ବେଆଇନ ଅନୁପ୍ରବେଶ ନେଇ ୩୧୧ଜଣ ପ୍ରବାସୀ ଭାରତୀୟଙ୍କୁ ବିଦା କଲା ମେକ୍ସିକୋ

ମେକ୍ସିକୋ,୧୮।୧୦: ବେଆଇନ ଭାବେ ଆମେରିକାରେ ପଶିବାକୁ ଯୋଜନା କରୁଥିବା ୩୧୧ଜଣ ପ୍ରବାସୀ ଭାରତୀୟଙ୍କୁ ଭାରତ ପଠାଇଦେଇଛି ମେକ୍ସିକୋ। ଭିସା ଏବଂ ସ୍ଥାୟୀ ରହଣୀ ପାଇଁ ଆବଶ୍ୟକ କାଗଜପତ୍ର ନଥାଇ ଦେଶର ବିଭିନ୍ନ ସ୍ଥାନରେ ସେମାନେ ବେଆଇନ ଭାବେ ରହୁଥିଲେ ବୋଲି ମେକ୍ସିକୋ କର୍ତ୍ତୃପକ୍ଷ କହିଛନ୍ତି। ଟୋଲୁକା ସିଟି ଅନ୍ତର୍ଜାତୀୟ ବିମାନବନ୍ଦରରୁ ବୋଇଂ ୭୪୭ ବିମାନ ଯୋଗେ ୩୧୧ ପ୍ରବାସୀ ଭାରତୀୟଙ୍କୁ ମେକ୍ସିକୋ ସରକାର ନୂଆଦିଲ୍ଲୀ ପଠାଇଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନୁପ୍ରବେଶକୁ ରୋକିବା ପାଇଁ ମେକ୍ସିକୋକୁ କଡା ଚେତାବନୀ ଦେବା ପରେ ମେକ୍ସିକୋ ଏଭଳି କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ୩୧୧ଜଣ ପ୍ରବାସୀ ଭାରତୀୟ ଏଜେଣ୍ଟଙ୍କ ୨୫ରୁ ୩୦ ଲକ୍ଷ ଟଙ୍କା ଲାଞ୍ଚ ଦେଇ ସେଠାରେ ରହିବା ପାଇଁ ଚେଷ୍ଟା କରୁଥିଲେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀ ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ୧୬ଟି ମେଟ୍ରୋ ଷ୍ଟେଶନକୁ ବନ୍ଦ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri