ବୃଦ୍ଧି ହେବ କରୋନା ଭାଇରସ ଯୋଗୁ ଭାରତରେ ଫସିଥିବା ବିଦେଶୀଙ୍କ ଭିଜା ଅବଧି

ନୂଆଦିଲ୍ଲୀ,୧୮।୪: କରୋନା ଭାଇରସକୁ ନେଇ ଦେଶରେ ହଠାତ୍‌ ଲକ୍‌ ଡାଉନ ଘୋଷଣା କରାଯିବା ପରେ କେତେଜଣ ବିଦେଶୀ ନାଗରିକ ଭାରତରେ ଫସି ରହିଛନ୍ତି। ଏହି ସମୟ ମଧ୍ୟରେ ଯେଉଁମାନଙ୍କର ଭିଜା ଅବଧି ଶେଷ ହୋଇ ଯାଉଥିବ ସେମାନଙ୍କ ପାଇଁ ବିନା ମୂଲ୍ୟରେ ଏହି ଅବଧିକୁ ବୃଦ୍ଧି କରାଯିବ ବୋଲି କହିଛି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ। ମେ’ ୩, ୨୦୨୦ ପର୍ଯ୍ୟନ୍ତ ଏଥିପାଇଁ ଆବେଦନ କରାଯାଇ ପାରିବ ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ପୁଣ୍ଣ୍ୟ ସଲିଳା ଶ୍ରୀବାସ୍ତବ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ସମସ୍ତ ସୂଚନା ପାଇଁ ୧୧୨ରୁ କଲ୍‌ କରିବାକୁ ମଧ୍ୟ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଜନ୍ମଦିନରେ କଟାଗଲା ୭୧ କେଜିର ଲଡୁ

ବାରାଣସୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଦାମୋଦରଦାସ ମୋଦିଙ୍କ ୭୧ତମ ଜନ୍ମଦିନ ଉପଲକ୍ଷେ ଭାରତୀୟ ଜନତା ପାର୍ଟି(ଭାଜପା)ର କର୍ମୀମାନେ ଦୀପ ଜଳାଇବା ସହ ୭୧ କିଲୋଗ୍ରାମର ଏକ...

ରୁଷିଆ-ୟୁକ୍ରେନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ଆଶଙ୍କା: ଭାରତୀୟଙ୍କୁ ତୁରନ୍ତ ୟୁକ୍ରେନ୍‌ ଛାଡିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ/କ୍ୱିଭ୍‌,୨୦।୧: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ଆଶଙ୍କା ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ୟୁକ୍ରେନ ସୀମାନ୍ତରେ ରୁଷିଆ ଆଣବିକ ସମରାଭ୍ୟାସ ସହ...

ଭୋକିଲା ଗାଈ ଶବାଧାରରେ ସାମିଲ ହେଲେ ସାଧୁସନ୍ଥ

ଜୟପୁର, ୧୩।୬: ରାଜସ୍ଥାନ ବାରମେର ଜିଲାରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ଭୋକିଲା ଗାଈର ମୃତ୍ୟୁକୁ ବିରୋଧ ପ୍ରଦର୍ଶନ କରି ବହୁ ସାଧୁସନ୍ଥ ରାଜରାସ୍ତାକୁ...

ଭୁବନେଶ୍ୱରରୁ ଲୋକେ ଗାଁ ମୁହାଁ

ନୟାଗଡ଼ ଅଫିସ,୬ା୪: ରାଜ୍ୟରେ କରୋନା ରୋଗୀ ସଂଖ୍ୟା ୩୯ରେ ପହଞ୍ଚିଛି । ଏହା ମଧ୍ୟରେ କେବଳ ଭୁବନେଶ୍ୱରର ୩୨ଜଣ ଅଛନ୍ତି। ଏହା ଜାଣିବା ପରେ ଭୁବନେଶ୍ୱରରେ...

ଇସ୍ତଫା ଦିଅନ୍ତୁ ତେଜସ୍ବୀ: ବଂଶବାଦକୁ ଦାୟୀ କଲେ ଆରଜେଡି ନେତା

ପାଟନା,୨୭।୫: ଲୋକ ସଭା ନିର୍ବାଚନରେ ଆରଜେଡିର ଶୋଚନୀୟ ପରାଜୟ ପରେ ଦଳ ବିରୋଧୀ ସ୍ବର ଉତ୍ତୋଳନ ହେବାରେ ଲାଗିଛି। ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି...

ବିସିସିଆଇ ପକ୍ଷରୁ ଐତିହାସିକ ନିଷ୍ପତ୍ତି: ପୁରୁଷ, ମହିଳା କ୍ରିକେଟର୍‌ଙ୍କୁ ସମାନ ମ୍ୟାଚ୍‌ ଫି’

ନୂଆଦିଲ୍ଲୀ,୨୭।୧୦: ଭାରତରେ କ୍ରିକେଟ ବୋର୍ଡ(ବିସିସିଆଇ) ମହିଳା କ୍ରିକେଟ ଖେଳାଳିଙ୍କ ବିଷୟରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଏଣିକ ଭାରତୀୟ ମହିଳା ଏବଂ ପୁରୁଷ କ୍ରିକେଟର୍‌ଙ୍କୁ ସମାନ...

ଡାକ୍ତରଖାନାରେ କରୋନା ରୋଗୀଙ୍କୁ ମାଡ ମାରିବା ଭିଡିଓ ଭାଇରାଲ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ରାଜକୋଟ,୧୮।୯-ଗୁଜୁରାଟର ରାଜକୋଟରେ ଥିବା ଏକ ସରକାରୀ ଡାକ୍ତରଖାନାରେ କରୋନା ରୋଗୀଙ୍କୁ ଆକ୍ରମଣ କରାଯାଉଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ୫୫ ସେକେଣ୍ଡର ଏହି...

୩ ଦିନିଆ କର୍ନାଟକ ଗସ୍ତରେ ଶାହା: ଚାମୁଣ୍ଡେଶ୍ୱରୀ ଦେବୀ ମନ୍ଦିରରେ ପୂଜାର୍ଚ୍ଚନା କରି କଲେ ରୋଡ ଶୋ’

ବେଙ୍ଗାଲୁରୁ,୨୪।୪: ବିଧାନସଭା ନିର୍ବାଚନ ପାଇଁ କର୍ନାଟକରେ ରାଜନୈତିକ ଉଷ୍ମତା ଦେଖାଦେଇଛି। ଏହି ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୋମବାର କର୍ନାଟକ ମୈଶୁରର ଶ୍ରୀ...

Advertisement
Archives

Model This Week