିଯୋଗୀତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଆମେରିକାର ଗୁଗଲର ହୋମପେଜ୍‌ରେ ଏହି ଡୁଡଲ ପ୍ରଦର୍ଶିତ ହେବ। ଏନେଇ ଗୁଗଲର ସିଇଓ...

ସର୍ଜନାରେ ଆବାମିକା 

ସମ୍ପର୍କମାନଙ୍କ ଭିତରେ ଦାମ୍ପତ୍ୟ ଈଶ୍ୱରଙ୍କର ସର୍ବଶ୍ରେଷ୍ଠ ଉପହାର। ଅଦୃଷ୍ଟର ଇଙ୍ଗିତରେ ଅଲଗା ଅଲଗା ପରିବେଶରେ ଜନ୍ମନେଇ ପରସ୍ପର ପାଇଁ ଗଢ଼ି ହେବାର ପ୍ରକ୍ରିୟା ଚାଲିଥାଏ ନିଜ...

୭୫ରେ ନବୀନ: ଦୂରଦର୍ଶୀ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିଦ୍ୱନ୍ଦ୍ୱୀ ଓ ଅଦ୍ୱିତୀୟ। ସ୍ବଚ୍ଛ ଭାବମୂର୍ତ୍ତି ତାଙ୍କୁ ଓଡ଼ିଶା ରାଜନୀତିରେ ଜଣେ ଜନପ୍ରିୟ ନେତା ଭାବେ ପରିଚିତ କରାଇଛି। ଦୁଇ ଦଶନ୍ଧି...

କରୋନା ଭୟ: ସ୍ବତନ୍ତ୍ର ଜେଟ୍‌, ବଙ୍କର ବୁକ୍‌ କରୁଛନ୍ତି ଧନୀ ଶ୍ରେଣୀର ଲୋକେ

ନ୍ୟୁୟର୍କ,୧୩ା୩: କରୋନା ଭାଇରସ୍‌ ମହାମାରୀ ୧୨୦ ଦେଶରେ ଆତଙ୍କ ଖେଳାଇ ଚାଲିଛି। ଏହାର ପ୍ରଭାବ ସମଗ୍ର ବିଶ୍ୱବାସୀଙ୍କ ଉପରେ ପଡ଼ିଛି। ଏହି ସଂକଟଜନକ ସ୍ଥିତିରେ ଆମେରିକା,...

ଏହି ଗର୍ତ୍ତରେ ଶୋଷିତ ହୁଏ ଅଧା ନଦୀର ପାଣି

ଦୁନିଆ ଅନେକ ଅଜବ ରହସ୍ୟରେ ପରିପୂର୍ଣ୍ଣ। ମଣିଷମାନେ ଏହି ରହସ୍ୟ ବିଷୟରେ ଜାଣିବା ଏବଂ ସମାଧାନ କରିବା ପାଇଁ ସବୁବେଳେ ଚେଷ୍ଟା କରିଥାନ୍ତି। ମାତ୍ର ମନୁଷ୍ୟ...

Advertisement
Archives

Model This Week