Posted inଜାତୀୟ

ବୃଦ୍ଧି ହେଲା ମୋଟର ଯାନ କାଗଜପତ୍ରର ସମୟ ସୀମା

ନୂଆଦିଲ୍ଲୀ,୯।୬: ସଂଶୋଧିତ ମୋଟର ଯାନ ନିୟମ ଅନୁଯାୟୀ ସମସ୍ତ କାଗଜ ପତ୍ରର ସମୟ ସୀମା ଅବଧିକୁ ଏବେ ବୃଦ୍ଧି କରାଯାଇଛି। ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରି କହିଛନ୍ତି ଆସନ୍ତା ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ସମୟ ସୀମାକୁ ବୃଦ୍ଧି କରାଗଲା। ଡ୍ରାଇଭିଂ ଲାଇସେନ୍ସ ସହ ସମସ୍ତ କାଗଜପତ୍ର ଯେମିତିକି ଫିଟନେସ, ପଞ୍ଜିକରଣ ଆଦିର ସମୟ ସୀମାକୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ତେବେ ଦେଶରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହା କରାଯାଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ପ୍ରଥମେ ଏହା ମାର୍ଚ୍ଚ ୩୦ ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଥିବା ବେଳେ ଏହାକୁ ପୁଣିଥରେ ଜୁନ୍‌ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା। ଏବେ ତୃତୀୟଥର ଲାଗି ଏହାକୁ ପୁଣିଥରେ ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବା ପାଇଁ ଟଙ୍କା ଯାଚିଥିଲେ ପାଇଲଟ

ଜୟପୁର,୨୧ା୭(ପି.ଟି.): ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗଦେବା ପାଇଁ ବିଦ୍ରୋହୀ ନେତା ସଚିନ ପାଇଲଟ ତାଙ୍କୁ ଟଙ୍କା ଯାଚିଥିଲେ ବୋଲି ରାଜସ୍ଥାନର କଂଗ୍ରେସ ବିଧାୟକ...

ହାଥରସ ଗଣବଳାତ୍କାର ମାମଲାର ଅଭିଯୁକ୍ତଙ୍କ ପାଇଁ ଲଢିବେ ଆଇନଜୀବୀ ଏପି ସିଂ

ନୂଆଦିଲ୍ଲୀ,୫।୧୦-ବରିଷ୍ଠ ଆଇନଜୀବୀ ଏପି ସିଂ ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ମାମଲାରେ ଗିରଫ ଅଭିଯୁକ୍ତଙ୍କ ପାଇଁ କୋର୍ଟରେ ମାମଲା ଲଢିବେ ବୋଲି ଜଣାପଡିଛି। ଏହି ମାମଲାରେ ଅଭିଯୁକ୍ତଙ୍କୁ...

ମୋଦିଙ୍କ ବିରୋଧରେ ଲଢ଼ିବେନି ଭୀମସେନା ମୁଖ୍ୟ

ନୂଆଦିଲ୍ଲୀ,୧୮ା୪(ପି.ଟି.): ବାରାଣସୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ନିର୍ବାଚନ ଲଢ଼ିବା ପାଇଁ ଘୋଷଣା କରିଥିବା ଭୀମ ସେନା ମୁଖ୍ୟ ଚନ୍ଦ୍ରଶେଖର ଆଜାଦ୍‌ ଶେଷରେ ନିଜ ନିଷ୍ପତ୍ତି...

କାଶୀ ବିଶ୍ୱନାଥ ମନ୍ଦିରର ଲୋକାର୍ପଣ କରିବେ ମୋଦି, କ’ଣ ରହିଛି ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୧୩ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ବାରାଣସୀ ଗସ୍ତରେ ଯାଇ ସାମବାର କାଶୀ ବିଶ୍ୱନାଥ ମନ୍ଦିରର ଶିଳାନ୍ୟାସ କରିବେ । ୧୩ ତାରିଖ...

ଦିଲ୍ଲୀ ହସ୍ପିଟାଲରେ ରୋଗୀଙ୍କ ପାଇଁ ଅଭାବ ପଡିଲାଣି ବେଡ୍‌

ନୂଆଦିଲ୍ଲୀ,୧୪ ।୧୦: ରାଜଧାନୀ ଦିଲ୍ଲୀରେ କରୋନା ନିୟନ୍ତ୍ରଣକୁ ଆସିଥିବା ବେଳେ ଏବେବି ହସ୍ପିଟାଲରେ ବେଡର ଅଭାବ ଦେଖାଦେଇଛି । ଏହି ସମସ୍ୟାର ସମାଧାନ ପାଇଁ ପ୍ରଧାନମନ୍ତ୍ରୀଙ୍କୁ...

ସୁସ୍ମିତା ଦେବଙ୍କୁ ଆକ୍ରମଣ

ନୂଆଦିଲ୍ଲୀ,୨୩।୧୦: ୨୦୨୩ରେ ହେବାକୁ ଥିବା ତ୍ରିପୁରା ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ପ୍ରଚାର ବେଳେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏମ୍‌ପି ସୁସ୍ମିତା ଦେବଙ୍କ କାର୍‌କୁ ଆକ୍ରମଣ...

ଅନନ୍ତନାଗରେ ପିଡିପି ନେତାଙ୍କ ପିଏସ୍‌ଓଙ୍କୁ ଗୁଳି କରି ହତ୍ୟା

ଶ୍ରୀନଗର,୧୯।୭: ଦକ୍ଷିଣ କଶ୍ମୀର ଅନନ୍ତନାଗ ଜିଲାର ବିଜବେହରା ଅଞ୍ଚଳରେ ଶୁକ୍ରବାର ସଜ୍ଜାଦ ମୁଫତିଙ୍କ ପିଏସ୍‌ଓଙ୍କୁ ଗୁଳି କରି ହତ୍ୟା କରାଯାଇଛି। ପିପୁଲ୍ସ୍‌ ଡେମୋକ୍ରେଟିକ୍‌ ପାର୍ଟି (ପିଡିପି)ର...

ଯେଉଁ ରାଜନେତାଙ୍କ ଭାଷଣ ଶୁଣିବା ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରୁଥିଲେ ଲୋକେ

ନୂଆଦିଲ୍ଲୀ, ୧୬।୮: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିବାହାରୀ ବାଜପେୟୀଙ୍କ ପ୍ରଥମ ପୁଣ୍ୟତିଥି। ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯାଉଛି।...

Advertisement
Archives

Model This Week