ବେଆଇନ କରତକଳ ଉପରେ ଚଢ଼ାଉ : ୩ ମାଲିକଙ୍କ ସମେତ ୧୧ ଅଟକ

ଭୋଗରାଇ, ୨୮।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ୩ଟି ବେଆଇନ କରତକଳ ଉପରେ ଶନିବାର ଟାସ୍କଫୋର୍ସ ଓ ପୋଲିସ୍‌ ଆକସ୍ମିକ ଭାବେ ଚଢ଼ାଉ କରିଛି। ଚନ୍ଦନେଶ୍ୱର ନିକଟବର୍ତ୍ତୀ ଚଣ୍ଡୀସିଂପୁର, ଜଗନ୍ନାଥପୁର ଓ ନିମାତ୍‌ପୁର ନିକଟସ୍ଥ ବେଲାଗ୍ରାମରେ ବେଆଇନ ଭାବେ କରତକଳ ଚାଲୁଥିବା ଖବରପାଇ ଟାସ୍କଫୋର୍ସର ଡିଏସ୍‌ପି ମନୋଜ ରାଉତ ଓ ଜଳେଶ୍ୱର ଏସ୍‌ଡ଼ିପିଓ ସୁଦର୍ଶନ ଦାସଙ୍କ ନେତୃତ୍ୱରେ ଚଢ଼ାଉ କରାଯାଇଥିଲା। ୩ଟି ସ୍ଥାନରୁ ୩ମାଲିକଙ୍କ ସମେତ ୧୧ଜଣ କର୍ମଚାରୀଙ୍କୁ ପୋଲିସ ଭୋଗରାଇ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଟାସ୍କଫୋର୍ସ ବନବିଭାଗକୁ ଖବର ଦେଇଥିଲେ ମଧ୍ୟ ବନବିଭାଗ ସେଠାରେ ପହଞ୍ଚତ୍ନାହଁି। ଖବରଲେଖା ହେବା ପର୍ଯ୍ୟନ୍ତ ୩ କରତକଳର କାଠ କିମ୍ବା ଯନ୍ତ୍ରାଂଶ ଜବତ ହୋଇ ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ଼-୧୯ ବିରୋଧରେ ବେଦାନ୍ତର ତୃଣମୂଳ ସ୍ତରରେ ପ୍ରୟାସ

ଝାରସୁଗୁଡା ଅଫିସ,୧୬।୪: ଝାରସୁଗୁଡ଼ାସ୍ଥିତ ବେଦାନ୍ତ କମ୍ପାନୀର ପାରିପାର୍ଶ୍ୱିକ ଗ୍ରାମାଞ୍ଚଳରେ କୋଭିଡ଼-୧୯ ବିରୋଧରେ ଚାଲିଥିବା ଯୁଦ୍ଧରେ ଅଗ୍ନିଶମ ବିଭାଗ ଦ୍ୱାରା ଏହାକୁ ଆହୁରି ସୁଦୃଢ଼ କରାଯାଇଛି। କମ୍ପାନୀର...

ଯୁବତୀଙ୍କୁ ବଳାତ୍କାର ଅଭିଯୋଗ

ଭୁବନ, ୧୫।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଆନନ୍ଦପୁର ଗ୍ରାମର ଅମ୍ବୁଜ ମଳିକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଅଟକ...

ଫଟୋ ଉଠାଇ ଚର୍ଚ୍ଚାରେ ଗଞ୍ଜାମ ଜିଲାପାଳ

ଗଞ୍ଜାମ,୧୫।(ଡି.ଏନ.ଏ): ଗଞ୍ଜାମ ସହରଠାରୁ କିଛି ଦୂରରେ ଥିବା ଐତିହାସିକ ପୋତାଗଡ଼ ଉନ୍ନତିକରଣ କାର୍ଯ୍ୟ ଜୋରସୋରରେ ଚାଲିଛି।ଏହାକୁ ତଦାରଖ କରୁଛନ୍ତି ଖୋଦ ଗଞ୍ଜାମ ଜିଲାପାଳ ବିଜୟ ଅମୃତ...

ଜଙ୍ଗଲରେ ଚଢାଉ, ୮୦ ଲିଟର ଦେଶୀମଦ ଜବତ

ଦିଗପହଣ୍ଡି,୨୨ା୪(ଡି.ଏନ.ଏ.)- ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ଘଞ୍ଚ ଜଙ୍ଗଲରେ ମଙ୍ଗଳବାର ଅବକାରୀ ଓ ପୋଲିସ ଟିମ୍‌ ମିଳିତ ଭାବେ ଚଢାଉ କରି ୮୦ ଲିଟର ରନ୍ଧା ଦେଶୀମଦ...

ଆଶୀର୍ବାଦଙ୍କୁ ମିଳିଲା ଜାମିନ

କଟକ ଅଫିସ, ୨୬।୧୧: ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ମଙ୍ଗଳବାର ହାଇକୋର୍ଟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ଦେଢ଼ ଲକ୍ଷ ଟଙ୍କାର ଦୁଇ...

ବନ୍ତ ବ୍ଲକରେ ୨ୟ କରୋନା ପଜିଟିଭ ଚିହ୍ନଟ

ବନ୍ତ,୧୪।୫(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକରେ ଗୁରୁବାର ୨ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ଗତ ୯ ତାରିଖରେ କର୍ଣ୍ଣାଟକରୁ ଆସି ଗୋବିନ୍ଦପୁର କ୍ୱାରାଣ୍ଟାଇନ୍‌...

ଜିଲାପାଳ, ଆରଟିଓ ଅଫିସକୁ ବ୍ରହ୍ମପୁର ସ୍ଥାନାନ୍ତର ଦାବି

ବ୍ରହ୍ମପୁର ଅଫିସ,୫ା୧୦-ଗଞ୍ଜାମ ଜିଲା ସଦର ମହକୁମା ତଥା ଜିଲାପାଳଙ୍କ କାର୍ଯ୍ୟାଳୟ ଓ ଜିଲା ପରିବହନ କାର୍ଯ୍ୟାଳୟ(ଆରଟିଓ)କୁ ବ୍ରହ୍ମପୁରକୁ ସ୍ଥାନାନ୍ତର କରିବାକୁ ଦାବି କରିଛି ଭାରତୀୟ ବିକାଶ...

ଦାବି ପୂରଣ କରା ନ ଗଲେ ୨୧ରୁ ଆନ୍ଦୋଳନ

ତାଳଚେର,୧୯ା୧(ନି.ପ୍ର.) – ତାଳଚେର ପୌରାଞ୍ଚଳ ଦେଉଳବେଡା ତେଲିସାହିରେ ମାଟି ଦବିବା ଘଟଣାକୁ ନେଇ ହୋଇଥିବା ଦ୍ୱିପାକ୍ଷିକ ନିଷ୍ପତ୍ତି କାର୍ଯ୍ୟକାରୀ ନ ହେବା ପ୍ରତିବାଦରେ ଶନିବାର କ୍ଷତିଗ୍ରସ୍ତ...

Advertisement


Archives

Model This Week