Advertisement

ବେଆଇନ ଗଚ୍ଛିତ କାଠ ଗୋଦାମରେ ଚଢ଼ାଉ

ଭଦ୍ରକ ଅଫିସ,୧୨।୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଇଚ୍ଛାପୁର ଗାଁର ଏକ କାଠ ଗୋଦାମରେ ଶନିବାର ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ବେଳେ ବେଆଇନ ଭାବେ ଗଚ୍ଛିତ ଥିବା ପଟା ଓ ସାଇଜ କାଠକୁ ଜବତ କରାଯାଇଛି। ତେବେ ଚଢ଼ାଉ ସରିବା ପରେ କାଠର ମୂଲ୍ୟାୟନ କରାଯିବ ବୋଲି ବନ ବିଭାଗ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣାଧୀନ ହବିଷିଆଳି ଆଶ୍ରୟସ୍ଥଳ ବୁଲିଲେ ଜିଲାପାଳ

ପୁରୀ ଅଫିସ, ୨୪।୯: ଆସୁଛି ଧର୍ମ ମାସ କାର୍ତ୍ତିକ। ଆଉ ୨୦ଦିନ ପରେ ହବିଷ ବ୍ରତ ପାଳନ କରିବାକୁ ପୁରୀକୁ ଆସିବେ ହଜାର ହଜାର ହବିଷିଆଳି।...

ଅଦିନିଆ ବର୍ଷା: ଖୋଲା ଆକାଶ ତଳେ ପଡ଼ିରହିଛି ଧାନ, ଚିନ୍ତାରେ ଚାଷୀ

ଭବାନୀପାଟଣା,୨୭।୧୨(ଡି.ଏନ୍‌.ଏ.): କୋହଲା ପାଗ ସାଙ୍ଗକୁ ଗତ ୨୫ତାରିଖ ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷ ଲାଗିରହିଛି। ଫଳରେ ଖୋଲା ଆକାଶ ତଳେ ମଣ୍ଡିରେ...

ଭଣ୍ଡାରିପୋଖରୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ

ଭଣ୍ଡାରିପୋଖରୀ,୨୬।୯(ସ୍ବ.ପ୍ର.): ଭଦ୍ରକ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ସୋମବାର ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ସ୍ଥାନୀୟ ବିଧାୟକଙ୍କ ପ୍ରଚେଷ୍ଟାରେ ଡାକ୍ତରଖାନା ପରିସରରେ ପ୍ରାୟ ୧୩...

ନାଲ୍‌କୋ ଅଞ୍ଚଳରେ ସାବିତ୍ରୀ ଓଷା

ଅନୁଗୋଳ ଅଫିସ,୩ା୬: ନାଲ୍‌କୋ ଓ ବଅଁରପାଳ ଅଞ୍ଚଳର ବିଭିନ୍ନ ସ୍ଥାନରେ ସୋମବାର ସାବିତ୍ରୀ ଓଷା ପାଳିତ ହୋଇଛି। ଏଥିପାଇଁ ସକାଳୁ ନାଲ୍‌କୋର ଜଗନ୍ନାଥ ମନ୍ଦିରରେ ମହିଳାମାନଙ୍କ...

୩୦ରୁ ବିଦ୍ୟୁତ୍‌ କର୍ମଚାରୀଙ୍କ ଆନ୍ଦୋଳନ

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ବିଦ୍ୟୁତ୍‌ ବିଭାଗରେ ସଂସ୍କାର ପାଇଁ ଆମୂଳଚୂଳ ପରିବର୍ତ୍ତନ କରାଯିବାର ୨୪ ବର୍ଷ ପୂରିଲା। ହେଲେ କର୍ମଚାରୀଙ୍କ ପାଇଁ ସର୍ଭିସ ରେଗୁଲେଶନ ହୋଇପାରିଲା ନାହିଁ।...

ସରକାରୀ ଅନୁଷ୍ଠାନରେ କ୍ରେଚ୍‌ ବ୍ୟବସ୍ଥା କରିବାକୁ ଓଏଚ୍‌ଆର୍‌ସିଙ୍କ ସୁପାରିସ

ଭୁବନେଶ୍ୱର, ୨୭।୩(ବ୍ୟୁରୋ)- ପଚାଶ କିମ୍ବା ତଦୂଦ୍ଧ୍ୱର୍ର୍ ମହିଳା କର୍ମଚାରୀ କାର୍ଯ୍ୟ କରୁଥିବା ସରକାରୀ ସଂସ୍ଥାରେ କ୍ରେଚ୍‌ ବ୍ୟବସ୍ଥା କରିବାକୁ ଓଡ଼ିଶା ମାନବିକ ଅଧିକାର କମିଶନ(ଓଏଚ୍‌ଆର୍‌ସି) ପକ୍ଷରୁ...

ବ୍ରହ୍ମପୁର ରିଂ ରୋଡ୍‌: ଜମି ଅଧିଗ୍ରହଣ ସମସ୍ୟା

ଛତ୍ରପୁର,୨୩ା୧୦(ଡି.ଏନ.ଏ.)- ବ୍ରହ୍ମପୁର ସହର ପାଇଁ ରିଂ ରୋଡ୍‌ର ପରିକଳ୍ପନା ଦୀର୍ଘ ବର୍ଷ ହେଲା ହୋଇଛି। ମାତ୍ର ତାହା କାର୍ଯ୍ୟକ୍ଷମ ହେବାରେ ଅହେତୁକ ବିଳମ୍ବ ହେଉଛି। ଘରୋଇ...

କହ୍ନେଇପୁରରେ ଉଗ୍ର ଗୋଷ୍ଠୀକନ୍ଦଳ: ବୋମାମାଡ଼ରେ ୧୧ ଆହତ

କୃଷ୍ଣପ୍ରସାଦ,୯ା୭(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କହ୍ନେଇପୁର ଗାଁ’ରେ ୨ ପକ୍ଷରୁ ଗୋଷ୍ଠୀ କନ୍ଦଳ ସୋମବାର ଉଗ୍ରରୂପ ଧାରଣ କରି ଗଣ୍ଡଗୋଳ ଘଟିଛିି ା ଫଳରେ ଉଭୟ...

Advertisement
Archives

Model This Week