ବେଆଇନ ଗୋ’ ଚାଲାଣ: ପୋଲିସର ଚଢ଼ାଉ, ୩ ଅଟକ

ଚୌଦ୍ୱାର,୧୨ା୬(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ପୌରପାଳିକାର ୨ ନମ୍ବର ଓ୍ବାର୍ଡ ସୁଲତାନ ନଗରଠାରେ ବେଆଇନ ଗୋରୁଚାଲଣ ରାକେଟକୁ ଠାବ କରିଛି  ପୋଲିସ। ଆଜକୁ ଦୀର୍ଘଦିନ ହେବ ଚୌଦ୍ୱାରୁ ଭଦ୍ରକ, କୋଲକାତା ଓ ଅନ୍ୟ ଅଞ୍ଚଳକୁ ବାରମ୍ବାର ଗୋରୁ ଚାଲାଣ ହୋଇ ଆସୁଥିଲା।
ବିଶେଷ ସୂତ୍ରରୁ ଖବରପାଇ ଗୁରୁବାର ବିଳମ୍ବିତ ରାତିରେ ସୁଲତାନ ନଗର ଅଞ୍ଚଳରେ ପୋଲିସ ଅତର୍କିତ ଚଢ଼ାଉ କରି ପିକ୍‌ଅପ୍‌ ଏବଂ ଟାଟାଏସି ଗାଡ଼ିରେ ଗୋରୁ ବୋଝେଇ ସମୟରେ ଚଢ଼ାଉ କରି ୪୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ ଜବତ କରିଛି। ଜବତ ଗୋରୁମାନଙ୍କୁ ମଙ୍ଗରାଜପୁରସ୍ଥିତ ଗୋ’ ଆଶ୍ରମରେ ରଖାଯାଇଛି। ଏହି ଘଟଣାରେ ପୋଲିସ ୩ ଜଣଙ୍କୁ ଥାନାରେ ଅଟକ ରଖିଥିବା ବେଳେ ମାଷ୍ଟରମାଇଣ୍ଡକୁ ଧରିବା ପାଇଁ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୟନଯୋରିରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ଘଟଣା : ବଳାତ୍କାର ପରେ ହତ୍ୟା ଅଭିଯୋଗ

ପଦ୍ମପୁର/ତିହିଡ଼ି, ୩୧।୮ (ଡି.ଏନ.ଏ.) : ଭଦ୍ରକ ଜିଲା ନାୟକାଣିଡିହୀ ଥାନା ବାଲିମେଦ ପଞ୍ଚାୟତ ଅଧୀନ ପାଇକସାହି ନିକଟସ୍ଥ ନୟନଯୋରିରୁ ଶୁକ୍ରବାର ସକାଳେ ଜଣେ ଅଚିହ୍ନା ଯୁବତୀଙ୍କ...

ନିର୍ଦ୍ଧାରିତ ସମୟ ପୂର୍ବରୁ ଗଡିଲା ରଥ

ପୁରୀ ଅଫିସ୍‌,୧୨।୭: ଚଳିତବର୍ଷ ନିର୍ଦ୍ଧାରିତ ସମୟ ପୂର୍ବରୁ ରଥ ଟଣା ଆରମ୍ଭ ହୋଇଛି। ରାଜବେଶରେ ଗଜପତି ମହାରାଜ ଗୋଟିଏ ପରେ ଗୋଟିଏ ରଥରେ ଛେରାପହଁରା ନୀତି...

ଗୋପରେ ତୈଳ ଓ ପ୍ରାକୃତିକ ଗ୍ୟାସର ସନ୍ଧାନ ମିଳିବା ଘଟଣା: କୁଶୁପୁରରେ ଖନନ କାର୍ଯ୍ୟ ଆରମ୍ଭ

ଗୋପ,୧୭ା୧୦(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ୍‌ ଅନ୍ତର୍ଗତ କୁଶୁପୁର ଠାରେ ତୈଳ ଓ ପ୍ରାକୃତିକ ଗ୍ୟାସର ସନ୍ଧାନ ମିଳିବା ପରେ ଅଏଲ ଇଣ୍ଡିଆ କମ୍ପାନୀ ପକ୍ଷରୁ...

ରୋଗୀ ମୃତ୍ୟୁକୁ ନେଇ ଭଦ୍ରକ ମେଡିକାଲରେ ଉତ୍ତେଜନା

ଭଦ୍ରକ ଅଫିସ, ୨ା୧୦- ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଶୁକ୍ରବାର ଅପରାହ୍ନରେ ଉତ୍ତେଜନା ଦେଖାଦେଇଥିଲା। ମୃତକଙ୍କ ସମ୍ପର୍କୀୟମାନେ ମେଡିକାଲ ପରିସରରେ...

ଛତ୍ରପୁର ହସ୍ପିଟାଲରେ କାମଚଳା ଲାବ୍‌

ଛତ୍ରପୁର,୩୧।୩(ଡି.ଏନ୍‌.ଏ.)- ଛତ୍ର୍ରପୁର ହସ୍ପିଟାଲରେ ଲାବ୍‌ ଟେକ୍ନିସିଆନ୍‌ ଅଭାବ ଲାଗି ରହିଛି। ଫଳରେ ଉକ୍ତ ହସ୍ପିଟାଲକୁ ଆସୁଥିବା ରୋଗୀମାନେ ବିଭିନ୍ନ ପରୀକ୍ଷା ପାଇଁ ହଇରାଣ ହେଉଛନ୍ତି। ଛତ୍ରପୁର...

କରୋନାରେ ଦାରିଙ୍ଗବାଡ଼ିର ଜଣେ ଛାତ୍ରୀଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୫ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର କରୋନାରେ ଜଣଙ୍କର ମୃତ୍ୟୁ ହୋଇଛି। ଏହା ଚଳିତ ତୃତୀୟ ଲହରୀର ପ୍ରଥମ ଘଟଣା ବୋଲି ଜଣାପଡ଼ିଛି।...

ଆନ୍ଦୋଳନକାରୀଙ୍କୁ ପାଣି ବୋଟଲ, ବିସ୍କୁଟ ବାଣ୍ଟିଲା ପୋଲିସ

ବଲାଙ୍ଗୀର ଅଫିସ, ୪।୪: ୧୨ ଦଫା ଦାବି ନେଇ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଏବଂ ଭାରତୀୟ କ୍ଷେତ ମଜଦୂର ୟୂନିଅନ ପକ୍ଷରୁ ସୋମବାର ବଲାଙ୍ଗୀର ଜିଲାପାଳଙ୍କ...

ଗଞ୍ଜାମରେ ହେବ ଜଙ୍ଗଲ ଜମିର ସୀମା ନିର୍ଦ୍ଧାରଣ ସର୍ଭେ

ଛତ୍ରପୁର,୧୩ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଥିବା ଜଙ୍ଗଲ ଜମିର ସୀମା ନିର୍ଦ୍ଧାରଣ କରାଯିବ। ଜିପିଏସ୍‌ ଓ ଡିଜିପିଏସ୍‌ ମାଧ୍ୟମରେ ଏହି ହାଇଟେକ୍‌ ସର୍ଭେ ହେବ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ...

Advertisement
Archives

Model This Week